Latest Odisha News

BREAKING NEWS

Browsing Category

ବ୍ରହ୍ମପୁର

Berhempur

ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହେଲେ କୋଭିଡ୍‌-୧୯ ସନ୍ଦିଗ୍ଧ ଇଞ୍ଜିନିୟରିଂ ଛାତ୍ର, ବୟସ୍କ ମହିଳା

ବ୍ରହ୍ମପୁର: ବ୍ରହ୍ମପୁରରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ମହିଳା ଏବଂ ଜଣେ ଇଞ୍ଜିନିୟରିଂ ଛାତ୍ର କରୋନା ଭାଇରସ୍ ସଂଦିଗ୍ଧ ବୋଲି ଜଣାପଡ଼ିଛି । ସୋମବାର ଦିନ ଏହି ଦୁଇଜଣଙ୍କୁ ସ୍ଥାନୀୟ ଏମକେସିଜି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା ।…

ଏହି ସ୍କୁଲରେ ଆରମ୍ଭ ହେଲା ନୂଆ ନିୟମ; ପିଲାମାନେ ଶନିବାର ସ୍କୁଲକୁ ଆଣିବେନି ବହି, ବ୍ୟାଗ୍ !

ବ୍ରହ୍ମପୁର: କୋମଳମତି ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲାପାଳ ଏକ ଅଭିନବ ଉପାୟ ଅବଲମ୍ବନ କରିଛନ୍ତି । ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପିଲାମାନେ ଶନିବାର ଦିନ ବିଦ୍ୟାଳୟରେ ‘ନୋ ସ୍କୁଲ ବ୍ୟାଗ ଡ଼େ’ ଭାବେ ପାଳନ କରିବେ । ଅର୍ଥାତ୍ ଏହିଦିନ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର: ମଙ୍ଗଳବାର ଦିନ ବ୍ରହ୍ମପୁର ରୋଡ ଓ ବିଲ୍ଡିଂ ସର୍କଲ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢ଼ୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ୱତନ୍ତ୍ର ନ୍ୟାୟାଧୀଶଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଚଢ଼ଉ କରାଯାଇଛି ।…

ଜାଲ ପ୍ରମାଣପତ୍ର ତିଆରି ଅଭିଯୋଗରେ ଦୁଇ ସ୍କୁଲ ଶିକ୍ଷକ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସ୍କାରେ ସରକାରୀ ନିଯୁକ୍ତି ପାଇଁ ନକଲି ବିଇଡି ପ୍ରମାଣପତ୍ର ତିଆରି କରିବା ଅଭିଯୋଗରେ ଦୁଇ ସରକାରୀ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ଗୌରୀ ଶଙ୍କର ଜେନା ଓ ଦୟାନିଧି ପରିଡା । ଆସ୍କା ବ୍ଲକ ଶିକ୍ଷା ଅଧିକାରୀ କୃତିବାସ ବାରିକଙ୍କ…