Latest Odisha News

BREAKING NEWS

Browsing Category

ସହର

City

Police Medals: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।…

Republic Day: ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରିଆଡେ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ଏହି ଅବସରରେ ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହ ଭବ୍ୟ ପରେଡ ଆରମ୍ଭ…

ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ । ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି । ଅନ୍ୟ…

ୟୁନେସ୍କୋର ପ୍ରୟୋଗାତ୍ମକ ଐତିହ୍ୟ ତାଲିକାଭୁକ୍ତ ହେଲା ହୀରକ ତ୍ରିଭୁଜ ରତ୍ନଗିରି-ଉଦୟଗିରି-ଲଳିତଗିରି

ଭୁବନେଶ୍ୱର: ବିଶ୍ୱ ଐତିହ୍ୟ ତାଲିକାରେ ଯୋଡ଼ିହେବା ପାଇଁ ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ସର୍କିଟ୍ ଭିତରୁ ଅନ୍ୟତମ ରତ୍ନଗିରି, ଲଳିତଗିରି ଓ ଉଦୟଗିରି ୟୁନେସ୍କୋର ପ୍ରୟୋଗାତ୍ମକ ଐତିହ୍ୟ ତାଲିକାଭୁକ୍ତ ହୋଇଛି । କରିବା ପାଇଁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନ ଭାରତୀୟ ପ୍ରତ୍ନତାତ୍ତ୍ୱିକ…

ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ସବଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ଆସିଲା ବଡ ଅପଡେଟ୍ । ରାଜ୍ୟର ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍‌ଡିଭିଜନସ୍ତରରେ ପ୍ରସ୍ତୁତି…

Khandagiri Magha Mela: ଆରମ୍ଭ ହେଲା ଐତିହାସିକ ଖଣ୍ଡଗିରି ମାଘମେଳା, ସୁରକ୍ଷା ବଳୟରେ ସମଗ୍ର ଅଞ୍ଚଳ…

ଭୁବନେଶ୍ବର: ଆରମ୍ଭ ହେଲା ବିଶ୍ଵପ୍ରସିଦ୍ଧ ଖଣ୍ଡଗିରି ମାଘସପ୍ତମୀ ମେଳା । ସାଧୁସନ୍ତଙ୍କ ମନ୍ତ୍ରୋଚାରଣ ସାଙ୍ଗକୁ ପୂଜାପାଠରେ ମୁଖରିତ ହେବ ଖଣ୍ଡଗିରି ପାଦଦେଶ । ସାଧୁସନ୍ଥଙ୍କ ଆଗମନ ସହ ତପୋଭୂମି ଖଣ୍ଡଗିରିରେ ଜନସମାଗମ ଦେଖିବାକୁ ମିଳିଛି । ବିଶ୍ବାସ ଅନୁସାରେ ଖଣ୍ଡଗିରିରେ ଏହି ମହାଯଜ୍ଞର…

BJD: ବିଜେପି ଶାସନରେ ସାଇବର ଅପରାଧ ଓ ଫେକ୍ ନ୍ୟୁଜରେ ବୃଦ୍ଧି ଘଟିଛି: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଆସିବା ପରେ ସାଇବର ଅପରାଧ, ଫେକ୍ ନ୍ୟୁଜ୍ ଓ ନକଲି ସୋସିଆଲ୍ ମିଡିଆ ଆକାଉଣ୍ଟର ବୃଦ୍ଧି ନେଇ ବିଜୁ ଜନତା ଦଳ ଗଭୀର ଚିନ୍ତା ପ୍ରକଟ କରିଛି । ଏପରି ମାମଲାରେ ଏଫଆଇଆର୍ ରେଜିଷ୍ଟ୍ରେସନ୍ ଓ ଠିକ୍ ତଦନ୍ତ ପ୍ରତି ପୋଲିସ ପ୍ରଶାସନର ଉଦାସୀନ ଭାବ ଯୋଗୁଁ ସାଇବର…

ଆମ ବସ୍ ଭଙ୍ଗାରୁଜା ଘଟଣା; ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଆମ ବସ୍ ଭଙ୍ଗାରୁଜା ଘଟଣାରେ ଗିରଫ ହେଲେ ଦୁଇ ଜଣ । ଶୁକ୍ରବାର ଅଶୋକ ନଗରରେ ଏକ ବାଇକୁ ଆମ ବସ ଧକ୍କା ଦେଇଥିଲା । ବସ୍ ଧକ୍କାରେ ବାଇକ ଚାଳକ ଆହାତ ହୋଇଥିଲେ । ଏହାପରେ ଆରମ୍ଭ ହୋଇଥିଲା ତୁମୁଳ କାଣ୍ଡ । ଏହି ସମୟରେ ପଛକୁ ପଛ ଆସୁଥିବା ଚାରୋଟି ଆମ ବସକୁ ଭାଙ୍ଗିଦେଇଥିଲେ…

ବିଜେପି ସମର୍ଥିତ ସରପଞ୍ଚ ସମିତି ସଭ୍ୟଙ୍କୁ ମନମୋହନ ଦେଲେ ଟାସ୍କ, ୬ ମାସ ଭିତରେ ଅଧୁରା କାମ ସାର…

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପଞ୍ଚାୟତ ନିର୍ବାଚନକୁ ନେଇ ବଡ ସୂଚନା ଦେଇଛନ୍ତି । ମନମୋହନ କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନ ୬ ମାସ ପରେ ଘୋଷଣା ହେବ । ଜନଗଣନା ପାଇଁ ଆଗୁଆ ନିର୍ବାଚନ ହେବାର ସମ୍ଭାବନା ରହିଛି । ଜନଗଣନା ପାଇଁ ନିର୍ଦ୍ଧାରିତ ସମୟରୁ ୨ରୁ ୩ ମାସ…

Mahanadi Tribunal: ଫେବୃଆରୀ ୭କୁ ଓଡ଼ିଶା ଶୁଣାଣି ଘୁଞ୍ଚାଇବାକୁ ମନାକଲେ ମହାନଦୀ ଟ୍ରିବ୍ୟୁନାଲ

ଭୁବନେଶ୍ୱର: ମହାନଦୀ ଜଳ ବିବାଦ ସମ୍ପର୍କୀତ ବଡ ଖବର ସାମ୍ନାକୁ ଆସିଛି । ଆସନ୍ତା ୭ ତାରିଖରେ ହେବାକୁ ଥିବା ମହାନଦୀ ଟ୍ରିବ୍ୟୁନାଲ ଶୁଣାଣିକୁ ଘୁଞ୍ଚାଇବା ପାଇଁ ଓଡ଼ିଶା ସରକାରଙ୍କ ଅନୁରୋଧକୁ ଟ୍ରିବ୍ୟୁନାଲ ପ୍ରତ୍ୟାଖ୍ୟାନ କରିଛନ୍ତି । ଆଡଭୋକେଟ୍ ଜେନେରାଲ୍ ଉପସ୍ଥିତ ରହିପାରିବେ ନାହିଁ…