Latest Odisha News

BREAKING NEWS

Browsing Category

ବରଗଡ଼

Baragarh

ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା: ଆଜି ଦ୍ଵିତୀୟ ଦିନରେ ରଙ୍ଗମହଲ ଉଦଘାଟନ କରିବେ ମହାରାଜ କଂସ

ବରଗଡ: ଆରମ୍ଭ ହୋଇଯାଇଛି ୭୬ ତମ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଦୀର୍ଘ ୧୧ ଦିନ ଧରି ଚାଲିବ ବରଗଡ଼ରେ ମହାରାଜ କଂସଙ୍କ ରାଜୁତି । ଉଦଘାଟନୀ ଦିବସରେ ରାଜକୀୟ ଆଡମ୍ବର ସହ ଦେବକୀ ବସୁଦେବଙ୍କ ବିବାହ ହୋଇଯାଇଥିବା ବେଳେ ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ସିଂହାସନ ଆରୋହଣ କରିଛନ୍ତି…

କମ୍ପିବ ଧନୁଯାତ୍ରା ପଡିଆ, ଆଉ ଦିନକ ପରେ ଶୁଭିବ କଂସର ହା ହା କାର

ବରଗଡ: ରାତି ପାହିଲେ ବରଗଡର ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା । ଏଥିପାଇଁ ନିଆରା ଢଙ୍ଗରେ ଆରମ୍ଭ ହୋଇଯାଇଛି ଏହାର ପ୍ରଚାର କାର୍ଯ୍ୟକ୍ରମ | ଧନୁଯାତ୍ରା ପ୍ରଚାର ପ୍ରସାର କମିଟି ପକ୍ଷରୁ  ବରଗଡରେ ବିରାଟ ରୋଙ୍ଗୋଲି ପ୍ରତିଯୋଗୀତା କାର୍ଯ୍ୟକ୍ରମର ଆୟୋଜିତ ହୋଇଥିବା ବେଳେ ଏଥିରେ ୬୬ ଗୋଟି…

ଇଏ କି ମାନବିକତା : ପାଦରେ ସାମାନ୍ୟ ଘା ଯୋଗୁଁ ମୋତେ ଜଙ୍ଗଲରେ ଛାଡିଦେଲ?

ବରଗଡ଼ : ଶୀତ କାକରରେ ଖୋଲା ଆକାଶ ତଳେ ଧାନ ବିଲରେ ପଡିରହିଛନ୍ତି ମହିଳା  । ଅପରାଧ ତାଙ୍କର ଏତିକି ଯେ ତାଙ୍କ ପାଦରେ ଆଘାତ ଲାଗି ଘା ଟିଏ ହୋଇଯାଇଥିଲା । ଆଉ ତା ପରେ ପରିବାର ଲୋକେ ତାଙ୍କୁ ଜାଣି ଖୋଲା ଆକାଶ ତଳେ ଛାଡିଦେଲେ । ଯେତେବେଳେ ମାନବିକତା ମରିଯାଏ ଆଉ ତା ବଦଳରେ ଜନ୍ମନିଏ…

ଦୁଇ ଜଣଙ୍କୁ ଦଳି ମାରିଲା ଦନ୍ତା

ବରଗଡ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି ।  ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ଅତାବିରା ଥାନା ଅଞ୍ଚଳରେ  । ଦୁଇ ଜଣଙ୍କୁ ଦଳି ମାରିଛି ଦନ୍ତା । ଭେଡେନ ଥାନା…

ବାଲି ବୋଆ ସାପ କୁ ଜୀବନ୍ତ ଗିଳିଲା ନାଗ, ନାଗ ପେଟରୁ ବାହାରି ପୁଣି ବୁଲିଲା ବୋଆ ସାପ

ବରଗଡ: ଦେଢ଼ ଫୁଟର ବାଲି ବୋଆ ସାପ କୁ ଜୀବନ୍ତ ଗିଳିଦେଲା ସାଢେ ୩ ଫୁଟର ନାଗ । ଏପରି ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ଭେଡେନ ହସ୍ପିଟାଲ ରୋଡ ନିର୍ମଳ ମେହେରଙ୍କ ଘରେ । ସମ୍ବଲପୁରୀ ଭାଷାରେ ସେଇ ସାପ କୁ ଫୁତକା ସାପ କୁହାଯାଏ । ହଠାତ୍ ଘରେ ଜରି ଖଡ ଖଡ ଶବ୍ଦ ଶୁଣି ନିର୍ମଳ କବାଟ ଖୋଲି…

ଧର୍ମ ମାସ କାର୍ତ୍ତକରେ ପାଳନ ହୁଏ ନିଆରା ଉତ୍ସବ ‘ବାଳଭୋଗ ଅର୍ପଣ ଉତ୍ସବ’

ବରଗଡ: ବର୍ଷ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ | ଏହି ମହା କାର୍ତ୍ତିକ ମାସରେ କରାଯାଉଥିବା ପୂଣ୍ୟ କାର୍ଯ୍ୟର ଅନେକ ମହତ୍ୱ ରହିଥାଏ | ତେବେ ଅଧିକାଂଶ ଲୋକେ ମାସ ସାରା ବୁଡ ପକାଇ ପୂଣ୍ୟ ଅର୍ଜନ କରିଥାନ୍ତି |ଯେଉଁ ମାନେ ମାସ ସାରା ବୁଡ ପକାଇନଥାନ୍ତି ସେମାନେ  କାର୍ତ୍ତିକ ମାସର…

ଅବକାରୀ ବିଭାଗର ଚଢ଼ାଉ, ବ୍ୟାପକ ମଦ ସହ ବୋତଲ ଓ ଠିପି ଜବତ

ବରଗଡ଼: ଅବକାରୀ ବିଭାଗ ପକ୍ଷରୁ କେନ୍ଦୁପାଲି ଗ୍ରାମରେ ଚଢ଼ାଉ କରି ଆଜି ବ୍ୟାପକ ମାତ୍ରାରେ ବେଆଇନ ମଦ ଜବଦ କରାଯାଇଥିବା ନେଇ ସୂଚନା ଦିଆଯାଇଛି। କେନ୍ଦୁପାଲି ଗ୍ରାମର ଏକ ପନିପରିବା କ୍ଷେତରେ ଅବସ୍ଥିତ ଏକ ଘରୁ ୨୦୭୫ ଗୋଟି ଇମ୍ପେରିଆଲ୍ ବ୍ଲୁ ବୋତଲର କ୍ୟାପ, ୧୬୭୫ ଗୋଟି ରୟାଲ୍ ଷ୍ଟେଜ୍ ବୋତଲ…

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଦିନ ନିର୍ଘଣ୍ଟ, ଜାନୁଆରୀ ୧୫ରୁ ଆରମ୍ଭ

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଦୁଲୁକିବ ବିଶ୍ୱର ସବୁଠାରୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି।…

ଚୋର ସନ୍ଦେହରେ ନିର୍ଧୁମ ଛେଚିଲେ ଲୋକେ: ୨ ମୃତ୍ୟୁ, ଜଣେ ଗୁରୁତର

ବରଗଡ଼: ୩ ଜଣଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ। ଚୋରି କରିବାକୁ ଯାଇ ଗ୍ରାମବାସୀଙ୍କ ହାତରେ ଧରାପଡ଼ି ମାଡ଼ ଖାଇ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାହୁଟିକ୍ରାରେ। ମୃତ ଦୁଇ ଯୁବକ ହେଉଛନ୍ତି ବିଜୟ ବାଗ ଓ…

ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ

ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ  ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି । ପାରମ୍ପରିକ ନୃତ୍ୟ, ଗୀତ…