Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

କଅସର ଗାଁକୁ ମଦମୁକ୍ତ କରିବାକୁ ଦାବି, ଗାଁ ପରିକ୍ରମା କଲେ ମହିଳା ଓ ଗ୍ରାମବାସୀ 

ବଲାଙ୍ଗିର: ଗାଁକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡିଛନ୍ତି ମହିଳା ଓ ଗ୍ରାମବାସୀ । ଏଥିପାଇଁ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ବ୍ଳକ କଅସର ଗାଁର ସ୍ଥାନୀୟ ରାମଜି ମଣ୍ଡପଠାରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉପସ୍ଥିତରେ ଏକ ବୈଠକ ହୋଇଥିଲା । ତେବେ କୁଚିଆରେ ମଦ ବିକ୍ରି କରାଯିବା ଦ୍ବାରା ସ୍କୁଲ…

ବିଚ୍ ବଜାରରେ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଲୁଟେରା, ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଉଥିଲେ ଯୁବକ

ସଇଁନ୍ତଳା : ଦିବାଆଲୋକରେ ବିଚ୍ ବଜାରରେ ଦେଢ ଲକ୍ଷ ଟଙ୍କା ଲୁଟ । ଟିଟିଲାଗଡ଼ ଶାସ୍ତ୍ରୀ ଛକ ନିକଟସ୍ଥ ଷ୍ଟେଟ ବ୍ୟାଙ୍କ ବଜାର ଶାଖା ସମ୍ମୁଖରେ ଦୁଇ ଜଣ ଦୁର୍ବୁତ୍ତ ଟଙ୍କା ଲୁଟ କରିଛନ୍ତି । ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ଜଣେ ଯୁବକଙ୍କଠାରୁ ଲୁଟ ହୋଇଛି । ଏନେଇ ଟିଟିଲାଗଡ ଥାନାରେ…

କଟକଣା ଭିତରେ ବଲାଙ୍ଗିର ଜିଲ୍ଲାରେ ଚାଲିଛି ଶିବରାତ୍ରୀ ପୂଜା, ମଧ୍ୟରାତିରେ ଉଠିବ ମହାଦୀପ

ବଲାଙ୍ଗିର: ରୀତିନୀତି ଅନୁଯାଇ ବଲାଙ୍ଗିର ଜିଲ୍ଲାରେ ପାଳିତ ହୋଇଛି ଜାଗର । ଜିଲ୍ଲାର ପ୍ରସିଦ୍ଧ ହରିଶଙ୍କର, ରାଣୀପୁର ଝରିଏଲ ଶୈବ ପୀଠ, ଟିଟିଲାଗଡ ଶୈବପୀଠ, ବେଲଖଣ୍ଡି ଶୈବ ପୀଠ, ବଲାଙ୍ଗିର ସୁର୍ଡା, ଆଠଗାଁ, ସହରର ବିଭିନ୍ନ ଶୈବ ପୀଠରେ ଚାଲିଛି ଜାଗର ପୂଜା । ସକାଳ ୩ଟାରୁ ମନ୍ଦିର ଦ୍ବାର…

ବଲାଙ୍ଗିରରେ କ୍ରିକେଟ୍ ଖେଳିବେ କଳାକାର, ଏକାଠି ହେବେ ପଶ୍ଚିମ ଓଡିଶାର ବିଶିଷ୍ଟ କଳାକାରମାନେ 

ବଲାଙ୍ଗିର: ବଲାଙ୍ଗିରରେ କ୍ରିକେଟ ଖେଳିବେ କଳାକାର । ପଶ୍ଚିମ ଓଡିଶାର ବିଶିଷ୍ଟ କଳାକାରମାନେ ଏକତ୍ରିତ ହେବେ । ସେଥିପାଇଁ  ବନ୍ଧୁତାପୂର୍ଣ୍ଣ ସେଲିବ୍ରେଟି ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଛି । ଏନେଇ ଯାଦବ ଭବନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ପଶ୍ଚିମ…

ଭିଜିଲାନ୍ସ ଜାଲରେ ଡେପୁଟୀ ରେଞ୍ଜର, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଡେପୁଟୀ ରେଞ୍ଜର କେଶବ ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଚାଲିଛି । କେଶବ ନାୟକଙ୍କ ଅଫିସ୍ ସହ ବଲାଙ୍ଗିର ସାଗରପଡ଼ା, ଇଚ୍ଛାପଡ଼ା ଓ ଆରଟିଓ ଛକରେ ଥିବା ଘରେ ରେଡ୍ ଚାଲିଛି । ବରଗଡ଼,…

ପରିବା ବ୍ୟବସାୟୀଙ୍କ ଉପରେ ଚଢ଼ିଗଲା ପିକଅପ୍ ଭ୍ୟାନ, ଜଣେ ମୃତ, ୩ ଗୁରୁତର 

ଟିଟିଲାଗଡ଼: ପରିବା ବ୍ୟବସାୟ ସମୟରେ ଘଟିଲା ଅଘଟଣ । ଟିଟିଲାଗଡ଼ ପୋଲିସ ଥାନା ନିକଟରେ ଥିବା ପରିବା ହାଟ ଉପରେ ଚଢିଗଲା ପିକ୍‌ଅପ୍‌ ଭ୍ୟାନ । ଘଟଣା ସ୍ଥଳରେ ଜଣେ ପରିବା ବ୍ୟବସାୟୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ପରିବା ବିକାଳୀ ଗୁରୁତର ଆହତ ହୋଇଛନ୍ତି । ଆଜି ଅପରାହ୍ନରେ ବଲାଙ୍ଗିର…

ଗଛରେ ପିଟି ହେଲା କାର, ୨ ମୃତ ଓ ୨ଗୁରୁତର

ବଲାଙ୍ଗିର: ଗଛରେ ପିଟି ହେଲା କାର୍ । ଦୁର୍ଘଟଣା ନେଲା ଦୁଇ ଜଣଙ୍କର ଜୀବନ । ଆଉ ଦୁଇ ଜଣ ଆହତ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରାସ୍ତାର ସାଗରପାଲିରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳି ପାରି ନାହିଁ । ଦୁଇ ଆହତଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେମାନଙ୍କୁ ଉଦ୍ଧାର…

ଡେଡ୍ ଲାଇନ:୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ, ବିସ୍ଥାପିତଙ୍କୁ ମିଳିବ ଉଚିତ ଥଇଥାନ ଓ…

ବଲାଙ୍ଗିର: ଅତି ଶୀଘ୍ର ସମ୍ପୂର୍ଣ୍ଣ ହେବ ବଲାଙ୍ଗୀର ଜିଲ୍ଲାର ଲାଇଫ ଲାଇନ ପ୍ରକଳ୍ପ ଲୋୟର ସୁକତେଲ । ଦିଆଗଲାଣି ଡେଡ୍ ଲାଇନ । ଆଗାମୀ ୨୦୨୩ ସୁଦ୍ଧା କାମ ସମ୍ପୁର୍ଣ୍ଣ କରିବାକୁ ନିର୍ଦେଶ ମିଳିସାରିଛି । ଏନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ବିସ୍ଥାପିତଙ୍କ ସମସ୍ୟାର ସମାଧାନ ସହ କାମକୁ…

ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍

ବଲାଙ୍ଗିର: ଓଲଟିଲା ପିକଅପ ଗାଡି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତ ହୋଇଛନ୍ତି ୬ ଜଣ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶ୍ରମିକମାନକୁ ନେଇ ଯାଉଥିବା ବେଳେ ପିକଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ବଙ୍ଗୋମୁଣ୍ଡା ପୋଲିସ ଓ…

ଲୁଚି ରହିଛନ୍ତି ୧୦ରୁ ୧୫ ମାଓବାଦୀ, ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ

ବଲାଙ୍ଗିର: ବଲାଙ୍ଗିର ଲାଠୋର ବେନ୍ଦେର ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ । ଗତକାଲି ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ । ଜଙ୍ଗଲରେ ୧୦ରୁ ୧୫ ଜଣ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି ।…