Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ଆଜି ଦ୍ୱିତୀୟ ଦିନରେ “ମହାକାଳୀ” ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ…

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ…

କାଳୀ ପୂଜା ଲାଗି ଚଳଚଞ୍ଚଳ ଭଦ୍ରକ ସହର : ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ମୂର୍ତ୍ତି ଗୁଡିକୁ ଶେଷ ସ୍ପର୍ଶ ଦେଉଛନ୍ତି…

ଭଦ୍ରକ : ଆଉ ଗୋଟିଏ ଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମାଆ କାଳୀ  । ଏଥିଲାଗି ଚଳଚଂଚଳ ହୋଇଉଠିଛି ଗାଁଠୁ ସହର  । ଭଦ୍ରକରେ ବଡ ଧୂମଧାମ ସହକାରେ ପାଳିତ ହୁଏ ମାଆଙ୍କର ପୂଜା  । ଏଥିଲାଗି ପ୍ରସ୍ତୁତି ପ୍ରା୍ୟ ଶେଷ ପର୍ଯ୍ୟା୍ୟରେ ପହଂଚିଛି । କିମ୍ବଦନ୍ତୀ ଅନୁସାରେ ମାଁ ଭଦ୍ରକାଳୀଙ୍କ ନାମ…

ଚିକିତ୍ସା ପାଇଁ ବାପାକୁ ଟ୍ରଲିରେ ଧରି ୩୫ କିମି ବୋହିଲା ଝିଅ

ଭଦ୍ରକ: ଚିକିତ୍ସା ପାଇଁ ବାପାକୁ ଟ୍ରଲିରେ ଧରି ୩୫ କିମି ଆଣିଲା ୧୪ ବର୍ଷ ବୟସର ନାବାଳିକା ଝିଅ। ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଧୁଷୁରୀ ବ୍ଲକ ନଦୀଗାଁରେ। ସୂଚନା ଅନୁସାରେ ୨୨ ତାରିଖ ଦିନ ସଂଘବଦ୍ଧ ଆକ୍ରମଣରେ ଆହତ ହୋଇଥିଲେ ବାପା। ବାପାଙ୍କ ଚିକିତ୍ସା ପାଇଁ ୧୪…

ଭଦ୍ରକ ବରପଦାରେ ଆମ୍ବୁଲାନ୍ସକୁ ଧକ୍କା ଦେଇ ଓଲଟିଲା ବସ୍ ,୧୮ରୁ ଉର୍ଦ୍ଧ୍ବ ଗୁରୁତର

ଭଦ୍ରକ : ଭଦ୍ରକ ବରପଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  ।  ବସ୍ ଏବଂ ଆମ୍ବୁଲାନ୍ସ ମୁହାଁମୁହି ଧକ୍କା ହୋଇଛି  । ଆମ୍ବୁଲାନ୍ସକୁ ଧକ୍କା ଦେଇ ବସଟି ଓଲଟି ପଡିଛି  ।ଫଳରେ ଏଥିରେ ୧୮ରୁ ଉର୍ଦ୍ଧ୍ବ ବ୍ୟକ୍ତି ଗୁରୁତର ହୋଇଛନ୍ତି । ସୂଚନା ମୂତାବକ କ୍ରିଷ୍ଣା ନାମକ ଏକ ଘରୋଇ ବସ୍…

ମୋବାଇଲ ଟଙ୍କା ପାଇଁ ସାଙ୍ଗକୁ ହତ୍ୟା ଘଟଣା: ଦୁଇ ଦିନ ପରେ ଜୋରରୁ ଉଦ୍ଧାର ହେଲା କ୍ଷତବିକ୍ଷତ ମୃତଦେହ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ମତୋ ଫାଣ୍ଡି ମାଧପୁର ଗାଁରେ ଅଭାବନୀୟ ଘଟଣା ଘଟିଛି  । ସାମାନ୍ୟ ମୋବାଇଲ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି । ଆଉ ଦୁଇ  ଦିନ ଧରି ନିଖୋଜ ହେବା ପରେ ଏକ ଜୋରରୁ କ୍ଷତବିକ୍ଷତ ଅବସ୍ଥାରେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି  । ମୃତ ଯୁବକ ଜଣକ…

ଖଡିଚଢା ଅମାବାସ୍ୟା: ଦେବୀଙ୍କ ମୃଣ୍ମୟୀ ମୂର୍ତ୍ତିରେ କରାଯିବ ଖଡିଲାଗି

ଭଦ୍ରକ: ଆଜି ପବିତ୍ର ମହାଳୟା ବା ଖଡିଚଢା ଅମାବାସ୍ୟା । ମଣ୍ଡପରେ ବିରାଜମାନ ହେବାକୁଥିବା ସମସ୍ତ ମୃଣ୍ମୟୀ ମୂର୍ତ୍ତିରେ ଆଜି ଖଡିଲାଗି କରାଯିବ । ଦୂର୍ଗାପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ସେଥିପାଇଁ ଭଦ୍ରକ ସହରର ସନ୍ଥିଆ ନୀଳକଣ୍ଠପୁରେ ପୂଜା ପାଉଥିବା ମାଁ ଦୂର୍ଗାଙ୍କ ଆଗମନ…

ଘରେ ପଶି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଜାରି

ଭଦ୍ରକ: ରାତି ଅଧରେ ମାତିଲେ ଲୁଟେରା । ବୟସ୍କ ଦମ୍ପତିଙ୍କୁ ଟାର୍ଗେଟ କରି ରାତି ଅଧରେ ଘରେ ପଶି ଲୁଟିନେଲେ ୩ଲକ୍ଷ ଟଙ୍କା ସହ ସୁନାଗହଣା । ସେତିକିରେ ବି ମନ ମାନିଲାନି ଯେ ସ୍ଵାମୀଙ୍କୁ ଗୋଟେ ଘରେ ତାଲା ପକେଇ ସ୍ତ୍ରୀଙ୍କୁ ନିସ୍ତୁକ ମାଡ ମାରିଲେ । ଏପରି ଘଟଣା ଦେଖିବାକୁ ମିଳିଛି ଭଦ୍ରକ…

ଜମିବାଡିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ: ନିଶାଡିଙ୍କ ଭୁଜାଲି ଆକ୍ରମଣରେ ୩ ଗୁରୁତର

ଭଦ୍ରକ : ଭଦ୍ରକ ସହର ସ୍ଥିତ ଡାଲଚିନି ହୋଟେଲ ନିକଟରେ ନିଶାଡି ଏବଂ ହୋଟେଲ ମାଲିକ ଧସ୍ତାଧସ୍ତି  । ଜମିବାଡିକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଛି  । ଏତିକି ବେଳେ  କିଛି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଯୁବକ ମାନେ ଅଟକାଉଥିବାବେଳେ   ଉଭୟଙ୍କ ମଧ୍ୟରେ…

ସୈତାନ ସ୍ବାମୀ : ସ୍ତ୍ରୀକୁ ମାରି ରାସ୍ତାକଡ଼କୁ ଫିଙ୍ଗିଦେଲା, ପରେ ଥାନାରେ କଲା ଆତ୍ମସମର୍ପଣ

ଭଦ୍ରକ: ସୈତାନ ସାଜିଲା ସ୍ବାମୀ ।  ନିଜ ସ୍ତ୍ରୀକୁ ମାରି ରାସ୍ତା କଡକୁ ଫିଙ୍ଗିଦେଲା ସ୍ବାମୀ  । ଏମିତି କିଛି ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ବାସୁଦେବପୁର ବଡପଦା ଉକ ନିକଟରେ । ମୃତକ ରାଧାରାଣୀ ବୋଲି ଜଣାପଡିଛି  । ସୂଚନା ମୂତାବକ ରାଧାରାଣୀ କିଛି ବର୍ଷ ତଳେ ବିନାୟକପୁର…