Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ବାଇକ୍ ଧକ୍କାରେ ଗଳିପଡିଲା ବନ୍ଧୁକ ଓ ଗୁଳି, ଚମ୍ପଟ୍ ମାରିଲେ ୨ ଅଭିଯୁକ୍ତ

ଭଦ୍ରକ: ନିଶା କାରବାର ପରେ ଏବେ ବେଆଇନ ବନ୍ଧୁକ ଜବତ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଭଦ୍ରକ ଜିଲ୍ଲା । ଆଜି ଏକ ବାଇକ ଧକ୍କା ଭଳି ସାଧାରଣ ମାମଲା ଭଦ୍ରକ ଗ୍ରାମାଂଚଳ ପୋଲିସକୁ ଚିନ୍ତାରେ ପକାଇଛି । ତେବେ ବାଇକ୍ ଧକ୍କା ପରେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଥିଲା ତାହା ଅନେକଙ୍କୁ ଚକିତ କରିଛି ।…

ଓଡ଼ିଆ ଛାତ୍ରଙ୍କ କମାଲ୍, ମିନି ଫ୍ରିଜ୍ ତିଆରି କରି ସାଉଁଟିଲେ ପ୍ରଶଂସା

ଭଦ୍ରକ: କିଛି ନୂଆ କରିବାର ନିଶା ଦେଲା ଏକ ସ୍ୱତନ୍ତ୍ର ପରିଚୟ । ମିନି ଫ୍ରିଜ୍ ତିଆରି କରି ଚର୍ଚ୍ଚାରେ ଓଡ଼ିଆ ପୁଅ । ଏନେଇ ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନୀତ ହୋଇଛନ୍ତି ଭଦ୍ରକ ଜଗନ୍ନାଥପୁର ଅଞ୍ଚଳର କମଳ କିଶୋର ମାଝୀ । କୃଷ୍ଣଚନ୍ଦ୍ର ମାଝୀ ଓ କୁନ୍ତଳା ମାଝୀଙ୍କ ବଡ଼ପୁଅ କମଲ । କମଳ…

ଟ୍ରକ୍ ଧକ୍କାରେ କଲେଜ ଛାତ୍ରୀ ଆହତ ପରେ ଉତ୍ତେଜନା

ଭଦ୍ରକ: ଦୁର୍ଘଟଣାରେ କଲେଜ ଛାତ୍ରୀ ଆହତ ପରେ ଉତ୍ତେଜନା । ଭଦ୍ରକ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଭାଙ୍ଗିଲେ ଉତ୍ୟକ୍ତ ଛାତ୍ର । ଆହତ ଛାତ୍ରୀଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକ ଏକ…

ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ,ଫୋକସ୍‌ରେ ପଞ୍ଚାୟତ ନିର୍ବାଚନ

ଭଦ୍ରକ : ଭଦ୍ରକ ଜିଲ୍ଲାରେ ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବହୁ ବିଜେଡି ନେତୃବୃନ୍ଦ ଉପସ୍ଥିତ ରହି ଦଳୀୟ ସାଙ୍ଗଠନିକ ଉପରେ ଆଲୋଚନା କରିଥିଲେ । ବାଇପାସ ସ୍ଥିତ ସଙ୍ଗମ ମଣ୍ଡପ ଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ବିଜୁ…

ଫୁଲୁଛି ବୈତରଣୀ

ଭଦ୍ରକ: ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ । ଏଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେକେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଜଳ ସ୍ତର ୧୮.୧୭ ମିଟର ଉପରେ ପ୍ରବାହିତ ହେଉଛି । ତେବେ ଉପରମୁଣ୍ଡରେ କାନପୁର ବେରେଜ ରହିଥିବା ଏବଂ ଵର୍ତମାନ…

ଭିଜିଲାନ୍ସ ଜାଲରେ କିରାଣୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭଦ୍ରକ : ଭିଜିଲାନ୍ସ ଜାଲରେ କିରାଣୀ । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନିଲମ୍ବିତ ମୁଖ୍ୟ କିରାଣୀ ପ୍ରଭାକର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ କରଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କିରାଣୀଙ୍କ ଘରେ ଚଢାଉ ହୋଇଥିଲା । ତାଙ୍କ ବାଲେଶ୍ୱର ସହର ନେଳିଆବାଗ ବାସଭବନ ନିକଟ ଭଡା ଘର ସହ ଏକ…

ବର୍ଷାରେ ବେହାଲ ଭଦ୍ରକ,ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବର୍ଷାରେ ବେହାଲ ଭଦ୍ରକ ସହର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ସହରର ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିବାରୁ ଲୋକମାନେ ଯିବା ଆସିବାରେ ହଇରାଣ ହୋଇଛନ୍ତି. । ବର୍ଷା ପବନ ଲାଗି ରହିଥିବାରୁ ୯ନଂ ୱାର୍ଡରେ ବିରାଟ ଗଛ ଉପୁଡି ରାସ୍ତା ଅବରୋଧ ହେବା ସହ…

ଆଖଣ୍ଡଳମଣି ମନ୍ଦିର ଗର୍ଭଗୃହରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଭଦ୍ରକ: ଲଗାଣ ବର୍ଷାରେ ଭଦ୍ରକ ଜିଲ୍ଲାରେ ବେହାଲ ସ୍ଥିତି। ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚର ପାଣି । ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡି ଯାଇଛି।  ଫଳରେ ମହାପ୍ରଭୁଙ୍କ ନୀତିକାନ୍ତୀରେ ବିଳମ୍ବ ହୋଇଛି। ମୋଟର ଚାଳିତ ପମ୍ପ ଦ୍ବାରା…

ଟ୍ରକ୍ ପଛରେ ପିଟି ହେଲା ବାଇକ୍, ଦୁଇ ମୃତ ଓ ଜଣେ ଗୁରୁତର

ଭଦ୍ରକ: ଟ୍ରକ ପଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥରେ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା କହରାପୋଖରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ରକକୁ ପଛରୁ ବାଇକ୍ ଧକ୍କା…

ଗହଣା ଚୋର ଗ୍ୟାଙ୍ଗକୁ ଧରିଲା ପୋଲିସ ,ବିପୁଳ ପରିମାଣର ସୁନା,ରୂପା ଜବତ

ଭଦ୍ରକ : ଆନ୍ତଜିଲ୍ଲା ଗହଣା ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ୫ ଜଣ ସିନ୍ଧିଚୋର ଓ ୪ ରିସିଭରଙ୍କୁ ଗିରଫ କଲା ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । ଅଭିଯୁକ୍ତ ମାନଙ୍କ ଠାରୁ ୩୧୨ ଗ୍ରାମ ସୁନା , ୪ କେଜିରୁ ଅଧିକ ରୂପା ଜବତ କରିବା ସହ ,୩ଟି ବାଇକ,ମୋବାଇଲ ,ଖେଳନା…