Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ସମୁଦ୍ରରେ ନିଖୋଜ ଯୁବକଙ୍କ ଶବ ମିଳିଲା

ବ୍ରହ୍ମପୁର:ଗୋପାଳପୁର ସମୁଦ୍ରରେ ବୁଧବାର ୪ଜଣ ସାଙ୍ଗ ଗାଧୋଉଥିବା ବେଳେ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ଜଣ ଉଦ୍ଧାର ହୋଇଯାଇଥିଲେ । ଆଉ ଜଣେ ନିଖୋଜ ହୋଇଥିବା ବେଳେ ଆଉ ଜଣକଙ୍କ ଶବ ଗୁରୁବାର ମିଳିଛି। ମୃତକ ଜଣକ ହେଲେ କୁକୁଡ଼ାଖଣ୍ଡି ଅଞ୍ଚଳର ସଞ୍ଜୟ ଦାସ(୧୭) ମିଳିଥିବା ସୂଚନା…

ବ୍ରହ୍ମପୁର ଉପକଣ୍ଠରୁ ୭ ଫୁଟର ଅଜଗର ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ମଦନମୋହନପୁରରୁ ବୁଧବାର ବିଳମ୍ବିତ ରାତ୍ରିରେ ଏକ ଅଜଗର ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ। ଉକ୍ତ ଗ୍ରାମର ନାୟକ ସାହିରେ ଏକ ବିରାଟ ସାପକୁ ଦେଖି ସ୍ଥାନୀୟ ବାସିନ୍ଧାମାନେ ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ କରିଥିଲେ। ଏହାପରେ ଉକ୍ତ ସ୍ଥାନରେ…

ଗୁପ୍ତାଙ୍ଗ କଟା କ୍ଷତାକ୍ତ ଶବ ଜବତ

ବ୍ରହ୍ମପୁର: ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ରାସ୍ତାର ରଙ୍ଗଣିପାଟଣା ଗାଁ ନିକଟରେ ଗୁରୁବାର ଜଣେ ଯୁବକଙ୍କ ଗୁପ୍ତାଙ୍ଗ କଟା କ୍ଷତାକ୍ତ ଶବକୁ ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ବୁଗୁଡ଼ାର ସନ୍ତୋଷ କୁମାର ସାହୁ। ତାଙ୍କର ହାତ ଏବଂ ଗୁପ୍ତାଙ୍ଗକୁ ଧାରୁଆ ଅସ୍ତ୍ରରେ…

ମଦ ପିଇ ଝଗଡ଼଼ା ପରେ ପଥରରେ ଛେଚି ହତ୍ୟା

ବ୍ରହ୍ମପୁର: ଦୁର୍ଗା ପୂଜାର ମାହୋଲ ଭିତରେ ବ୍ରହ୍ମପୁର ସହରରେ ଘଟିଯାଇଛି ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ। ମଦ ପିଇବା ପରେ ଟଙ୍କା ମାଗିବାକୁ ନେଇ ପ୍ରଥମେ ଝଗଡ଼଼ା ଏବଂ ଏହାକୁ ନେଇ ପଥରରେ ଛେଚି ହତ୍ୟା। ମିଳିଥିବା ସୂଚନା ଅନୁଯାୟୀ, ବଡ଼ବଜାର ଥାନା ଅର୍ନ୍ତଗତ ପ୍ରେମନଗରରେ ଥିବା ମଦ ଦୋକାନରେ…

ବିୟର ବୋତଲ ଭୁସି ବୃଦ୍ଧାଙ୍କୁ ହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ଚିକିରିପଡ଼ା ଶାସନରେ ପିଲାମାନଙ୍କ ଝଗଡ଼଼ାକୁ ନେଇ ଜଣେ ବୃଦ୍ଧାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ ଜଣକ ଥାନାରେ ଆତ୍ମସମର୍ପଣ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗ୍ରାମର ବିପ୍ର ସାହୁ ଏବଂ ବସନ୍ତ ସାହୁ…

ନକଲି ପୋଲିସକୁ ଧରିଲେ ବ୍ରହ୍ମପୁର ଏସପି

ବ୍ରହ୍ମପୁର: ଦୁର୍ଗା ପୂଜା ପାଇଁ ପାଟ୍ରୋଲିଂ କରିବା ସମୟରେ ନକଲି ପୋଲିସକୁ ଧରିଛନ୍ତି ନିଜେ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍‍। ପୋଲିସ ଲେଖାହୋଇଥିବା କାର୍‍ ଜବତ କରାଯାଇଛି ଏବଂ ଚାଳକଙ୍କୁ ଅଟକ ରଖାଯାଇଛି। ସେ ସୂଚନା ଦେଇଛନ୍ତି ଯେ, ରବିବାର ପୂଜା ପାଇଁ ପାଟ୍ରୋଲିଂ ଚାଲିଥିବା…

କାର୍‍ ଭିତରୁ ମିଳିଲା ୩.୭୦୦କିଲୋ ସୁନା, ୧୮୦ କିଲୋ ରୂପା

ବ୍ରହ୍ମପୁର: ପୁଣି ଏକ ବଡ଼ ଧରଣର ଚୋରା ସୁନା ଚାଲାଣକୁ ଧରିଛି ବ୍ରହ୍ମପୁର ପୋଲିସ। ମିଳିଥିବା ସୂଚନା ଅନୁଯାୟୀ, ତାମିଲନାଡ଼ୁରୁ ଏକ ସ୍କୋଡା କାରରେ ବିପୁଳ ପରିମାଣର ସୁନା ଓ ରୂପ ବ୍ରହ୍ମପୁରକୁ ଅଣାଯାଉଥିବା ନେଇ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍‍ଙ୍କ ପାଖକୁ ସୂଚନା ଆସିଥିଲା। ଏସପିଙ୍କ…

ସ୍ବଚ୍ଛ ସର୍ବେକ୍ଷଣରେ ବ୍ରହ୍ମପୁର ପୁରସ୍କୃତ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମକୁ ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ମିଳିଛି। ୩ରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଠ ସହର ବର୍ଗର ଅଭିନବୀକରଣ ଏବଂ ଶ୍ରେଷ୍ଠ କାର୍ଯ୍ୟକାରିତା(ଇନୋଭେସନ ଆଣ୍ଡ ବେଷ୍ଟ ପ୍ରାକ୍ଟିସ୍‌)ରେ ବ୍ରହ୍ମପୁରକୁ ଶ୍ରେଷ୍ଠ ସହର ଭାବେ ପୁରସ୍କୃତ କରାଯାଇଛି। ଦିଲ୍ଲୀର ଅନୁଷ୍ଠିତ…

ଅଫିସ୍‌ରେ ମଦ୍ୟପାନ ଘଟଣା:ଆରବିଏସକେ ମ୍ୟାନେଜରଙ୍କ ବୁର୍ଲା ବଦଳି

ବ୍ରହ୍ମପୁର: ଗଞ୍ଜାମ ଜିଲା ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ(ଆରବିଏସ୍‌କେ)ର ଆସିଷ୍ଟାଣ୍ଟ ମ୍ୟାନେଜର ସନ୍ଦୀପ କୁମାର ତ୍ରିପାଠୀ କାର୍ଯ୍ୟାଳୟ ଭିତରେ ବସି ମଦ୍ୟପାନ ସଂପର୍କିତ ଫଟୋ ଭାଇରାଲ୍‌ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗ ଏହାର ତଦନ୍ତ କରିଥିଲା। ତାଙ୍କ ବିରୋଧରେ ଅନେକ ଡାକ୍ତର,…

ଥାନା ଭିତରେ ଆତ୍ମହତ୍ୟା

ବ୍ରହ୍ମପୁର:ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଭିତରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଚମାଖଣ୍ଡି ଗ୍ରାମର ତ୍ରିଲୋଚନ ରେଡ଼ି(୩୨)। ମିଳିଥିବା ସୂଚନା ଅନୁଯାୟୀ, ତ୍ରିଲୋଚନା ପୂର୍ବରୁ ଅନେକ ଗଣ୍ଡଗୋଳ ମାମଲାରେ ସଂପୃକ୍ତ ଥିଲେ ।…