Latest Odisha News

BREAKING NEWS

Browsing Category

ସହର

City

ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ରେ ଝଲସିବ ଖଣ୍ଡଗିରି ଓ ଉଦୟଗିରି

ଭୁବନେଶ୍ୱର: ଭୁବନେଶ୍ୱରର ଐତିହାସିକ ଖଣ୍ଡଗିରିଠାରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ମନୋରମ ପର୍ଯ୍ୟଟନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।…

୨୦୨୫-୨୬ ଶିକ୍ଷାବର୍ଷରେ ଓଡ଼ିଶା ହଷ୍ଟେଲରେ ୧୫ ନାବାଳିକା ଗର୍ଭବତୀ ହୋଇଛନ୍ତି; ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ବିଭିନ୍ନ ଆବାସିକ ଛାତ୍ରାବାସରେ ରହୁଥିବା ୧୫ ଜଣ ନାବାଳିକା ଗର୍ଭବତୀ ହୋଇଥିବା ଜଣାପଡ଼ିଛି, ଯାହା ପୂର୍ବ ବର୍ଷ ତୁଳନାରେ ଅଧିକ ଅଟେ। ଏନେଇ ଓଡ଼ିଶା ବିଧାନସଭାରେ ସୂଚନା ପ୍ରଦାନ କରାଯାଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ…

ଭୁବନେଶ୍ୱରର ଟେଣ୍ଟ ହାଉସ୍‌ ଷ୍ଟୋର୍‌ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ 

ଭୁବନେଶ୍ୱର: ଗତକାଲି ରାତିରେ ଭୁବନେଶ୍ୱରସ୍ଥିତ ପାଇକରାପୁର ଅଞ୍ଚଳରେ ଥିବା ଏକ ଟେଣ୍ଟ ହାଉସ୍‌ର ଷ୍ଟୋର୍‌ ରୁମ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଟେଣ୍ଟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ…

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା; ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟ 'ଗଭୀର ଅବପାତ' ଗତକାଲି ରାତିରେ ଗୋପାଳପୁର ଓ କଳିଙ୍ଗପାଟନମ୍ ମଧ୍ୟରେ ଉପକୂଳ ଅତିକ୍ରମ କରିଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ ଜୋରଦାର ପବନ ବହିଛି। ଗଭୀର ଅବପାତ…

ସ୍କ୍ରବ୍ ଟାଇଫସକୁ ନେଇ ଏଭଳି କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ଏବଂ ଝାଡ଼ାବାନ୍ତି ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ଜନସାଧାରଣଙ୍କୁ ଆଶ୍ୱାସନା ଦେଇ ସେ କହିଛନ୍ତି ଯେ ଏଥିପାଇଁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ।…

ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କଲେ ପୂଜାପଣ୍ଡା, ଭକ୍ତ ନିରାଶ 

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରରେ ଭଗବାନ ଲିଙ୍ଗରାଜଙ୍କ 'କନ୍ୟା ସଂକ୍ରାନ୍ତି' ଅବସରରେ ପୂଜାବିଧି ବାଧାପ୍ରାପ୍ତ ହୋଇଛି। ଦିନସାରା ମନ୍ଦିରର ନୀତିକାନ୍ତି ସୁରୁଖୁରୁରେ ଚାଲିଥିବା ବେଳେ, ଦୁଇ ଗୋଷ୍ଠୀର ସେବାୟତଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ଯୋଗୁଁ ଦିନର ଶେଷ …

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଏକ ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ ଭୁବନେଶ୍ୱର ସହରରେ ବଜ୍ରପାତ ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅପରାହ୍ନ ୧ଟା ୩୦…

୫ ଓରାଙ୍ଗଉଟାନ୍‌ଙ୍କ ସ୍ୱାସ୍ଥ୍ୟ ନେଇ ବଡ଼ ଅପଡେଟ, ୩ ଜଣଙ୍କୁ ରକ୍ତହୀନତା…

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଏକ ଜଙ୍ଗଲରୁ ଉଦ୍ଧାର କରାଯାଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନର କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନ୍‌ଙ୍କ ମଧ୍ୟରୁ ୩ ଜଣଙ୍କୁ ରକ୍ତହୀନତା। ଏନେଇ ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଚିଡ଼ିଆଖାନା ଦ୍ୱାରା ଜାରି…

ରାଜଧାନୀରେ ବୁଲୁଛି ଦନ୍ତା…

ଭୁବନେଶ୍ୱର: ରାଜଧାନୀର ଉପକଣ୍ଠ ଅନ୍ଧାରୁଆ ନିକଟରେ ଏକ ଆହତ ହାତୀ ଆତଙ୍କ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ସକାଳୁ ଅନ୍ଧାରୁଆ ଗ୍ରାମ ନିକଟ ଭରତପୁର-ଚନ୍ଦକା ମୁଖ୍ୟ ରାସ୍ତାରେ ଏହି ଆହତ ଦନ୍ତା ହାତୀଟି ବୁଲୁଥିବାର ଦେଖିବାକୁ ମିଳିଛି। ଦୁଇ ଦିନ ପୂର୍ବେ ଭରତପୁର ସଂରକ୍ଷିତ ଜଙ୍ଗଲ ଭିତରେ…

ଓପନ୍ ଏନକ୍ଲୋଜରକୁ ଯିବେ ୫ ଓରାଙ୍ଗଉଟାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଉଦ୍ଧାର କରାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନଙ୍କ ମାନସିକ ଚାପ ହ୍ରାସ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଏକ ଖୋଲା ଆକାଶ ତଳକୁ ସ୍ଥାନାନ୍ତର କରିବା ନେଇ ବିଚାରବିମର୍ଶ କରୁଛନ୍ତି। ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ…