Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ଲକ୍ଷାଧିକ ଟଙ୍କାର ଗୋଲ୍ଡ ବ୍ରେସଲେଟ ପାଇ ପୋଲିସକୁ ଫେରାଇଲେ ଏହି ଯୁବ ଆଇନଜୀବୀ !

ବ୍ରହ୍ମପୁର: ନିଜର ସଚ୍ଚୋଟତା ଲାଗି ଆଜି ବ୍ରହ୍ମପୁରର ଜଣେ ଯୁବ ଆଇନଜୀବୀ ସବୁ ମହଲରୁ ପ୍ରଶଂସିତ ହେବାରେ ଲାଗିଛନ୍ତି । ବାଲାଜୀ ରେଡ୍ଡୀ ନାମକ ଜଣେ ଯୁବ ଆଇନଜୀବୀ ଗୋପାଳପୁର ଜଙ୍କସନରେ ୧.୪୫ ଲକ୍ଷ ଟଙ୍କା ମୂଲ୍ୟର ଏକ ଗୋଲ୍ଡ ବ୍ରେସଲେଟ୍ ପାଇଥିଲେ । ସେ ଏହି ମୂଲ୍ୟବାନ ବ୍ରେସଲେଟଟିକୁ…

ବ୍ରହ୍ମପୁର ସହର ୪ ଦିନ ପାଇଁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍

ବ୍ରହ୍ମପୁର: ପ୍ରତିଦିନ ରେଶମ ସହର ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସହର ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠାରୁ ମଙ୍ଗଳବାର ପର୍ଯ୍ୟନ୍ତସମ୍ପୂର୍ଣ୍ଣ ସଟ୍ ଡାଉନ ରହିବ ପୁରା ସହର । ଏହି ସମୟରେ ସହରରେ ୭୦ଟି…

ଭିଡିଓ ଜର୍ଣ୍ଣାଲିଷ୍ଟ ସୁକାନ୍ତ ପାଣିଗ୍ରାହୀଙ୍କ ପରଲୋକ

ବ୍ରହ୍ମପୁର : ଓଡିଶା ମିଡିଆରେ କାମ କରୁଥିବା ଭିଡିଓ ଜର୍ଣ୍ଣାଲିଷ୍ଟ ସୁକାନ୍ତ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା । ଗତ କିଛି ବର୍ଷ ହେବ ସେ ଜିହ୍ୱା କ୍ୟାନସରରେ ପୀଡିତ ହୋଇଥିଲେ । ଚିକିତ୍ସା ପରେ ଭଲ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ପୁଣି…

ଏମ୍‌କେସିଜି ଡାକ୍ତରଙ୍କ କାନକୁ କାମୁଡି ଛିଣ୍ଡାଇ ଦେଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର : ଏମ୍‌କେସିଜିରେ ଅଭାବନୀୟ ଘଟଣା । ରାଗରେ ଡାକ୍ତରଙ୍କ କାନକୁ କାମୁଡି ଛିଣ୍ଡାଇ ଦେଲେ ରୋଗୀଙ୍କ ସମ୍ପର୍କୀୟ ।  ଏମ୍‌କେସିଜି ମେଡିକାଲର ଲେବର ରୁମ ନିକଟରେ ଏହି ଘଟଣା ଘଟିଛି । ରୋଗୀଙ୍କ ପାଇଁ ଥିବା ଚିକିତ୍ସା ବ୍ୟବସ୍ଥାକୁ ନେଇ ତାଙ୍କ ସମ୍ପର୍କୀୟ ଅସନ୍ତୁଷ୍ଟ ଥିଲେ । ଏହି…

ଲକ୍‌ଡାଉନରେ ଯାଉଥିଲେ ବିଶାଖାପାଟଣାରୁ କୋଲକାତା, ଅଟକ ରଖିଲା ଓଡିଶା ପୋଲିସ

ବ୍ର୍ରହ୍ମପୁର : ଲକ୍‌ଡାଉନର ଦ୍ୱିତୀୟ ପର୍ଯ୍ୟାୟ ଚାଲିଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକେ ଚାଲି ଚାଲି ନିଜ ଗାଁକୁ ଫେରୁଥିବାର ଦେଖାଯାଉଛି । ବିଶାଖାପାଟଣାରୁ କୋଲକାତା ଅଭିମୁଖେ ବାହାରିଥିବା ୧୦ ଜଣ ଶ୍ରମିକ ଶ୍ରେଣୀର ଲୋକଙ୍କୁ ଶନିବାର ପୋଲିସ ଲାଂଜିପଲ୍ଲୀ ବାଇପାସ୍ ଠାରେ ଅଟକାଇଥିଲା ।…

