Latest Odisha News

BREAKING NEWS

Browsing Category

ବରଗଡ଼

Baragarh

ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରା ଚାଲଣକାରୀ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ବରଗଡ଼ :  ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚୋରା ଚାଲଣକାରୀ । ଡିଲ୍ ଚାଲିଥିବା ବେଳେ ବଜ୍ରକାପ୍ତା ଚାଲଣକାରୀଙ୍କୁ ବରଗଡ ବନ ବିଭାଗ ସହାୟତାରେ ଗିରଫ କଲା ଏସଟିଏଫ । ସୂଚନା ଅନୁସାରେ ଖାନୁସେମନ୍ ଦେବୀ ମନ୍ଦିର ରାସ୍ତା କଡରେ ଡିଲ୍ ଚାଲିଥିବା ବେଳେ ବିଶେଶ…

ବରଗଡ଼ରୁ ଅପହୃତ ୯ ବର୍ଷର ନାବାଳକ ଉଦ୍ଧାର

ବରଗଡ଼: ଅପହରଣର ୫ ଘଣ୍ଟା ପରେ ନାବାଳକ ଉଦ୍ଧାର । ବରଗଡ଼ ସହରରୁ ଅପହୃତ ୯ ବର୍ଷର ନାବାଳକ ଘରକୁ ଫେରିଛି । ପୋଲିସର ନାକାବନ୍ଦୀ ଓ ତନାଘନା ପରେ ପିଲାଟିକୁ ଅପହର୍ତ୍ତା ଛାଡ଼ି ଦେଇଥିବା ଜଣାପଡ଼ିଛି । ଗତକାଲି ରାତିରେ ବରଗଡ଼ ହାଇସ୍କୁଲ ପାଖରୁ ପିଲାଟିକୁ ପାଇଥିଲେ ସ୍ଥାନୀୟ ଲୋକ । ଏନେଇ ତାଙ୍କ…

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ । ଡିସେମ୍ୱର ମାସର ଗାଇଡଲାଇନ ଅନୁସାରେ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ହୋଇଛି । ଏନେଇ ଗତକାଲି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଧନୁଯାତ୍ରା କମିଟିର…

ଦୁଇଟି କଣ୍ଟେନର ଗାଡ଼ିକୁ ଜିଏସଟି ଠକେଇ ସନ୍ଦେହରେ ଅଟକ, ତଦନ୍ତ ଜାରି

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁରଠାରେ ଦୁଇଟିି କଣ୍ଟେନର ଗାଡ଼ିକୁ ସିଟି ଜିଏସଟି ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଜିଏସଟି ଠକେଇ ସନ୍ଦେହରେ HR38X8663 ଓ HR38X6525 ନମ୍ବର ଥିବା ଦୁଇଟି ଗାଡ଼ିକୁ ଅଟକ ରଖାଯାଇଥିଲା । ଗାଡ଼ିରେ ଥିବା ସାମଗ୍ରୀ ଓ ସଠିକ୍ କାଗଜପତ୍ର ଯାଞ୍ଚ କରାଯାଉଛି । ଗାଡ଼ି…

[ଭିଡ଼ିଓ]ଭିଜିଲାନ୍ସ ଜାଲରେ ବରଗଡ଼ ଅତିରିକ୍ତ ଡ଼ିଏସଡ଼ବ୍ଲୁଓ

ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁ । ସକାଳୁ ଚନ୍ଦ୍ରା ସାହୁଙ୍କ ବରପାଲିସ୍ଥିତ ନିଜ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏହାସହ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁଙ୍କ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରାଯାଉଛି । ଆୟ…

ବିଚ୍ ବଜାରରେ ବୁଲିଲା ଖଣ୍ଡା, ପୂର୍ବତନ ପୋଲିସ କର୍ମଚାରୀ ଗୁରୁତର

ବରଗଡ: ଦିନ ଦ୍ୱିପହରେ ଖୁଲମଖୁଲା ବିଚ୍ ବଜାରରେ ବୁଲିଲା ଖଣ୍ଡା । ଲହୁଲୁହାଣ ହେଲେ ପୂର୍ବତନ ପୋଲିସ କର୍ମଚାରୀ । ବରଗଡ ଜିଲ୍ଲା ପାଇକମାଲ୍ ବଜାରରେ ଘଟିଥିବା ଏହି ଘଟଣା ସ୍ଥାନୀୟ ଲୋକଙ୍କୁ ଆତଙ୍କିତ କରିଛି । ଆଜି ଗୋପାଳ ସା ନାମକ ଜଣେ ପୂର୍ବତନ ପୋଲିସ କର୍ମଚାରୀଙ୍କୁ ଜଣେ ଅଜଣା ବ୍ୟକ୍ତି…

ଏସପି ଅଫିସ ସମ୍ମୁଖରେ ବସି ମଧ୍ୟାହ୍ନ ଭୋଜନ କଲେ ଆନ୍ଦୋଳନକାରୀ

ବରଗଡ଼: ବରଗଡ଼ରେ ଭୀମ ଆର୍ମି ଓଡ଼ିଶାର କର୍ମକର୍ତ୍ତାଙ୍କ ଅଭିନବ ପ୍ରତିବାଦ । ଏସପି ଅଫିସ ସମ୍ମୁଖ ରାସ୍ତାରେ ବସି ମଧ୍ୟାହ୍ନ ଭୋଜନ କଲେ ଆନ୍ଦୋଳନକାରୀ । ବରଗଡ଼ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଆନ୍ଦୋଳନକାରୀ । ବରଗଡ଼ ଏସପିଙ୍କ ଅନୁପସ୍ଥିତିକୁ ନେଇ…

ହାତୀ ଦାନ୍ତ ଜବତ, ଜଣେ ଅଟକ

ବରଗଡ଼: ହାତୀ ଦାନ୍ତ ଚୋରାଚାଲାଣ ସମୟରେ ଧରିଲା ଏସଟିଏଫ୍ ଟିମ୍। ଗୋଟିଏ ହାତୀ ଦାନ୍ତ ସହିତ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ସୂଚନା ଅନୁସାରେ, ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରେ ଜଣେ ବ୍ୟକ୍ତି ହାତୀ ଦାନ୍ତ ନେଇ ଆସୁଥିବା ଖବର ମିଳିଥିଲା। ପରେ ଏସଟିଏଫ୍…

ବିଜେପୁରରେ ‘BSKY’ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ,ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ବରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ର ବିଜେପୁର ଠାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି । ଏଥିସହ ବରଗଡ଼ ବାସୀଙ୍କ ପାଇଁ ୩ ଶହ କୋଟି  ଟଙ୍କାର ବିଭିିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପୁର ଗଣ୍ଡିପାଲି ମିନିଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗଦେଇ…