Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ପ୍ଲାଷ୍ଟିକ ବୋତଲ ଦେଲେ ଖାଦ୍ୟରେ ରିହାତି

ବ୍ରହ୍ମପୁର: ବ୍ରହ୍ମପୁରକୁ ପ୍ଲାଷ୍ଟିକ ମୁକ୍ତ ସହରରେ ପରିଣତ କରିବାକୁ ଆଉ ଏକ ନୂଆ ଉଦ୍ୟମ ଆରମ୍ଭ ହୋଇଛି । ପୁରୁଣା ବସ ଷ୍ଟାଣ୍ଡ ଠାରେ ରିଭର୍ସ ଭେଣ୍ଡିଂ ମଶିନ(ଆର୍‌ଭିଏମ୍‌)ନାମକ ଏକ ସ୍ୱତନ୍ତ୍ର ମେସିନ୍ ପ୍ରତିଷ୍ଠା କରାଯାଇଛି। ଯେଉଁଥିରେ ପ୍ଲାଷ୍ଟିକ, ପଲିଥିନ ଆଦି ପକାଇଲେ ବଦଳରେ ଏକ ରସିଦ…

ହସପିଟାଲ କିଣାବିକାରେ ୩.୪୩ କୋଟି ଠକେଇର ଶିକାର ଡାକ୍ତର

ବ୍ରହ୍ମପୁର:ହସ୍‌ପିଟାଲ କୋଠା, ଜମି ଏବଂ ଉପକରଣ କିଣିବାକୁ ଯାଇ ବ୍ରହ୍ମପୁରର ଜଣେ ଡାକ୍ତର ୩ କୋଟି ୪୩ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି । ବାରମ୍ବାର ଟଙ୍କା ମାଗିବା ପରେ ମଧ୍ୟ ନ ମିଳିବାରୁ ଶେଷରେ ଡାକ୍ତର ଜଣକ ପୋଲିସର ଦ୍ବାରସ୍ଥ ହୋଇଛନ୍ତି । ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ବ୍ରହ୍ମପୁର ଉପକଣ୍ଠରେ ୮ଟିକିଆ ହାତୀପଲ

ବ୍ରହ୍ମପୁର: କୁକୁଡ଼ାଖଣ୍ଡି ବ୍ଲକର ଦକ୍ଷିଣପୁର ଘାଇ ପାଖରେ ୮ ଟିକିଆ ହାତୀପଲ ବୁଲାବୁଲି କରୁଛନ୍ତି । ଏହି ହାତୀପଲକୁ ନେଇ ଆଖାପାଖର ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ଫସଲ ନଷ୍ଟ ଏବଂ ହାତୀପଲର ଜନବସତି ମୁହାଁକୁ ନେଇ ସେମାନେ ନାନା ଆଶଙ୍କାରେ ରହିଛନ୍ତି । ଅପରପକ୍ଷେ ବନ…

ଝିଅକୁ ଚେଙ୍କ ମାମଲା; ସାବତ ମା’ ଗିରଫ

ବ୍ରହ୍ମପୁର: କୁରକୁରେ ଖାଇବାକୁ ୫ ଟଙ୍କା ମାଗିବା ଯୋଗୁ ୮ ବର୍ଷର ଝିଅକୁ ଚେଙ୍କ ଦେବା ମାମଲାରେ ସାବତ ମାଆକୁ ବଡ଼ବଜାର ଥାନା ପୋଲିସ ସୋମବାର ଗିରଫ କରିଛି । ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ମାମୁ ବଡବଜାର ଥାନାରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି । ରବିବାର ଝିଅକୁ…

କୁର୍‌କୁରେ ଖାଇବାକୁ ୫ ଟଙ୍କା ମାଗିଲେ; ୯ବର୍ଷର ଝିଅକୁ ଚେଙ୍କ ଦେଲା ସାବତ ମା’

ବ୍ରହ୍ମପୁର: ଟିଉସନ୍‌ ଯିବା ବେଳେ କୁର୍‌କୁରେ ଖାଇବାକୁ ୫ ଟଙ୍କା ମାଗିବାରୁ ୯ ବର୍ଷର ଝିଅଙ୍କୁ ପିଠା ପାତିଆରେ ଚେଞ୍ଚ ଦେଇଦେଲେ ସାବତ ମା’। ବ୍ରହ୍ମପୁର ସହରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଶୁକ୍ରବାର ଏହି ଘଟଣା ଘଟିଥିଲେ ମଧ୍ୟ ରବିବାର ଏକଥା ପଦାକୁ ଆସିଛି । ମିଳିଥିବା ସୂଚନା…

ବ୍ରହ୍ମପୁରରେ ଗରିବଙ୍କୁ ମିଳୁଛି ‘ବସ୍ତ୍ର ଉପହାର’; ୮ ମାସରେ ୩୦ ହଜାର ପୋଷାକ

ବ୍ରହ୍ମପୁର: ମଣିଷର ସର୍ବନିମ୍ନ ଆବଶ୍ୟକତା ଭିତରେ ରହିଛି ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ । ପୂର୍ବରୁ ବିଭିନ୍ନ ସରକାରୀ ଯୋଜନାରେ ଖାଦ୍ୟ ଏବଂ ବାସଗୃହ ମିଳୁଥିଲା । କିନ୍ତୁ ବର୍ତ୍ତମାନ ବ୍ରହ୍ମପୁର ମହାନଗର ନିଗମ ତରଫରୁ ବସ୍ତ୍ର ମଧ୍ୟ ଯୋଗାଇ ଦିଆଯିବ । ଅସହାୟ ଏବଂ ଆବଶ୍ୟକକାରୀଙ୍କୁ ବସ୍ତ୍ର…

୩୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର: ଗଞ୍ଜେଇ ଚାଲାଣ ପାଇଁ ବ୍ରହ୍ମପୁର ସହର ଏବେ ସୁରକ୍ଷିତ ରାସ୍ତା ପାଲଟିଯାଇଛି । ନିୟମିତ ଅବକାରୀ ବିଭାଗ ଧରପଗଡ଼ କରୁଥିଲେ ମଧ୍ୟ ଚାଲାଣ ଉପରେ ରୋକ୍‌ ଲାଗିପାରୁନି । ବୁଧବାର ଗଜପତି ଜିଲ୍ଲାରୁ ଉତ୍ତରପ୍ରଦେଶକୁ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ବ୍ରହ୍ମପୁର ଅବକାରୀ…

ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର…

ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ

ବ୍ରହ୍ମପୁର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା।ଗୁରୁତର ହୋଇଥିବା ଅଜିତ ପାଣିଗ୍ରାହୀ ବ୍ରହ୍ମପୁର ଏମକେସିଜି…

କୋଭିଡରେ ସେବା କାର୍ଯ୍ୟ ପାଇଁ ବ୍ରହ୍ମପୁରର ବ୍ୟବସାୟୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର: କୋଭିଡ ସମୟରେ ବିଭିନ୍ନ ପ୍ରକାର ସେବା କାର୍ଯ୍ୟ ପାଇଁ ପ୍ରଶଂସିତ ହୋଇଥିବା ବ୍ୟବସାୟୀଙ୍କୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ବ୍ରହ୍ମପୁର ମହାନଗର ନିଗମର ସମ୍ମିଳନୀ କକ୍ଷରେ ଏହି ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର…