Latest Odisha News

BREAKING NEWS

Browsing Category

ବଲାଙ୍ଗୀର

Bolangir

କାହିଁକି ବନ୍ଦ ଡାକରା ଦେଲା ବଲାଙ୍ଗୀର କରୋନା ନିୟାମକ କମିଟି, ପଢ଼ନ୍ତୁ

ବଲାଙ୍ଗୀର: ବଲାଙ୍ଗୀରରେ କୋଭିଡ ମାମଲାରେ କ୍ରମାଗତ ବୃଦ୍ଧି ହେତୁ ଚିନ୍ତାରେ ନବନିର୍ମିତ କରୋନା ନିୟାମକ କମିଟି ପକ୍ଷରୁ ଶୁକ୍ରବାର ଠାରୁ ଏକ ସପ୍ତାହ ପର୍ଯ୍ୟନ୍ତ ଜିଲ୍ଲାର ବାଣିଜ୍ୟ ପ୍ରତିଷ୍ଠାନଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବ୍ୟବସାୟୀ ସଂଘ, ରାଜନୈତିକ ଦଳ, ନାଗରିକ…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଲାଞ୍ଚୁଆ ଥାନା ବାବୁ, ୧୦ ହଜାର ଟଙ୍କା ନେବା ବେଳେ ଧରିଲା ଭିଜିଲାନ୍ସ

ବଲାଙ୍ଗିର: ୧୦ ହଜାର ଟଙ୍କା ହାତଗୁଞ୍ଜା ନେବା ବେଳେ ଧରା ପଡ଼ିଲେ ଥାନା ବାବୁ । ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଏସଆଇ । ତାଙ୍କ ନାଁ ସରୋଜ ରଞ୍ଜନ ରଥ । ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ସମ୍ବଲପୁର ଭିଜିଲାନ୍ସ ବିଭାଗ । ଟଙ୍କା ବି ଜବତ ହୋଇଛି ।…

ମାଡ଼ି ଗଲା ଟ୍ରକ୍, ସ୍ତ୍ରୀ ମୃତ ଓ ସ୍ୱାମୀ ଆହତ

ବଲାଙ୍ଗିର: ମେଡିକାଲ୍ ଯିବା ବେଳେ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବଞ୍ଚିଯାଇଛି ସ୍ୱାମୀଙ୍କ ଜୀବନ। ବଲାଙ୍ଗିର ଜିଲ୍ଲା ଟାଉନ୍ ଥାନା ଆଗରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଚନ୍ଦନଭାଟି ଗାଁର ରଜନୀ ସାହୁ । ସେ ଆଜି…

ତାମିଲନାଡୁରୁ ଆସୁଛି ସ୍ୱତନ୍ତ୍ର ଟ୍ରେନ୍‌; ଆସନ୍ତାକାଲିଠୁ ବଲାଙ୍ଗୀର ସହରରେ କର୍ଫ୍ୟୁ ଘୋଷଣା

ବଲାଙ୍ଗୀର: ବଲାଙ୍ଗୀର ସହରରେ ଆସନ୍ତାକାଲି କର୍ଫ୍ୟୁ ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ । ଗୁରୁବାର ସକାଳ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ସ୍ଥିତି ନେଇ ଆଜି ଘୋଷଣା କରିଛନ୍ତି ବଲାଙ୍ଗୀର ଉପଜିଲ୍ଲାପାଳ । ଗୁରୁବାର ଦିନ ୧୦ଟା ୪୦ରେ ବଲାଙ୍ଗୀର ରେଳ ଷ୍ଟେସନରେ ତାମିଲନାଡୁରୁ…

ଲକଡାଉନରେ ଭାରତ: ଛତିଶଗଡ଼ରେ ଫସି ରହିଛନ୍ତି ଓଡ଼ିଆ ଶ୍ରମିକ

ପଦ୍ମପୁର:ସଂପ୍ରତି ମହାମାରୀ କରୋନା ଯୋଗୁଁ ଲକଡାଉନ୍ ସାରା ଦେଶରେ ଚାଲିଛି । ଦେଶର ପ୍ରତ୍ୟେକ ରାଜ୍ୟରେ ଓଡ଼ିଆ ଲୋକ ଫସି ରହିଛନ୍ତି । ଓଡିଶା ସରକାର ସେମାନଙ୍କୁ ବାହାର ରାଜ୍ୟରେ କମିଶନର ରଖି ତାଙ୍କର ଖାଦ୍ୟ ପେୟ ର ବନ୍ଦୋବସ୍ତ କରିଛନ୍ତି । କିନ୍ତୁ ତାହା ସଂପ୍ରତି ଫେଲ ମାରିଛି ଛତିଶଗଡ ର…

