Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ଟିଉସନ ଯାଉଛି କହି ନାବାଳିକା ଫେରାର

ବ୍ରହ୍ମପୁର: ଘରୁ ଟିଉସନ ଯାଉଛି କହି ବ୍ରହ୍ମପୁରରୁ ଜଣେ ନାବାଳିକା ଟ୍ରେନରେ କୁଆଡେ ଫେରାର ହୋଇ ଯାଇଛନ୍ତି। ପରିବାର ଲୋକଙ୍କ ଅନୁରୋଧ କ୍ରମେ ସେହି ନାବାଳିକାଙ୍କୁ କାବୁ କରିବାକୁ ହାଇଦ୍ରାବାଦ ଷ୍ଟେସନରେ ସ୍ଥାନୀୟ ଆରପିଏଫ ଜଗି ରହିଥିବା ଜଣାପଡିଛି। ବ୍ରହ୍ମପୁର ସହରର ହାଉସିଂ ବୋର୍ଡ ଅଞ୍ଚଳର…

ହଷ୍ଟେଲ୍‌ ରୁମ୍‌ ଭିତରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର: ବ୍ରହ୍ମପୁର ସହରସ୍ଥିତ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ଆରକେ ହଷ୍ଟେଲ ଭିତରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ଭାବେ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଡିପଙ୍କା ଗ୍ରାମର କୁନାଲ ମଲ୍ଲିକ(୨୦) ା ସେ ଅର୍ଥନୀତି ବିଭାଗ ଯୁକ୍ତ ୩ ଶେଷ…

୩ ବର୍ଷର ନାତିକୁ କୋଳରେ ଧରି ମ୍ୟୁଜିକାଲ୍‌ ଚେୟାର୍‌ରେ ପ୍ରଥମ ହେଲେ ବୃଦ୍ଧା

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ ତରଫରୁ ବସ୍ତିଗୁଡ଼ିକରେ ‘ସ୍ବାଧୀନତାର ଉଚ୍ଛ୍ବାସ’ ମାଧ୍ୟମରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହେଉଛି। ବସ୍ତିର ପ୍ରତିଭାଙ୍କୁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ସୁଯୋଗ ଦେବାକୁ ମହାନଗର ନିଗମ ତରଫରୁ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।…

ବ୍ରହ୍ମପୁରର ସମସ୍ତ ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର୍‌

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ଚଳିତ ବର୍ଷ ୪୦ଟି ମଣ୍ଡପରେ ଦୁର୍ଗା ପୂଜା ଆୟୋଜନ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ଭି.କିର୍ତ୍ତି ଭାସନ ଅଧ୍ୟକ୍ଷତା କରିଥିଲେ । ବୈଠକରେ…

ଜୁଆ ଆଡ୍ଡାରୁ ମିଳିଲା ୫ ଲକ୍ଷ ଟଙ୍କା, ୨୧ ଜୁଆଡ଼ି ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ବାରିବନ୍ଧ ସ୍ଥିତ ଗଣେଶ ନଗରସ୍ଥିତ ଏକ ଘରେ ଚାଲିଥିବା ଜୁଆ ଆଡ୍‌ଡା ଉପରେ ସୋମବାର ପୋଲିସ ଚଢ଼ଉ କରିଛି । ୨୧ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ପାଖରୁ ନଗଦ ୪ଲକ୍ଷ ୯୯ହଜାର ୪୨୦ ଟଙ୍କା ଜବତ କରାଯାଇଛି । ଏଥି ସହିତ…

ବସ୍ତି ପ୍ରତିଭାଙ୍କୁ ମଞ୍ଚ ଦେଲା ବିଏମ୍‌ସି

ବ୍ରହ୍ମପୁର:ବ୍ରହ୍ମପୁର ସହରର ବସ୍ତିଗୁଡ଼ିକରେ ରହିଥିବା ପ୍ରତିଭାଙ୍କୁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ ପାଇଁ ମଞ୍ଚ ଦେଇଛି ବ୍ରହ୍ମପୁର ମହାନଗର ନିଗମ। ସୋମବାର ଠାରୁ ମହାନଗର ନିଗମ ତରଫରୁ ବସ୍ତିଗୁଡ଼ିକରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ ଆରମ୍ଭ ହୋଇଯାଇଛି । ସ୍ବାଧୀନତାର ଅମୃତ…

ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରସ୍ତୁତ କରିବେ ଘର ପୋଛା

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମର ୨୬ନମ୍ବର ୱାର୍ଡ ଅନ୍ତର୍ଗତ ଗୋଷାଣୀନୂଆଗାଁସ୍ଥିତ ତୋଟା ସାହି ଠାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାଁ ବିମଳା ଦ୍ୱାରା ଘର ପୋଛା ଏବଂ ୱାଇପର ପ୍ରସ୍ତୁତ କରାଯିବ। ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ମେୟର…

ମୃତକଙ୍କ ଚକ୍ଷୁଦାନ କଲେ ପରିବାର ବର୍ଗ

ବ୍ରହ୍ମପୁର:ବ୍ରହ୍ମପୁର ଦଳୁଆ ସାହିର କେ.ସୁଭଦ୍ର ରାଓଙ୍କ ୮୩ ବର୍ଷ ବୟସରେ ରବିବାର ଅପରାହ୍ନରେ ପରଲୋକ ହୋଇଯାଇଛି । ସ୍ବର୍ଗତ ସୁଭ୍ରଦ ଏକ ବ୍ୟାଙ୍କର ମ୍ୟାନେଜର ଭାବେ ଦୀର୍ଘ ବର୍ଷ କାର୍ଯ୍ୟ କରିବା ପରେ ଅବସର ଗ୍ରହଣ କରିଥିଲେ । ମୃତ୍ୟୁ ପରେ ପରିବାର ବର୍ଗ ତାଙ୍କ ଚକ୍ଷୁଦାନ କରିଛନ୍ତି।…

ଘର ବାରଣ୍ଡାରେ ଖେଳୁଥିଲା ଶିଶୁ, ପୋଖରୀରୁ ମିଳିଲା ଶବ

ବ୍ରହ୍ମପୁର:ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡାମାରୀ ପଞ୍ଚାୟତ ଗୋକର୍ଣ୍ଣମେରୀପଲ୍ଲୀ ଗ୍ରାମରେ ବୁଧବାର ଗ୍ରାମର ପିଣ୍ଟୁ ଗୌଡ଼ଙ୍କ ଦେଢ଼ ବର୍ଷର ପୁଅ ରିଶାନ ନିଖୋଜ ହୋଇଯାଇଥିଲେ । ତେବେ ବୁଧବାର ବିଳମ୍ବିତ ରାତିରେ ଗାଁ ପୋଖରୀରୁ ରିଶାନଙ୍କ ମୃତ ଦେହ ମିଳିଛି। ଏହି ଘଟଣାକୁ ନେଇ ନାନା…

ବାଲ୍ୟ ବିବାହକୁ ପ୍ରତ୍ୟାଖ୍ୟାନ କରିଥିବା କିଶୋରୀଙ୍କୁ ମିଳିବ ଦକ୍ଷତା ବିକାଶ ତାଲିମ୍‌

ବ୍ରହ୍ମପୁର:ଗଞ୍ଜାମ ଜିଲାରେ ବାଲ୍ୟ ବିବାହ ଉପରେ ଅଂକୁଶ ଲଗାଇବା ପାଇଁ ଜିଲା ପ୍ରଶାସନ ଗୋଟିଏ ପରେ ଗୋଟିଏ ଅଭିନବ ପଦକ୍ଷେପ ଗ୍ରହଣ କରୁଛି। ଏହି କ୍ରମରେ ଆଉ ଦୁଇଟି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପକୁ ସାମିଲ କରାଯାଇଛି। ଅଧାରୁ ପାଠ ଛାଡୁଥିବା ଝିଅମାନେ ବାଲ୍ୟ ବିବାହର ଶିକାର ହୋଇଥାଆନ୍ତି। ତେଣୁ…