Latest Odisha News
Browsing Category

ବରଗଡ଼

Baragarh

ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିଜେପିର ଧାରଣା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ 

ବରଗଡ: ବରଗଡ଼ ଜିଲ୍ଲାରେ ଚାଷୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲା ବିଜେପି । ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ପକ୍ଷରୁ ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନେତୃତ୍ବରେ ଗଣଧାରଣା ସହିତ ଘେରାଉ କରାଯାଇଛି ।…

ଭିଜିଲାନ୍ସ ଜାଲରେ ଆଉ ଜଣେ ପଞ୍ଚାୟତ ପିଇଓ, ବିଭିନ୍ନ ସ୍ଥାନରେ ରେଡ୍

ବରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କେସେଇପାଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ତାଙ୍କ ନାଁ ଉମେଶ ସେଠ୍ । ସେ କେଲେଣ୍ଡାପାଲି ଗ୍ରାମପଞ୍ଚାୟତ ପିଇଓ ଇନଚାର୍ଜ ବି ଅଛନ୍ତି । ତାଙ୍କ ଏକକାଳୀନ ଉମେଶଙ୍କ ଘର ସମେତ ତିନିଟି ସ୍ଥାନରେ…

ଅବହେଳାରେ ବରଗଡ଼ ପର୍ଯ୍ୟଟନ

ବରଗଡ଼: ବରଗଡ଼ ଜିଲ୍ଲାରେ ପୌରାଣିକ , ପ୍ରାକୃତିକ , ଐତିହାସିକ ସ୍ଥାନ ମାନଙ୍କର ଅଭାବ ନାହିଁ । କିନ୍ତୁ ପର୍ଯ୍ୟଟକ ମାନଙ୍କୁ ଆଧୁନିକ ବ୍ ବ୍ୟବସ୍ଥା ଥିବା ସେବା ଯୋଗେଇବା ପାଇଁ କୌଣସି ପଦକ୍ଷେପ ନିଆ ଯାଉନଥିବାରୁ ପର୍ଯ୍ୟଟନ ଶିଳ୍ପ ଅବହେଳିତ ଅବସ୍ଥାରେ ଅଛି। ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ…

ଭିଜିଲାନ୍ସ ଜାଲରେ ବ୍ଲକଗ୍ରାଣ୍ଟ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ବରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ବ୍ଲକଗ୍ରାଣ୍ଟ ଶିକ୍ଷକ । ବରଗଡ଼ ଜିଲ୍ଲା ବରପାଲି ବ୍ଲକ୍ ସ୍ଥିତ ତିଲେଇମାଳ ସ୍କୁଲର ଜଣେ ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ତାଙ୍କ ନାଁ ପ୍ରମୋଦ ପାଣିଗ୍ରାହୀ । ସେ ତିଲେଇମାଳ ସ୍କୁଲର ପ୍ରଧାନଶିକ୍ଷକ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ପୁରନ୍ଦର ସାହୁ । ଆଜି ସକାଳେ ବରଗଡ଼ ଭିଜିଲାନ୍ସ…

ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗ ଓ୍ଵାର୍ଡରେ ଭୟାବହ ଅଗ୍ନିକାଣ୍ଡ

ବରଗଡ଼: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ଓ୍ୱାର୍ଡରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଛାରଖାର ହୋଇଯାଇଛି । ଜଳିଯାଇଛି ବହୁ ଔଷଧପତ୍ର ଓ ଅନ୍ୟାନ୍ୟ ଜିନିଷ । ଗତକାଲି ବିଳମ୍ବିତ ରାତିରେ ଉପର ମହଲାରେ ଥିବା ଶିଶୁ ବିଭାଗ ଓ୍ଵାର୍ଡରେ ନିଆଁ ଲାଗିଥିଲା । ଖବର ପାଇ…

ଦୀପାବଳି ରାତିରେ ଅଟୋକୁ ପିଟିଲା ଟ୍ରକ, ୩ ମୃତ

ବରଗଡ଼: ଅଟୋକୁ ସାମନା ପଟରୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ସହର ସରସରା ଗାଁ ନିକଟରେ ଦୀପାବଳି ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୧୦ଟା ବେଳେ ଦୁର୍ଘଟଣା ଘଟିଛି । ୩ ଜଣ ଯୁବକ ଗୋଟିଏ ଅଟୋରେ ବରଗଡ଼ରୁ ବରପାଲି…

ଡାକ୍ତର ଦମ୍ପତି ନିର୍ମାଣ କଲେ ହଳଧର ସଂଗ୍ରହାଳୟ ସାଧନା କୂଟୀର

ବରଗଡ: ପଶ୍ଚିମ ଓଡିଶାର ବିଶିଷ୍ଟ କବି ପଦ୍ମଶ୍ରୀ ହଳଧର ନାଗ । ସାହିତ୍ୟ କ୍ଷେତ୍ରରେ ନିଜର ଅବଦାନ ପାଇଁ ସେ ପାଇଛନ୍ତି ଅନେକ ପୁରସ୍କାର । ଏହି ପୁରସ୍କାର ଓ ତାଙ୍କ ସାହିତ୍ୟକୃତୀର ଗୋଟିଏ ସ୍ଥାନରେ ସୁରକ୍ଷିତ ରଖିବା ପାଇଁ ଡାକ୍ତର ଦମ୍ପତି ସଂଗ୍ରାମୀପୀଠ ଘେଁସଠାରେ ନିର୍ମାଣ କରିଛନ୍ତି…

ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…

ବରଗଡ଼ରେ ମାଡୁଛି ମହାମାରୀ, ପାଞ୍ଚ ଦିନରେ ଏତେ !

ବରଗଡ଼: ପଶ୍ଚିମ ଓଡ଼ିଶାରେ କରୋନାର ରେଡହଟ୍ ଜିଲ୍ଲା ପାଲଟିଲାଣି ବରଗଡ଼ । ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ସଂକ୍ରମିତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ୩୯୬ ଜଣ ଆକ୍ରାନ୍ତ ହୋଇଛନ୍ତି । ଯାହାକି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଏହାକୁ ମିଶାଇ ବରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୩…