Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ଘରୋଇ କଲେଜ ହଷ୍ଟେଲକୁ ଜଣେ ଛାତ୍ରୀଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲାରେ । ସକମା ଗାଁରେ ଥିବା ଏକ ଘରୋଇ କଲେଜର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଯୁକ୍ତ ଦୁଇ ଦ୍ୱିତୀ ବର୍ଷର ଛାତ୍ରୀ ଥିଲେ । ଖବର ପାଇ…

ମମିତା ମେହେରଙ୍କ ଘରେ ରାଜ୍ୟ ବିଜେପି ଟିମ୍

ବଲାଙ୍ଗିର: ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ତେଜିଛି ରାଜନୀତି । ଘଟଣାର ସିବିଆଇ ତଦନ୍ତ ଦାବି ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପିର ବିଭିନ୍ନ ଜିଲ୍ଲାରେ ବନ୍ଦ ପାଳନ କରୁଛି । ଆଜି ରାଜ୍ୟ ବିଜେପିର ଏକ ପ୍ରତିନିଧି…

ରିମାଣ୍ଡ ସରିବା ପରେ ଜେଲ ଗଲା ଅଭିଯୁକ୍ତ ଗୋବିନ୍ଦ ସାହୁ

ବଲାଙ୍ଗୀର: ରିମାଣ୍ଡ ସରିବା ପରେ ପୁଣି ଜେଲ ଗଲା ଗୋବିନ୍ଦ ସାହୁ। ମମିତା ମେହେର ହତ୍ୟା ଘଟଣାରେ ଗୋବିନ୍ଦକୁ ୫ଦିନିଆ ରିମାଣ୍ଡରେ ନେଇଥିଲା ବଲାଙ୍ଗୀର ପୋଲିସ୍। ଏହି ସମୟରେ ଅଭିଯୁକ୍ତ ଗୋବିନ୍ଦ ଦ୍ୱାରା ସମ୍ପୂର୍ଣ୍ଣ ଘଟଣାର ସିନ ରିକ୍ରିଏସନ କରିଥିଲା ପୋଲିସ। ତେବେ ପୋଲିସ ରିମାଣ୍ଡ ଅବଧି…

ସ୍କୁଲ ଅଧ୍ୟକ୍ଷା ମମିତା ହତ୍ୟାକାଣ୍ଡ: ମିଳିଥିବା ବ୍ୟାଗ୍‌ ମମିତାଙ୍କର ନୁହେଁ

ବଲାଙ୍ଗୀର: ବହୁ ଚର୍ଚ୍ଚିତ ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣା । ଘଟଣାରେ ଅଭିଯୁକ୍ତ ରାଧେଶ୍ୟାମ ଚଣ୍ଡିର ସ୍ତ୍ରୀ ପୁଲିସକୁ ଦେଇଥିବା ବ୍ୟାଗ୍‌ ନେଇ ଅନ୍ୟ ଏକ ଅପ୍‌ଡେଟ୍‌ ଆସିଛି। ଅଭିଯୁକ୍ତ ରାଧେ ସ୍ତ୍ରୀ ପୁଲିସକୁ ଦେଇଥିବା ବ୍ୟାଗ୍‌…

ଝରଣୀ ଗାଁରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା, ମମିତାଙ୍କ ପରିବାରକୁ ଭେଟିଲେ

ବଲାଙ୍ଗୀର : କଳାହାଣ୍ଡି ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମୀନତି ବେହେରା ମମିତାଙ୍କ ଗାଁ ଝରଣୀରେ ପହଞ୍ଚିଛନ୍ତି । ମମିତାଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ସହ ୪ ଜଣିଆ ଟିମ୍ । ମହିଳା ଆୟୋଗ ଅଧ୍ୟକ୍ଷା…

