Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ସିଝୁଛି ପଶ୍ଚିମ ଓଡ଼ିଶା, ୪୦ ଡିଗ୍ରୀରୁ ଅଧିକ ୪ଟି ସହର

ଭୁବନେଶ୍ୱର: ଆଜି ରାଜ୍ୟର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି । ସବୁଠାରୁ ଅଧିକ ୪୧.୪ ଡିଗ୍ରୀ ଟିଟିଲାଗଡ଼ରେ ରେକର୍ଡ କକରାଯାଇଥିଲା । ସେହିପରି ୪୦ ଡିଗ୍ରୀ ପାର କରିଥିବା ସହର ବଲାଙ୍ଗିର ୪୧.୩, ସମ୍ବଲପୁର ଓ ବୌଦ୍ଧ ୪୦ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।…

ପୌର ନିର୍ବାଚନ: ବଲାଙ୍ଗିରରେ ବିଜେଡି-କଂଗ୍ରେସ ମୁହାଁମୁହିଁ, ଦୁଇ ଆହତ

ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନଏସିରେ ଆଜି କଂଗ୍ରେସ-ବିଜେଡି ମୁହାଁମୁହିଁ ହୋଇଛନ୍ତି । ସୂଚନା ଅନୁସାରେ, ଝଙ୍କରପଡ଼ା ସ୍କୁଲ ୧୪ ଓ ୧୫ ନମ୍ବର ୱାର୍ଡର ୩ଟି ବୁଥରେ ମତଦାନ ଚାଲିଥିଲା । ବୁଥ କ୍ୟାପଚରିଂକୁ ନେଇ ଉଭୟେ କଂଗ୍ରେସ ଓ ବିଜେଡି ମୁହଁମୁହିଁ ହୋଇଥିବା ଜଣାପଡ଼ିଛି ।…

୪୧ ଡିଗ୍ରୀ ଟପିଲା ଟିଟିଲାଗଡ଼ ସହରର ତାପମାତ୍ରା

ଭୁବନେଶ୍ୱର: ଆଜି ରାଜ୍ୟର ୫ଟି ସହହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରିରୁ ଅଧିକ ରେକର୍ଡ କରାଯାଇଛି। ୪୧.୪ ଡ଼ିଗ୍ରି ସହ ଟିଟଲାଗଡ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ସେହିପରି ବଲାଙ୍ଗୀରରେ ୪୧ ଡ଼ିଗ୍ରି, ଅନୁଗୁଳରେ ୪୦.୧ ଡ଼ିଗ୍ରି, ବୌଦ୍ଧ ଏବଂ ବାରିପଦା ରେ ୪୦ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ…

୪୦ ଡିଗ୍ରୀ ପାର କଲା ଦୁଇଟି ଜିଲ୍ଲା

ଭୁବନେଶ୍ୱର: ସାରା ରାଜ୍ୟରେ ଖରା ତା’ ସାଙ୍ଗକୁ ଅସହ୍ୟ ତାତି ବଢିବାରେ ଲାଗିଛି । ଆଜି ରାଜ୍ୟର ୨ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରି ଟପିଛି। ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ଜିଲ୍ଲା ହୋଇଛି। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଜିଲ୍ଲାରେ…

ହତ୍ୟାକାରୀ ବଡ଼ଭାଇ: ସାନ ଭାଇକୁ ତଣ୍ଟି ଚିପି ମାରିଲା

ବଲାଙ୍ଗିର: ରକ୍ତ ସମ୍ପର୍କରେ ରକ୍ତର ଛିଟା । ସାନ ଭାଇକୁ ତଣ୍ଟି ଚିପି ହତ୍ୟା କଲା ବଡ଼ ଭାଇ । ସାନ ଭାଇ ମଦ ପିଇ ଗାଳିଗୁଳଜ କରିବାରୁ ହତ୍ୟା କରିଛି ବଡ଼ ଭାଇ । ବଲାଙ୍ଗିର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଚମାରପଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଯୋଶେଫ ରୋହିଦା । ଏହି ଘଟଣାରେ…

ପୁନଃ ଭୋଟ୍ ଗଣତି ଦାବିରେ ରାସ୍ତାରୋକ

ବଲାଙ୍ଗିର: ପୁନଃ ଭୋଟ୍ ଗଣତି ଦାବିରେ ରାସ୍ତାରୋକ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଆମ୍ବେଦକର ଛକରେ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ଠେମରା ଗ୍ରାମବାସୀ । ଭୋଟ୍ ଗଣତିରେ ହେରଫେର୍ ଅଭିଯୋଗ ହୋଇଛି । ଠେମରା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ଭୋଟ ଗଣତିରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ…