ଲକଡାଉନ ବେଳେ ଲୋକଙ୍କୁ ମାଡ ମାରି ନିଲମ୍ବିତ ହେଲେ ପୋଲିସ ବାବୁ

ବଲାଙ୍ଗୀର: ସୋମବାର ଦିନ ବଲାଙ୍ଗୀର ଜିଲ୍ଲାର ଦୁଇ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି । ତାଙ୍କ ଉପରେ ଲକଡାଉନ ବେଳେ ଲୋକଙ୍କୁ ମାଡ ମାରିଥିବା ଅଭିଯୋଗ ରହିଛି । ମିଳିଥିବା ସୂଚନା ମୁତାବକ, ଟାଉନ ପୋଲିସ ଥାନାର ୨ଜଣ କନେଷ୍ଟବଳ ସୂର୍ଯ୍ୟକାନ୍ତ ସାମନ୍ତରାୟ ଓ ପ୍ରଦ୍ୟୁମ୍ନ ସାମଲ…

କୋଭିଡ୍ ୧୯ ସତର୍କତା: ଗଞ୍ଜାମ, କେନ୍ଦୁଝର, ଯାଜପୁର ପରେ ଆଉ ଏକ ଜିଲ୍ଲାରେ ଜାରି ହେଲା ୧୪୪ ଧାରା

ବଲାଙ୍ଗୀର: ନଭେଲ୍ କରୋନା (କୋଭିଡ୍ - ୧୯) ଭାଇରସ୍ ସଂକ୍ରମଣ ରୋକିବା ନେଇ ବଲାଙ୍ଗୀର ଜିଲ୍ଲାରେ ୧୪୪ ଧାରା ଜାରି ହୋଇଛି । ଏଠାରେ ସୂଚନାଯୋଗ୍ୟ, ଏହି ମରଣାନ୍ତକ କରୋନା ଭାଇରସ୍ ସଂକ୍ରମଣ ରୋକିବା ଲାଗି ପୂର୍ବରୁ ଗଞ୍ଜାମ, ଯାଜପୁର ଏବଂ କେନ୍ଦୁଝର ଜିଲ୍ଲା ପ୍ରଶାସନ ଜିଲ୍ଲାରେ ୧୪୪ ଧାରା…

ବେଙ୍ଗାଲୁରୁରେ ଓଡ଼ିଆ ଝିଅଙ୍କୁ ନିର୍ଯାତନା; ଉଦ୍ଧାର କରିବାକୁ ରାଜ୍ୟ ସରକାରଙ୍କୁ କଲେ ଗୁହାରୀ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ୮ଜଣ ଓଡ଼ିଆ ଝିଅ ବେଙ୍ଗାଲୁରୁରେ କାର୍ଯ୍ୟ କରୁଥିଲେ ମଧ୍ୟ ସେଠାରେ ନିର୍ଯାତିତ ଅବସ୍ଥାରେ ଥିବା ଅଭିଯୋଗ କରିଛନ୍ତି । ନିଯୁକ୍ତି ପ୍ରଦାନ କରିଥିବା ଅନୁଷ୍ଠାନର ମାଲିକଙ୍କ ନିର୍ଯ୍ୟାତନାରୁ ବର୍ତ୍ତିବା ଲାଗି ରାଜ୍ୟ ସରକାର ତୁରନ୍ତ ସେଠାରୁ ଉଦ୍ଧାର କରନ୍ତୁ ବୋଲି…

ଭୀମ ଆର୍ମିର ଭାରତ ବନ୍ଦ ଡାକରା, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଜାତି ଭିତ୍ତିକ ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ରବିବାର ଦିନ ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଯାହାର ପ୍ରଭାବ ଓଡିଶାର କିଛି ଜିଲ୍ଲାରେ ମଧ୍ୟ ଦେଖାଦେଇଛି । ପ୍ରାପ୍ତ ସୂଚନାନୁଯାୟୀ ସିଏଏ, ଏନଆରସି ଓ ଅନ୍ୟ ଦାବି ନେଇ ସମ୍ବଲପୁର…