Latest Odisha News

BREAKING NEWS

Browsing Category

ବାଲେଶ୍ୱର

Balasore

ଦଶହରାରେ ବାଲେଶ୍ୱରରେ ଆଖଡ଼ା ଖେଳ ପ୍ରଦର୍ଶନ

ବାଲେଶ୍ୱର: ଦୁର୍ଗାପୂଜାର ଅନ୍ୟତମ ଆକର୍ଷଣ ହେଉଛି ଆଖଡ଼ା ଖେଳ। ବାଲେଶ୍ୱରରେ ଆଖଡ଼ା ଦଳମାନେ ମହାବୀର ମନ୍ଦିର ପ୍ରାଙ୍ଗଣରେ ପହଞ୍ଚି ଶସ୍ତ୍ର ପୂଜା ସହ ହନୁମାନଙ୍କୁ ସଲାମୀ ପ୍ରଦାନ କରିଛନ୍ତି। ଏବର୍ଷ ବାଲେଶ୍ୱର ଆଖଡ଼ା ସଂଘ ପକ୍ଷରୁ ଏହି ପର୍ବ ପାଳିତ ହୋଇଥିଲା। ସହର ତଥା ଆଖପାଖ ଅଞ୍ଚଳର୨୫ଟି ଦଳ…

ବିପଦ ସୃଷ୍ଟି କରୁଛି ଫଳ ବଜାରର ଭିଡ଼

ବାଲେଶ୍ୱର: ଘନଉଛି ବିପଦ। ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ କେତେବେଳେ ୫୦୦ତଳକୁ ତ ଆଉ କେତେବେଳେ ୬୦୦ ଉପରକୁ ରହୁଛି। ଗତକାଲି ୨୪ଘଣ୍ଟା ମଧ୍ୟରେ ୫୨୯ ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେପଟେ ବଜାରରେ ବହୁ ପରିମାଣରେ ଭିଡ଼ ଏବେ ବିପଦ ସୃଷ୍ଟି କରୁଛି। ଏପରି ଦୃଶ୍ୟ…

ଜଳେଶ୍ୱରରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର: ଜଳେଶ୍ୱରରୁ ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୪ ଅଭିଯୁକ୍ତ ଗିରଫ । ବାଲେଶ୍ବର ଜିଲ୍ଲାର ଜଳେଶ୍ୱରରେ ବ୍ରାଉନସୁଗାର କାରବାର ଥମିବାର ନାଁ ନେଉନି । ପୁଣି ୨୪୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ପୁଲିସ ।  ଦୁଇଟି ଅଲଗା ଅଲଗା ଜାଗାରୁ ଚଢାଉ କରି…

ଜାତୀୟ ରାଜପଥ ବନ୍ଦ

ଜଳେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ବାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବି । କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖୁବାକୁ ମିଳିଥିଲା। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିଲା । ସକାଳୁ ସକାଳୁ ବିଭିନ୍ନ…

ବର୍ଷାରେ ବେହାଲ ବାଲେଶ୍ୱର

ବାଲେଶ୍ୱର: ଲଘୁଚାପ ଜନିତ ବର୍ଷାରେ ବେହାଲ ବାଲେଶ୍ୱର ଜିଲ୍ଲା  । ଜଳ ନିଷ୍କାସିତ ହୋଇ ନପାରି ବୁଡିଲା ସହରର ବିଭିନ୍ନ ଅଂଚଳ । ବର୍ଷାଜଳ ନିଷ୍କାସିତ ହୋଇନପାରି ବାଲେଶ୍ୱର ସହର ସାରା ଜଳମଗ୍ନ ହୋଇଯାଇଛି । ଏପରି ପରିସ୍ଥିତି ବାରମ୍ବାର ଉପୁଜୁଥିବାରୁ ଏଥିପାଇଁ ବାଲେଶ୍ୱର ପୌରପାଳିକା ମୁଖ୍ୟ…

ଫୁଲୁଛି ଜଳକା: ବାଲେଶ୍ୱର ଜିଲ୍ଲା ମଥାନୀରେ ବିପଦ ସଙ୍କେତ ଉପରେ ପ୍ରବାହିତ

ବାଲେଶ୍ୱର: ଲଗାଣ ବର୍ଷାରେ ଫୁଲୁଛି ଜଳକା ନଦୀ । ଜଳସ୍ତର କ୍ରମାଗତ ଭାବରେ ବଢି ଚାଲିଛି । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ଜଳକା ବିପଦ ସଙ୍କେତ ଚପିଛି । ଏବେ ସେଠାରେ ଜଳସ୍ତର ରହିଛି ୬.୨୨ ମିର ରହିଛି । ମଥାନୀଠାରେ ବିପଦ ସଙ୍କେତ ରହିଛି ୫.୫ ମିଟର । ଜଳସ୍ତର ୬.୫ ମିଟର ପାର କଲେ…

ଯୁବତୀଙ୍କ ଠାରୁ ଝାମ୍ପିନେଲେ ଟଙ୍କା

ବାଲେଶ୍ୱର : ଯୁବତୀଙ୍କ ଠାରୁ ଲୁଟ୍ । ବାଲେଶ୍ୱର ଗୋପୀନାଥ ମନ୍ଦିର ବଙ୍ଗଳାସାହି ଛକ ନିକଟରେ ଏପରି ଅଘଟଣ ହୋଇଛି । ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କ ଠାରୁ ଲୁଟ୍ ହୋଇଛି। ଯୁବତୀ ଜଣକ ରେମୁଣା ଶାଖାରେ କାର୍ଯ୍ୟରତ ଅଛନ୍ତି । ସେ ଆଜି ଦ୍ୱିପ୍ରହରେ ମନ୍ଦିରସାହି ଅଞ୍ଚଳରୁ…

କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ

ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ  । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ତେବେ ଜନ୍ମାଷ୍ଟମୀ ନେଇ…

ଜାତୀୟ କ୍ରୀଡ଼ା ଦିବସ ଅବସରରେ ବାଲେଶ୍ୱରରେ ସାଇକ୍ଲୋଥନ୍

ବାଲେଶ୍ୱର: ଆଜି ହେଉଛି ଜାତୀୟ କ୍ରୀଡ଼ା ଦିବସ  । ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନଦଙ୍କ ଜନ୍ମ ଦିବସ  । ଏହି ଅବସରରେ ରାଜ୍ୟବ୍ୟାପୀ ମାରଓ୍ୱାଡି ଯୁବ ମଞ୍ଚ ପକ୍ଷରୁ ସାଇକ୍ଲୋଥନ୍ ଆୟୋଜିତ ହୋଇଯାଇଛି  । ଜାତୀୟ କ୍ରୀଡ଼ା ଦିବସ ଅବସରରେ ବାଲେଶ୍ୱର ସହରରେ ଏହି ସାଇକ୍ଲୋଥନକୁ ଉଦଘାଟନ କରିଥିଲେ…

ଚାନ୍ଦିପୁରରୁ ‘ଅଗ୍ନି ପ୍ରାଇମ’ର ପରୀକ୍ଷଣ

ବାଲେଶ୍ଵର: ଡିଆରଡିଓ ପକ୍ଷରୁ ଏପିଏଜେ ଅବଦୁଲ କଲାମ ଦ୍ଵୀପରୁ ଅଗ୍ନି ସିରିଜର ଅତ୍ୟାଧୁନିକ ଆଣବିକ କ୍ଷମତା ସମ୍ପନ୍ନ ବାଲିଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ପରୀକ୍ଷଣ ହୋଇଛି। ଏହା ହଜାରେ କେଜି ପର୍ଯ୍ୟନ୍ତ ଆଣିବକ ଅସ୍ତ୍ର ପରିବହନ କରିବା ସହ ୧ହଜାର କିଲୋମିଟରରୁ ୨ ହଜାର କିଲୋମିଟର ପର୍ଯ୍ୟନ୍ତ…