Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

୫୦୦ କୋଟିର ଠକକୁ ଗିରଫ କଲା ଇଓଡବ୍ଲୁ

ବ୍ରହ୍ମପୁର: ୫୦୦ କୋଟିର ଠକ ଗିରଫ ।  ୫୦୦କୋଟି ଟଙ୍କା ଠକେଇ ଅଭିଯୋଗରେ ସକସେସ୍ ଅନଲାଇନ ସର୍ଭିସ ସିଷ୍ଟମ (ଏସଓଏସଏସ) ଚିଟଫଣ୍ଡ କମ୍ପାନିର ଆଞ୍ଚଳିକ ନିର୍ଦ୍ଦେଶକ ଗିରଫ । ଗଞ୍ଜାମର ବ୍ରହ୍ମପୁରରୁ ଅଭିଯୁକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ନିଖିଳାନନ୍ଦ ପଶୁପାଳକଙ୍କୁ ଇଓଡବ୍ଲୁ ଦ୍ବାରାଗିରଫ…

ସ୍ୱାଧୀନ ପ୍ରାର୍ଥୀଙ୍କ ଘର ସାମ୍ନାରେ ଆତଙ୍କରାଜ: ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି ଚୁର୍‌ମାର୍‌

ବ୍ରହ୍ମପୁର  : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଷାଣିନୂଆଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । କିଛି ଦୁର୍ବୃତ୍ତ ରାତି ଅଧରେ ପରାଜିତ ବିଜେପି ଓ ସ୍ୱାଧୀନ ପ୍ରାର୍ଥୀଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଘର ଉପରକୁ ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି…

ପୌର ଫଇସଲା: ଭୁବନେଶ୍ୱର ମେୟର ଭୋଟ୍ ଗଣତିର ଟ୍ରେଣ୍ଡ୍

ଭୁବନେଶ୍ୱର: ଚାଲିଛି ଭୋଟ୍ ଗଣତି, ଆସିଲା ଭୁବନେଶ୍ୱରର ଟ୍ରେଣ୍ଡ୍ । ସନ୍ଧ୍ୟା ୫ଟା ସୁଦ୍ଧା ମିଳିଥିବା ଟ୍ରେଣ୍ଡ ମୁତାବକ  ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ବହୁଆଗରେ ରହିଛନ୍ତି । ଟ୍ରେଣ୍ଡ୍ ମୁତାବକ ବିଜେଡିର ମେୟର ପ୍ରାର୍ଥିନୀ ସୁଲୋଚନା ଦାସ ୧ଲକ୍ଷ ୩୯ ହଜାର ୪୮୮ ଭୋଟରେ ଆଗୁଆ ରହିଥିବାବେଳେ…

ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି, ଥାନା ଅଧିକାରୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି । ଏହି ଗୁଳିରେ ଥାନା ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଥାନା ଅଧିକାରୀ ଜଣକ ହେଲେ ଦେବ୍ କୁମାର ଗମାଙ୍ଗ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସପି । ଗୁରୁତର ଆଇଆଇସିଙ୍କୁ ଆସିକା ଡାକ୍ତରଖାନାରେ…

[ଦେଖନ୍ତୁ ଭିଡିଓ] ବୁଦ୍ଧଖୋଲ ପାହାଡରୁ ବିରଳ ବରକୁଦିଆ ସରୀସୃପ ଉଦ୍ଧାର

ଭୁବନେଶ୍ୱର: ଉଦ୍ଧାର ହେଲା ଏକ ବିରଳ ବରକୁଦିଆ ସରୀସୃପ  ଗଞ୍ଜାମ ଜିଳ୍ଲାର ବୁଦ୍ଧଖୋଲ ପାହାଡରୁ ଏହି ବିରଳ ବରକୁଦିଆକୁ ଉଦ୍ଧାର କରିଛି ସ୍ନେକ୍ ହେଲ୍ପଲାଇନ୍। ଗୋଡ଼ ନଥିବା ଏହି ସରୀସୃପ ଚମ୍ପେଇନେଉଳ ପ୍ରଜାତିର ବୋଲି ଜଣାପଡ଼ିଛି । ଏହା ଓଡ଼ିଶାର ଦୁଇଟି ସ୍ଥାନରେ ରହିଥିବା ଚିହ୍ନଟ ହୋଇଥିଲା ।…

କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରୁ ୧୬ ଲକ୍ଷ ଟଙ୍କା ଜବତ କଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ବ୍ରହ୍ମପୁର ଗ୍ରାମ୍ୟ ପୂର୍ତ୍ତ ବିଭାଗ ଇଲେକ୍ଟ୍ରିକାଲ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ରେଡ୍ ଚାଲିଛି । ଯାଞ୍ଚ ବେଳେ ଘରୁ ମିଳିଲା ୧୬ଲକ୍ଷ ୭୦ ହଜାର ଟଙ୍କା । ବିଡ଼ା ବିଡ଼ା ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଆୟ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ବିଦ୍ୟୁତ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ବିଦ୍ୟୁତ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର, ଛତ୍ରପୁର ଓ ଭୁବନେଶ୍ୱରରେ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ…

ମଞ୍ଜୁ ରଥ କଂଗ୍ରେସର ବ୍ରହ୍ମପୁର ମହାନଗର ନିଗମ ମେୟର ପ୍ରାର୍ଥୀ

ବ୍ରହ୍ମପୁର: ପୌର ନିର୍ବାଚନ ତାତି ଜୋର ଧରିଛି । ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ମଞ୍ଜୁ ରଥ ହେଲେ ବ୍ରହ୍ମପୁର ମହାନଗର ନିଗମ ପାଇଁ କଂଗ୍ରେସର ମେୟର ପ୍ରାର୍ଥୀ । ତାଙ୍କ ନାଁରେ ମୋହର ମାରିଛି କଂଗ୍ରେସ ନେତୃତ୍ୱ । ବ୍ରହ୍ମପୁର ମହାନଗର ନିଗମ ମେୟର…

ବ୍ରହ୍ମପୁର ମହାନଗର ନିଗମ ବିଜେପିର ମେୟର ପ୍ରାର୍ଥୀ ଡ. ସବିତା ସୁଆର

ବ୍ରହ୍ମପୁର  : ଭୁବନେଶ୍ୱର, କଟକ ପରେ ଏବେ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେପି । ଭୁବନେଶ୍ୱର ମେୟର ପ୍ରାର୍ଥୀ ଭାବେ ଦଳ ସାହିତ୍ୟିକା ଡଃ ସୁନୀତି ମୁଣ୍ଡଙ୍କୁ ବାଛିଥିବା ବେଳେ ଏବେ ବ୍ରହ୍ମପୁର ମହାନଗର ନିଗମ ପାଇଁ ବିଜେପିର ମେୟର ପ୍ରାର୍ଥୀ ହୋଇଛନ୍ତି ଡ. ସବିତା ସୁଆର ।…

୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର…