Latest Odisha News
Browsing Category

ବୌଦ୍ଧ

Boudh

ମନ ମୋହୁଛି ନନ୍ଦନବନ, ଲାଗୁଛି ପର୍ଯ୍ୟଟକଙ୍କ ନାହିଁ ନଥିବା ଭିଡ

ବୌଦ୍ଧ: ରାଜ୍ୟର ପ୍ରଥମ ପରିବେଶ ଭିତ୍ତିକ ପାର୍କ ଭାବରେ ମାନ୍ୟତା ପାଇଛି ବୌଦ୍ଧ ଜିଲ୍ଲା ବୀରନରସିଂପୁରରୁ ପ୍ରାୟ ୧୫ଶହ ଏକର ପରିମିତ ଅଞ୍ଚଳର ଥିବା ନନ୍ଦନବନ ସଫାରୀ । ରାତି ପାହିଲେ ଏହି ସଫାରୀରେ ଦେଖିବାକୁ ମିଳୁଛି ପର୍ଯ୍ୟଟକଙ୍କ ଭିଡ । ଏଠାକାର ପରିବେଶ ଓ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ…

ସିକ୍ୟୁରିଟି ଗାର୍ଡକୁ ହତ୍ୟା କଲା ସିକ୍ୟୁରିଟି ଗାର୍ଡ, ଅଭିଯୁକ୍ତ ଥାନାରେ ଅଟକ

ବୌଦ୍ଧ:  ସିକ୍ୟୁରିଟି ଗାର୍ଡକୁ ହାଣି ହତ୍ୟାକଲା ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ । ଏମିତି କିଛି ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଖୁଣ୍ଟିଆପଡ଼ା ଯୋଗୀଭୋଗୋରା ରେଲୱେ ବ୍ରିଜ ନିକଟରେ। ମୃତକ ରାଉତବାହାଲ ଗାଁର ରଞ୍ଜନ ପ୍ରଧାନ ବୋଲି ଜଣାପଡିଛି  ।  ପୁଲିସ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡ ପ୍ରକାଶ…

ଲାଞ୍ଚ ନେବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ : ବାଲି ବୋଝେଇ ଟ୍ରକ ଛାଡିବାକୁ ଗାଡି ମାଲିକଙ୍କଠାରୁ ଲାଞ୍ଚ ନେବା ଘଟଣା  ।  ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ ।  ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ନିଲମ୍ବନ କରିଛନ୍ତି ପୋଲିସ୍ ଡିଜି । ଗତ ଜୁଲାଇ ୨୦ରେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ…

ସ୍ତ୍ରୀକୁ କୋଦାଳରେ ହାଣି ହତ୍ୟା କଲା ସ୍ୱାମୀ: ସ୍ୱାମୀ ଫେରାର, ପୋଲିସର ତଦନ୍ତ ଜାରି

ବୌଦ୍ଧ: ଘରୋଇ କଳହର କରୁଣ ପରିଣତି । କୋଡିରେ ପିଟିପିଟି ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ । ବୌଦ୍ଧ ଥାନା ତେଲିବନ୍ଧ ଚନ୍ଦ୍ରପୁର ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ କନକ ପ୍ରଧାନ ।ହତ୍ୟାକାରୀ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଫେରାର ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ବୌଦ୍ଧ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

ବୌଦ୍ଧ ହାତୀ ମୃତ୍ୟୁ ଘଟଣା: ୩ ବନ କର୍ମଚାରୀ ସସପେଣ୍ଡ

ବୌଦ୍ଧ: ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ବୌଦ୍ଧ ଜିଲ୍ଲା ବଘିଆପଡ଼ା ରେଞ୍ଜରେ ଦୁଇ ହାତୀ ମୃତ୍ୟୁ ଘଟଣାରେ ୩ ଜଣ ବନ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ବାଘିଆପଡ଼ା ସେକ୍ସନ ଫରେଷ୍ଟର ସୁଶୀଳ ହୋତା, ଜାମଖୋଲ ବିଟ୍ ଫରେଷ୍ଟ ଗାର୍ଡ ଜ୍ୟୋତିରଞ୍ଜନ ବାରିକ ଓ ଫରେଷ୍ଟ ଗାର୍ଡ…