ବ୍ରହ୍ମପୁର ଏମକେସିଜିକୁ ମିଳିଲା କୋଭିଡ୧୯ ନମୁନା ପରୀକ୍ଷା ଅନୁମତି

ବ୍ରହ୍ମପୁର: କୋଭିଡ୧୯ ପରୀକ୍ଷା ପାଇଁ ବ୍ରହ୍ମପୁର ଏମକେସିଜିକୁ ଅନୁମତି । ଏମକେସିଜି ମେଡିକାଲ କଲେଜକୁ ଏହି ଅନୁମତି ଦେଇଛନ୍ତି ଇଣ୍ଡିଆନ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମଆର୍‌) । ଦକ୍ଷିଣ ଓଡିଶାର ପ୍ରଥମ ହସ୍ପିଟାଲ ଭାବେ ଏଠାରେ ପରୀକ୍ଷଣ ଆରମ୍ଭ ହେବ । ବର୍ତ୍ତମାନ ଭୁବନେଶ୍ୱରର…

କରୋନା ସଚେତନତା: ବ୍ରହ୍ମପୁରରେ ରାସ୍ତାରେ ଲେଖାଯାଇଛି ବାର୍ତ୍ତା

ବ୍ରହ୍ମପୁର : କୋଭିଡ୧୯ ଭୟବହତାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ସଚେତନ କରିବାକୁ ଉଦ୍ୟମ ହେଉଛି । ତେବେ ରେଶମ ସହର ବ୍ରହ୍ମପୁରରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି । ରାସ୍ତା ଉପରେ ଚିତ୍ର କରି କରୋନା ସଚେତନତାର ବାର୍ତ୍ତା ଦିଆଯାଉଛି । ସହରର ଗେଟ୍ ବଜାର ଛକ, କମାପଲ୍ଲୀ ଛକ ପରି…

ସାମାଜିକ ଦୂରତ୍ୱ ନେଇ ରାଜ୍ୟର ବିଭିନ୍ନ ସହରର ହାଟରେ ହେଲା ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ସାରା ରାଜ୍ୟରେ ଲକ୍‌ଡାଉନ ଘୋଷଣା ହୋଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ନେଇ କୌଣସି କଟକଣା ନାହିଁ । କିନ୍ତୁ ଗତ ଦୁଇ ଦିନ ହେଲା ହାଟମାନଙ୍କରେ ଭିଡକୁ ଲକ୍ଷ୍ୟ କରି ପ୍ରଶାସନ ପକ୍ଷରୁ ରାଜ୍ୟର ବିଭିନ୍ନ ସହରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର…

ହୋମ କ୍ୱାରେଣ୍ଟାଇନ ଉଲ୍ଲଂଘନ ପାଇଁ ବ୍ରହ୍ମପୁରରେ ଜଣଙ୍କ ନାଁରେ ମାମଲା ରୁଜୁ

ବ୍ରହ୍ମପୁର: ନିକଟରେ ଦୋହାରୁ ଫେରିଥିବା ଜଣେ ବ୍ୟକ୍ତି ହୋମକ୍ୱାରେଣ୍ଟାଇନରେ ଥାଇ ମଧ୍ୟ ଏଥିରେ ଖିଲାପ କରିଥିବା ଅଭିଯୋଗ ଆସିଛି । ପାତ୍ରପୁର ତହସିଲଦାରଙ୍କ ଅଭିଯୋଗ କ୍ରମେ ବ୍ରହ୍ମପୁର ଜରଦା ପୋଲିସ ଥାନାରେ ମାମଲା ରୁଜୁ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସରକାରୀ…

ବ୍ରହ୍ମପୁରରେ ଜନତା କର୍ଫ୍ୟୁର ବ୍ୟାପକ ପ୍ରଭାବ, ରାସ୍ତାଘାଟ ଓ ବଜାର ଶୂନଶାନ

ବ୍ରହ୍ମପୁର: କରୋନା ସଂକ୍ରମଣ ରୋକିବା ପାଇଁ ଆଜି ଚାଲିଥିବା ଜନତା କର୍ଫ୍ୟୁକୁ ରେଶମ ସହରରେ ବ୍ୟାପକ ଜନସମର୍ଥନ ମିଳିଥିବା ଦେଖାଯାଇଛି । ସହରର ସମସ୍ତ ପ୍ରମୁଖ ଛକ, ବଜାର ତଥା ରାସ୍ତାଘାଟ ଶୂନଶାନ ରହିଛି । ଲୋକେ ସଚେତନ ହୋଇ ଘରୁ ବାହାରୁ ନ ଥିବା ବେଳେ କିଛି ସ୍ଥାନରେ ବାହାରକୁ ଆସିଥିବା…