ପଞ୍ଚାୟତ ନିର୍ବାଚନରେ ନିରାଶ ହେଲେ ମଡେଲ ପ୍ରିୟଙ୍କା

ବଲାଙ୍ଗିର: ନିରାଶ ହେଲେ ସୁନ୍ଦରୀ ମଡେଲ ପ୍ରିୟଙ୍କା । ଲୋକଙ୍କ ମନ କିଣିବାରେ ଫେଲ ମାରିଲେ । ପଞ୍ଚାୟତ ନିର୍ବାଚନରେ ତାଙ୍କୁ ପରାଜୟ ହେବାକୁ ପଡ଼ିଛି । ସେ ୫୮୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି । ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଚୁଡ଼ାପାଲ୍ଲି ପଞ୍ଚାୟତର ପ୍ରିୟଙ୍କା ନନ୍ଦ । ଗାଁରେ ପାଠ…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ଟକ୍କର : ପ୍ରାର୍ଥୀ ନୁହେଁ ଲଢୁଛନ୍ତି ଦଳୀୟ ନେତା

ଟିଟିଲାଗଡ଼: ବାଜୁଛି ଢୋଲ ନିଶାନ, ଚାଲିଛି ଛକକୁ ଛକ. ବାଟବରଣ । ଆଉ ଏସବୁ ସ୍ୱାଗତ, ବାଟବରଣ ଦେଖି ନେତାଏ ବି ଖୁସ. । ଟିଟିଲାଗଡ଼ରେ ଅନେକ ଦଳୀୟ ତୁଙ୍ଗ ନେତାଙ୍କ ଚାଲିଛି ମାରାଥନ ପ୍ରଚାର । ପ୍ରାର୍ଥୀ ନୁହେଁ ବରଂ ନେତାଙ୍କ ଚାଲିଛି କସରତ । ବିଜେପି ଏବଂ ବିଜେଡି ବିରୋଧରେ ବର୍ଷଛି କଂଗ୍ରେସ ।…

ଭୋଟ ପାଇଁ କଙ୍ଗାରୁକୋର୍ଟ: ଦଳିତ ପରିବାରକୁ ନିର୍ଯାତନା

ବଲାଙ୍ଗୀର : ଭୋଟ୍‌ ପାଇଁ କଙ୍ଗାରୁକୋର୍ଟ । ଜଣେ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବାପାଇଁ ମନା କରିଦେବାରୁ ଏକ ଦଳିତ ପରିବାରକୁ ଗାଁ ଛାଡ଼ିବାକୁ ପଡ଼ିଛି। ଜୀବନ ପ୍ରତି ଭୟ ରହିଥିବା ଆଶଙ୍କାରେ ପରିବାର ପୁଲିସ ପାଖକୁ ବି ଯାଇନାହାନ୍ତି । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ୍‌ ମଣ୍ଡଳ ପଞ୍ଚାୟତରେ…

ଟିଟିଲାଗଡରେ କମ୍ପୁଛି ପ୍ରଚାର ମଇଦାନ, ଭୋଟରଙ୍କୁ ପ୍ରତିଶ୍ରୁତି ଦେଇ ଭୋଟ ମାଗୁଛନ୍ତି ବିଜେପି ପ୍ରାର୍ଥୀ

ଟିଟିଲାଗଡ : ପଞ୍ଚାୟତ ନିର୍ବାଚନୀ ପାଇଁ ଜମୁଛି ପ୍ରଚାର । ଚାରିଆଡେ ପ୍ରାର୍ଥୀ ମାନଙ୍କ ପାଇଁ ପ୍ରଚାର କରୁଛି ଗାଡି । ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ୮ ନମ୍ବର ଜୋନରେ ବିଜେପି ପ୍ରାର୍ଥୀ ଜୋରସୋରରେ ପ୍ରଚାର ଜାରି ରଖିଛନ୍ତି । ବିଜେପି ଚଳିତ ପଞ୍ଚାୟତ ନିର୍ବାଚନରେ ରେଜେନ୍ଦ୍ର ନାରାୟଣ ଦାସଙ୍କୁ…