Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ବେଆଇନ୍ କଫ ସିରପ ଜବତ

ବଲାଙ୍ଗିର: ପୁଣି ଧରାପଡିଲl ବେଆଇନ୍ କଫ ସିରପ କାରବାର। ବଲାଙ୍ଗିର ତୁରେକେଲାରୁ ଗାଡ଼ି ସହ ବିପୁଳ ପରିମାଣର କଫ ସିରପ ଜବତ୍ କରିଛି ପୋଲିସ। ତାସହ ଘଟଣାରେ ସଂପୃକ୍ତ ୨ ଜଣ କୁ ଗିରଫ କରାଯାଇଥିବା କହିଛନ୍ତି ଏସପି ନୀତିନ କୁଶଳକର । ୧୪ ହଜାର ୪୦୦ ବୋତଲ କଫ ସିରଫ ଜବତ୍ କରାଯିବା ସହ ନଗଦ ୧୩…

ବଡ଼ ଭାଇର ଛୁରା ମାଡ଼ରେ ସାନ ଭାଇର ମୃତ୍ୟୁ

ବଲାଙ୍ଗିର: ଭାଇର ଜୀବନ ନେଲା ଆଉ ଜଣେ ଭାଇ । ସାନ ଭାଇକୁ ଛୁରୀ ଭୂଷି ହତ୍ୟା କରିଛି ବଡ଼ ଭାଇ । ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ଆଠଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସନ୍ତୋଷ କୁଅଁରଙ୍କ ତେଜରାଜ କୁଅଁର । ବଡ଼ଭାଇ ସୁବ୍ରତ କୁଅଁରଙ୍କ ଛୁରା ମାଡ଼ରେ ସାନ ଭାଇର…

କ୍ୟାନ୍ସର ଯନ୍ତ୍ରଣା ସହିନପାରି ଆତ୍ମହତ୍ୟା !

ବଲାଙ୍ଗୀର: ସମଗ୍ର ରାଜ୍ୟରେ ତାଣ୍ଡବ ରଚିଛି ୟାସ୍ । ପୂର୍ବରୁ ଘର ଦୁଆର ସାମ୍ନାରେ ଜଗି ରହିଛି କରୋନା ସଂକ୍ରମଣି । ଉଭୟ କରୋନା ଓ ୟାସ୍ ଲୋକଙ୍କ ଜୀବନକୁ ଧ୍ୱସ୍ତବିଧ୍ୱସ୍ତ କରିଥିଲାବେଳେ ଟିକ୍ରାପଡାରେ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । କ୍ୟାନ୍ସର ଦେଉଥିଲା ଅସହ୍ୟ ପୀଡା । ବୋଧ ହୁଏ…

ଗୁଳି ମାଡ଼ରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ

ସଇଁନ୍ତଳା: ପାଟ୍ରୋଲିଂ ବେଳେ ଗୁଳିମାଡ଼ । ଦୁୂର୍ବୁ୍ତ୍ତଙ୍କ ଗୁଳି ମାଡ଼ରେ ଫରେଷ୍ଟଗାର୍ଡଙ୍କ ଆଜି ମୃତ୍ୟୁ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । ସଇଁନ୍ତଳା ବ୍ଳକ ରେଙ୍ଗାଳ ବାହାଲ ନିକଟରେ ଫରେଷ୍ଟ ଗାର୍ଡ ଜଟିଆ ରାଣା ପାଟ୍ରୋଲିଙ୍ଗ କରୁଥିଲେ । ଏହି…

ପାଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଫରେଷ୍ଟ ଗାର୍ଡ ମୃତ

ବଲାଙ୍ଗିର: ରାତିରେ ପାଟ୍ରୋଲିଂ ବେଳେ ଗୁଳି ଚଳାଇଲେ ଅଜଣା ଦୁର୍ବୃତ୍ତ । ଏଥିରେ ଜଣେ ଫରେଷ୍ଟର ଗାର୍ଡଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ସଇଁତଲା ରେଞ୍ଜ ଅନ୍ତର୍ଗତ ରେଙ୍ଗାଳିବାହାଲ ଅଞ୍ଚଳରେ ଏହି ଘଟଣା ଘଟିଛି । ମୃତ ଫରେଷ୍ଟର ହେଲେ ଜୁଗେଶ୍ୱର ବୁଡ଼େକ। । ଗତକାଲି ରାତିରେ କରମତଲା…

ଜମିବାଡ଼ି ବିବାଦରୁ ନାବାଳକକୁ ନିର୍ମମ ହତ୍ୟା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ ଗାଁରେ ଅଭାବନୀୟ ଘଟଣା । ଜମିବାଡ଼ି ବିବାଦକୁ ନେଇ ଗୁରୁବାର ଏକ ନିରୀହ ବାଳକର ମୁଣ୍ଡ ଗଡ଼ିଛି । ବିବାଦ ଯୋଗୁଁ ଗାଁର ଧନପତ ଗହୀରଙ୍କୁ ପ୍ରଥମେ ହତ୍ୟା ଉଦ୍ୟମ କରିଥିଲା ଅଭିଯୁକ୍ତ । ହେଲେ ଏଥିରେ ବିଫଳ ହୋଇ ସେହି ପରିବାରର ୮ ବର୍ଷର…

ରକ୍ତ ସଂପର୍କକୁ ଫିକା କରିଦେଉଛି କରୋନା ମହାମାରୀ

ସଇଁନ୍ତଳା: ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମହାମାରୀର ଭୟାବହତା । ଅକାଳରେ ଚାଲିଯାଉଛି ଜୀବନ, ସଂକ୍ରମଣ ଭୟରେ ସଂପର୍କ ଭୁଲିଯାଉଛି ମଣିଷ । ରକ୍ତ ସଂପର୍କ ହେଉ କି ବନ୍ଧୁବାନ୍ଧବ ଅବା ପଡୋଶୀ । କରୋନା ସଂକ୍ରମିତଙ୍କ ମୃତ ଶରୀରକୁ ହାତ ମାରିବାକୁ ସମସ୍ତେ ପଛଘୁଂଚା ଦେଉଛନ୍ତି ।…

ବ୍ୟବସାୟୀଙ୍କ ବିରୋଧ

ବଲାଙ୍ଗିର:ରାଜ୍ୟବ୍ୟାପୀ କରୋନା ସଂକ୍ରମଣ ଯୋଗୁ ଲକ୍ ଡାଉନ୍ । ଏହି ସମୟରେ ବଲାଙ୍ଗିରରେ ଥିବା ଡେଲି ମାର୍କେଟରେ ପରିବା ବିକାଳୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ବଲାଙ୍ଗିର ପୌର ପ୍ରଶାସନ ଦ୍ବାରା ଡେଲି ମାର୍କେଟରେ ଲଗାଯାଇଥିବା ବେରିକେଡ୍ କୁ ବିରୋଧ କରି ପନିପରିବା ବିକାଳୀ ମାନେ…

ଘରୋଇ ଲାବ୍‌ରେ ଚାଲିଥିଲା ବେଆଇନ କୋଭିଡ ପରୀକ୍ଷଣ !

ବଲାଙ୍ଗୀର: କରୋନାକୁ ନେଇ ସାରା ବିଶ୍ୱ ଏବେ କୋକୁଆ ଭୟରେ । ହୁତୁହୁତୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭାକ୍ସିନ୍ ପାଇଁ ଚାରିଆଡେ ଲାଗୁଛି ଭିଡ । ଏପରି ସ୍ଥିତିରେ ବି କିଛି ଅସାଧୁ ଲୋକ ମୁନାଫା ହାସଲ କରିବାକୁ ସାଧାରଣ ଲୋକଙ୍କ ଜୀବନ ସହ ଖେଳିବାକୁ ପଛାଉନାହାନ୍ତି । ବଲାଙ୍ଗୀର…

ବଲାଙ୍ଗିରରେ କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ପୋଲିସ୍ ଡିଜି, କୋଭିଡ୍ କଟକଣା ପାଳନ କରିବାକୁ…

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି କରିଛନ୍ତି ଡିଜିପି ଅଭୟ । ସ୍ଥାନୀୟ ରିଜର୍ଭ ଅଫିସରେ ଜିଲ୍ଲାରେ ବୃଦ୍ଧି ପାଉଥିବା କରୋନା ସ୍ଥିତି ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି ଅଭୟ ।  ସମୀକ୍ଷା ପରେ କୋଭିଡ୍ କଟକଣା…