ବଜ୍ରକାପ୍ତା ଡିଲ୍ ବେଳେ ମାଡିବସିଲା STF: ୧୧ କେଜି କାତି ଜବତ

ବୌଦ୍ଧ: ବଜ୍ରକାପ୍ତା ଡିଲ୍ ବେଳେ ମାଡିବସିଲା ଏସଟିଏଫ୍ । ବୌଦ୍ଧ ବନ ବିଭାଗ ଓ ଏସଟିଏଫର ମିଳିତ ରେଡ୍‌ରେ ବଜ୍ରକାପ୍ତା କାତି ଜବତ ହୋଇଛି। ବୌଦ୍ଧ ଥାନା ଜଗନ୍ନାଥ ରୋଡ୍ ସ୍ଥିତ ବଘାରପାଲି ଛକରୁ ୧୧କେଜି ବଜ୍ରକାପ୍ତା କାତି ଜବତ ହୋଇଛି । ଏହି ଘଟଣାରେ ଜଣେ ବଜ୍ରକାପ୍ତା ବେପାରୀ ପ୍ରଦୋଶ…

ଯାଜପୁର ଓ ବୌଦ୍ଧ ଏନଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ଯାଜପୁର/ବୌଦ୍ଧ: ପୌର ନିର୍ବାଚନରେ ଆଜି ଆସିବ ରେଜଲ୍ଟ । ସକାଳ ୮ଟାରୁ ଭୋଟ୍ ଗଣତି ଚାଲିଛି । ପ୍ରାରମ୍ଭିକ ଗଣତିରେ ବିଭିନ୍ନ ଏନଏସି, ମ୍ୟୁନିସିପାଲିଟିରେ ରହିଛନ୍ତି ବିଜେଡି ପ୍ରାର୍ଥୀ । ଯାଜପୁର ଓ ବୌଦ୍ଧ ଜିଲ୍ଲାରେ ଏନଏସି ଅଧ୍ୟକ୍ଷ ନିର୍ବାଚନରେ ବାଜି ମାରିଛି ବଜେଡି । ଏଠାର ଅଧ୍ୟକ୍ଷ ପଦ…

୪୦ ଡିଗ୍ରୀ ପାର କଲା ଦୁଇଟି ଜିଲ୍ଲା

ଭୁବନେଶ୍ୱର: ସାରା ରାଜ୍ୟରେ ଖରା ତା’ ସାଙ୍ଗକୁ ଅସହ୍ୟ ତାତି ବଢିବାରେ ଲାଗିଛି । ଆଜି ରାଜ୍ୟର ୨ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରି ଟପିଛି। ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ଜିଲ୍ଲା ହୋଇଛି। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଜିଲ୍ଲାରେ…

ନିର୍ବାଚନୀ ପରବର୍ତ୍ତୀ ହିଂସା: ୧୦ ରାଉଣ୍ଡ ଫୁଟିଲା ଗୁଳି ! ୬ ଆହତ

ବୌଦ୍ଧ: ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିକାଣ୍ଡ ! ଉଭୟ ପକ୍ଷରୁ ୬ ଗରୁତର । ଫଳାଫଳ ପ୍ରକାଶ ପାଇବା ପରେ ବୌଦ୍ଧ ଜିଳ୍ଲାରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଉଭୟ ଗରୁତରଙ୍କୁ ମେଡିକାଲରେ ଭର୍ତ୍ତୀ କରାଯାଇଛି । ସୂଚନା ଅନୁସାରେ, ମନମୁଣ୍ଡା-ବୌଦ୍ଧ ରାସ୍ତାର ଦହ୍ୟା…