ସମଲେଶ୍ଵରୀ ମନ୍ଦିରରେ ଅଘଟଣ, ଭୁଷୁଡ଼ିଲା ମନ୍ଦିର ଛାତ

ବଲାଙ୍ଗୀର : ସମଲେଶ୍ଵରୀ ମନ୍ଦିରରେ ବଡ ଅଘଟଣ । ଶୁକ୍ରବାର ଭୁଷୁଡ଼ିଲା ସମଲେଶ୍ୱରୀ ମନ୍ଦିରର ଛାତ । ପୂଜକ ଓ ଶ୍ରଦ୍ଧାଳୁ ଅଳ୍ପକେରୁ ବର୍ତ୍ତି ଯାଇଛନ୍ତି । କାହାରି କିଛି ହୋଇନଥିବ ଜଣା ପଡିଛି । ପୂର୍ବରୁ ଛାତ ଦୁର୍ବଳ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ତଥାପି ମରାମତି ପ୍ରତି ଗୁରୁତ୍ୱ…

ମମିତା ହତ୍ୟା ମାମଲା: ସେକ୍ସ ରାକେଟ୍ ନେଇ ମୁହଁ ଖୋଲିଲେ କଲେଜ ଛାତ୍ର

ବଲାଙ୍ଗୀର: ମମିତା ମେହେରଙ୍କ ହତ୍ୟା ମାମଲାରେ ଗୋବିନ୍ଦ ସାହୁଙ୍କୁ ଜେରା କରୁଥିବାବେଳେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏବେ ମୁହଁ ଖୋଲିଛନ୍ତି କଲେଜର ଛାତ୍ରମାନେ। ଗୋବିନ୍ଦ ସାହୁ କଲେଜରେ ଏକ ସେକ୍ସ ରାକେଟ୍ ଚାଲିଥିବା କଲେଜର ଛାତ୍ରମାନେ ପ୍ରକାଶ କରିଛନ୍ତି। ଏକ ପ୍ରମୁଖ…

ମମିତା ହତ୍ୟା ମାମଲା:ସହଯୋଗୀ ରାଧେଶ୍ୟାମ ଗିରଫ, ୨ଜଣ ରାଜ ସାକ୍ଷୀ

ବଲାଙ୍ଗୀର: ମହିଳା ଶିକ୍ଷକ ମମିତା ମେହେର ହତ୍ୟା ମାମଲା। ବଲାଙ୍ଗିର ପୋଲିସ୍ ଗୁରୁବାର ଦିନ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହଯୋଗୀ ରାଧେଶ୍ୟାମ ଚାନ୍ଦିଙ୍କୁ ଗିରଫ କରିଛି। ତାଙ୍କୁ ଗିରଫ କରି ବାଙ୍ଗୁମୁଣ୍ଡା ଏସଡ଼ିଜେଏମ କୋର୍ଟରେ ହାଜର କରିଛି। ଜୁଡ଼ିସିଆଲ ମାଜିଷ୍ଟ୍ରେଟ୍ ପ୍ରଥମ ଶ୍ରେଣୀ…

ଖୋଲିବ ମମିତା ନିଖୋଜ ମିଷ୍ଟ୍ରି: ଗୋବିନ୍ଦକୁ ରାତି ସାରା ଜେରା

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ରହସ୍ୟ ଉପରୁ ଖୁବଶୀଘ୍ର ହଟିପାରେ ପରଦା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର ମୁହଁରୁ ସତ ବାହାର କରିଛି ବଲାଙ୍ଗିର ପୋଲିସ । ଗତକାଲି ଗିରଫ ପରେ ଗୋବିନ୍ଦକୁ ସାରା ରାତି ବଲାଙ୍ଗିର ଏସପିଙ୍କ…

ଦିଦି ନିଖୋଜ ମାମଲା: ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ, ୩ ଜଣ ନିଲମ୍ବିତ

ବଲାଙ୍ଗିର: କଳାହାଣ୍ଡି ଜିଲ୍ଲା ସନସାଇନ୍ ପବ୍ଲିକ୍ ସ୍କୁଲ ଓ କଲେଜର ଶିକ୍ଷୟିତ୍ରୀ ନିଖୋଜ ମାମଲାରେ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଗୋବିନ୍ଦ ସାବୁ । ଗତକାଲି ପୋଲିସ ବ୍ୟାରେକରୁ ସେ ଛୁ ମାରିଛନ୍ତି । ଏହି ଘଟଣାରେ ୩ ପୋଲିସ କର୍ମଚାରୀଙ୍କୁ…