Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

ବାଇକକୁ ଧକ୍କା ଦେଲା କାର, ଜଣେ ମୃତ

ବଲାଙ୍ଗିର: ବାଇକକୁ ଧକ୍କା ଦେଲା କାର । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ରୁଗୁଡିପାଲି ଛକଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ଆନ୍ୟ ଜଣେ ଗୁରୁତର ହୋଇଛନ୍ତି ।  ଜଣେ  ଫ୍ଲିପକାର୍ଟର ଡେଲିଭରୀ ବଏ ବାଇକରେ ଆସୁଥିବା ବେଳେ, କଳାହାଣ୍ଡି ଅଭିମୁଖେ ଯାଉଥିବା…

ବଲାଙ୍ଗିରେ ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବଲାଙ୍ଗିର: ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ବଲାଙ୍ଗିର ଜେଲରେ ରହୁଥିବା ଜଣେ ବିଚାରାଧୀନ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ହେଲେ ଗଣେଶ ନାଗ ଓ ଘ ସଦର ଥାନା ଅନ୍ତର୍ଗତ ବାରପୁଗୁଡ଼ିଆ ଗାଁରେ । ତେବେ ମୃତ୍ୟୁର କାରଣ ଜଣା ପଡ଼ିନି । ବ୍ୟବଚ୍ଛେଦ ରିପୋର୍ଟ ଆସିଲେ…

ଗଣତନ୍ତ୍ର ଦିବସ ପାଇଁ ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି  

ବଲାଙ୍ଗିର : ଗଣତନ୍ତ୍ର ଦିବସ ପାଇଁ ମାଓ ପ୍ରବଣ ଅଞ୍ଚଳରେ ପୋଲିସର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ବଲାଙ୍ଗିରରେ ଗଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଏହା ମାଓ ପ୍ରବଣ ଜିଲ୍ଲା ଭାବରେ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି । ବଲାଙ୍ଗୀର ଏସପିଙ୍କ ନେତୃତ୍ବରେ…

ଗାଈ ଚରାଇବା ବେଳେ ଗଣ୍ଡଗୋଳରୁ ହତ୍ୟାକାଣ୍ଡ, ୨ମୃତ ଓ ୨ ଗୁରୁତର

ବଲାଙ୍ଗିର: ଗାଈ ଚରାଇବା ଓ ଜମିକୁ ପାଣି ନେବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଜରାସିଂହା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକମାନେ ହେଲେ ଶ୍ରୀପତି ଭେଶ୍ରା ଓ ଧନମତ ରାଉତ । ଅନ୍ୟ ଦୁଇ…

ବୋଲେରୋ ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ 

ବଲାଙ୍ଗିର : ବଲାଙ୍ଗିର ଟିଟିଲାଗଡ଼ ରୋଡ ଜଳିଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଣେ ସାଇକେଲ ଆରୋହୀଙ୍କୁ ବୋଲେରୋ ଧକ୍କା ଦେଇଛି ।  ଫଳରେ ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ସାଇକେଲ ଆରୋହୀଙ୍କ ନାଁ କୃଷ୍ଣଚନ୍ଦ୍ର ସାହୁ ।   କୃଷ୍ଣଚନ୍ଦ୍ର ସାଇକେଲରେ…

ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ୍ ଜବତ, ୨ ଜଣ ଗିରଫ 

ବଲାଙ୍ଗିର: ବେଆଇନ୍ ଚାଲାଣ ବେଳେ ବଲାଙ୍ଗିର ଜିଲ୍ଲା ସାଲେଭଟାରୁ ବିପୁଳ ପରିମାଣର ଖଇର ଓ କୁଡଡୁ କାଠ ବୋଝେଇ ଟ୍ରକ ଜବତ । ବନ ବିଭାଗ କାଠ ବୋଝେଇ ଟ୍ରକକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଦେଓଗାଁ ବ୍ଲକ ବନ୍ଧପଡ଼ା ଅଞ୍ଚଳରୁ ବେଆଇନ ଭାବରେ କାଠ ସମ୍ୱଲପୁରକୁ ଚାଲାଣ କରାଯାଉଥିଲା ।…

ଆଜି ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା, ପରମ୍ପରା ଅନୁସାରେ ଦିଆଯିବ ପଶୁ ବଳି

ବଲାଙ୍ଗିର: ଆଜି ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା । ଦେଓଗାଁ ବ୍ଲକ ଖଇରଗୁରାଠାରେ ଅନୁଷ୍ଠିତ ହେଉଛି ଆଦିବାସୀଙ୍କ ଏହି ଯାତ୍ରା । କୋଭିଡ୍ କଟକଣା ଭିତରେ ପୂଜା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି । ନିଶି ପୂଜା ସରିବା ପରେ ଶୋଭାଯାତ୍ରା ବାହାରିଛି । ପରମ୍ପରା ଅନୁସାରେ ପଶୁ ବଳି ଦିଆଯିବ ।…

ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷା : ଲାଞ୍ଚ ନେଇ ଧରାପଡ଼ିଲେ

ବଲାଙ୍ଗିର : ମହଙ୍ଗା ପଡ଼ିଲା ଲାଞ୍ଚ ନେବା । ଲାଞ୍ଚ ନେଇ ଧରାପଡ଼ିଲେ କଲେଜ ଅଧ୍ୟକ୍ଷା । ବଲାଙ୍ଗିର ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ସ୍କୁଲର ଭାରପ୍ରାପ୍ତ ପ୍ରିନ୍ସିପାଲଙ୍କୁ ଧରିଛି ସମ୍ବଲପୁର ଭିଜିଲାନ୍ସ ଡିଭିଜନ । ୮୦ ହଜାର ଟଙ୍କା ଲାଞ୍ଚ ମାଗିବା ସହ ଟଙ୍କା ନେବା ବେଳେ ଗିରଫ କରିଛି…

ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକ

ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି । ସେ ଅସ୍ଥିମଜ୍ଜା କ୍ୟାନ୍‌ସର ରୋଗରେ ପୀଡ଼ିତ ହୋଇଥିଲେ । ବହୁ ଦିନରୁ ଭୁବନେଶ୍ୱରେ ରହି ଚିକିତ୍ସାଧୀନ ଥିଲେ ଲଳିତ ନାୟକ । ତାଙ୍କ…

ଲାଞ୍ଚ ନେଉଥିଲେ ତହସିଲ ଅଫିସ କିରାଣୀ, ଧରିଲା ଭିଜାଲାନ୍ସ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ତହସିଲ ଅଫିସର ବରିଷ୍ଠ କିରାଣୀ । ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ତହସିଲର ବରିଷ୍ଠ କିରାଣୀ ଅସିତ ଯୋଶୀ ଧରାପଡ଼ିଛନ୍ତି । ଜମି ବାବଦରେ ପଟ୍ଟା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଅସିତ…