Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ଶୀତଳ ଷଷ୍ଠୀ ଯାତ୍ରା ବେଳେ ରାତି ଅଧରେ ଗାଁରେ ବୁଲିଲା ଖଣ୍ଡା

 ଗଞ୍ଜାମ: ଗାଁରେ ଶୀତଳ ଷଷ୍ଠୀ ଯାତ୍ରା ଚାଲି ଥିବାବେଳେ ଅନ୍ୟପଟେ ଗାଁରେ ରକ୍ତ ନଦୀ ବୁହାଇଛନ୍ତି ଦୁର୍ବୃତ୍ତ। ବିଳମ୍ବିତ ରାତିରେ ପୂର୍ବତନ ସରପଞ୍ଚଙ୍କ ସମେତ ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଗଞ୍ଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ମସିହାଖାଲି ଗାଁରେ ଏହି ଘଟଣା ଘଟିଛି ।…

କୋଟିପତି ନିଶା ବେପାରୀଙ୍କ ୬ କୋଟିର ସ୍ଥାବର ଅସ୍ଥାବର ସମ୍ପତି ବ୍ୟାଜ୍ୟାପ୍ତ

ବ୍ରହ୍ମପୁର : କୋଟିପତି ନିଶା ବେପାରୀର ସ୍ଥାବର ଅସ୍ଥାବର ସମ୍ପତି ବ୍ୟାଜ୍ୟାପ୍ତ । ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇ ଜେଲରେ ଥିବା ଗଂଜାମ ଖଲ୍ଲିକୋଟର ରଜନୀକାନ୍ତ ପଟ୍ଟନାୟକଙ୍କ ପାଖାପାଖି ୬ କୋଟି ଟଙ୍କାର ସମ୍ପତି ଜବତ  । ବତ ହୋଇଥିବା ସମ୍ପତି ମଧ୍ୟରେ ୪.୫୨ କୋଟି ଟଙ୍କାର ସୁନା…

ବିଡିଏର ସାଧାରଣ ବୈଠକ: କ୍ରୀଡ଼ା, ଆବାସ, ବ୍ୟବସାୟ ଭିତ୍ତିଭୂମିକୁ ଗୁରୁତ୍ବ

ବ୍ରହ୍ମପୁର: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସାଧାରଣ ପରିଷଦ ବୈଠକ ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବ୍ରହ୍ମପୁର, ଗୋପାଳପୁର ଏବଂ ଛତ୍ରପୁରର ଅନେକ ବିକାଶମୂଳକ ପ୍ରକଳ୍ପ ସଂପର୍କରେ ଆଲୋଚନା ହୋଇଥିଲା । ବିଶେଷକରି କ୍ରୀଡ଼ା, ଆବାସ ଏବଂ…

ମାଁ ବୁଢ଼ୀ ଠାକୁରାଣୀ ମନ୍ଦିରର ହେବ ନବିକରଣ

ବ୍ରହ୍ମପୁର: ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟର ଗୋଟିଏ ପରେ ଗୋଟିଏ ପ୍ରସିଦ୍ଧ ମନ୍ଦିରର ନବିକରଣ କରାଯାଉଛି । ଏହା ଭିତରେ ମାଁ ତାରା ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ନବିକରଣ ଅଭିଯାନରେ ସାମିଲ ହେବାକୁ ଯାଉଛି ବ୍ରହ୍ମପୁରର ପ୍ରସିଦ୍ଧ ତଥା ଆରାଧ୍ୟ…

ଏମକେସିଜିରେ ଡାକ୍ତର ଅଭାବ, ଘଣ୍ଟ ବାଡେଇ ପ୍ରତିବାଦ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସମସ୍ତ ଡାକ୍ତର ପଦବୀ ପୂରଣ ଓ ରୋଗୀ ଦେଖା ସମୟରେ ଅନୁପସ୍ଥିତ ରହୁଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବ୍ରହ୍ମପୁରର ସଚେତନ ନାଗରିକ ଓ ବିଭିନ୍ନ ଗଣ ସଂଗଠନଙ୍କ ପକ୍ଷରୁ…

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା! ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଂଜାମ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଅଗ୍ନିଶମ କର୍ମଚାରୀ ଦୟାନିଧି ମହନ୍ତ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଆତ୍ମହତ୍ୟା ପୂର୍ବରୁ ସେ ଏକ ସୁଇସାଇଡ୍ ନୋଟ୍ ଲେଖିଥିଲେ । ତେବେ ପରିବାରର ଦେଖାଶୁଣା…

ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତି ଦେଇଥିବା ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତ ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ରାତିରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ହେଲେ ଛତ୍ରପୁର ବୋରିଗାଁର ବାଦଲ ସାହୁ…

ଅଶାନ୍ତ ସମୁଦ୍ର: ମରଣଯନ୍ତାରୁ ଖସିଆସିଲେ ମତ୍ସ୍ୟଜୀବୀ

ଗୋପାଳପୁର: ସମୁଦ୍ର ଅଶାନ୍ତ ଥିବା ବେଳେ ଦରିଆ ଭିତରକୁ ଯାଉଛନ୍ତି ମତ୍ସ୍ୟଜୀବୀ । ଯାହାର ପରିଣାମ ଆଜି ବ୍ରହ୍ନପୁର ଗୋପାଳପୁର ବନ୍ଦର ନିକଟରେ ଦେଖିବାକୁ ମିଳିଛି। ସୌଭାଗ୍ୟବଶତଃ ଡଙ୍ଗାଟି ବୁଡି ଯାଇଥିଲା ହେଲେ ମତ୍ସ୍ୟଜୀବୀ ମାନେ ମରଣଯନ୍ତାକୁ ଖସି ଆସିବାରେ ସକ୍ଷମ ହୋଇଛନ୍ତି। ମଙ୍ଗଳବାର…

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ବର: ପ୍ରଫେସର୍ ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଓଡ଼ିଶା ୟୁନିଭର୍ସିଟି ଆକ୍ଟ ୧୯୮୯ର ଧାରାରେ ଦିଆଯାଇଥିବା କ୍ଷମତାର ବ୍ୟବହାରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ଭାବେ…

ନକଲି ବିଦେଶୀ ମଦ କାରଖାନାରେ ଅବକାରୀ ବିଭାଗର ଚଢାଉ, ୨ ଗିରଫ

ବ୍ରହ୍ମପୁର : ବ୍ରହ୍ମପୁରରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ । ଗୋପାଳପୁର ଥାନା ଡ଼ୁରା ଅଞ୍ଚଳରେ ନକଲି ମଦ ପ୍ରସ୍ତୁତ ନେଇ ସୂଚନା ମିଳିବା ପରେ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଚଢଉ କରି ବିପୁଳ ପରିମାଣ ନକଲି ମଦ ଜବତ କରିଛି । ଏଥିରେ ସମ୍ପୃକ୍ତ ଥିବା ବ୍ରହ୍ମପୁର ପ୍ରେମ ନଗରର…