Latest Odisha News
Browsing Category

ବ୍ରହ୍ମପୁର

Berhempur

କ୍ରେଡିଟ୍‌ କାର୍ଡ ନଥାଇ ସାଇବର ଠକ ନେଇଗଲେ ଲକ୍ଷେ ୨୦ ହଜାର ଟଙ୍କା

ବ୍ରହ୍ମପୁର: ଗୋଟିଏ କ୍ରେଡିଟ କାର୍ଡ ବନ୍ଦ ହୋଇଯାଇଥିଲା। ଆଉ ଗୋଟିଏ କାର୍ଡ ପାଇଁ ଆଦୌ ଆବେଦନ କରିନାହାନ୍ତି। ଅଥଚ ଦୁଇଟି କାର୍ଡ ଜରିଆରେ ୧ଲକ୍ଷ ୨୦ ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ନେଇଯାଇଛନ୍ତି ସାଇବର ଠକ୍‌। ଏନେଇ ବ୍ରହ୍ମପୁର ସାଇବର ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ,…

ବିକ୍ରି ହେଉଛି ଗୋପାଳପୁର ବେଳାଭୂମି ମହୋତ୍ସବର ପାସ୍‌; ଧରିଲା ପୋଲିସ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମି ମହୋତ୍ସବର ପାସ୍‌ ବିକ୍ରି ଘଟଣାରେ ଦୁଇ ଯୁବକଙ୍କୁ କାବୁ କରିଛି ପୋଲିସ। ପାସ୍‌ ବିକ୍ରି କରିଥିବା ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ଧରିବାରେ ସଫଳ ହୋଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ପାସ୍‌ ବିକ୍ରି କରୁଥିବା ବ୍ୟକ୍ତିଙ୍କ ନାଁରେ ଅପରାଧିକ ମାମଲା…

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ବିଭାଗର ଅବସରପ୍ରାପ୍ତ ପ୍ରଫେସର ସୁନୀଲକାନ୍ତ ବେହେରାଙ୍କ ପରଲୋକ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରଫେସର ସୁନୀଲକାନ୍ତ ବେହେରାଙ୍କ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ସହର ହିଲପାଟଣାସ୍ଥିତ ଗୋପବନ୍ଧୁ ନଗର ନିଜ ବାସ ଭବନରେ ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ…

ଜିଏସ୍‌ଟି ଅଧିକାରୀ ପରିଚୟ ଦେଇ ନେଇଥିଲେ ଲକ୍ଷେ ୪୦ ହଜାର ଟଙ୍କା, ୪ଜଣଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର: ନିଜକୁ ଜିଏସ୍‌ଟି ବିଭାଗର ଅଧିକାରୀ ବୋଲି ପରିଚୟ ଦେଇ ଜଣେ ବ୍ୟବସାୟିଙ୍କ ଠାରୁ ଏକ ଲକ୍ଷ ୪୦ ହଜାର ଟଙ୍କା ଏବଂ ୬୦ ପ୍ୟାକେଟ୍‌ ପାନ୍‌ ମସଲା ନେଇଯିବା ଘଟଣାରେ ୪ଜଣଙ୍କୁ ଗିରଫ କରିଛି ଗଞ୍ଜାମ ଜିଲାର ଛତ୍ରପୁର ଥାନା ପୋଲିସ। ଗିରଫମାନେ ହେଲେ ବ୍ରହ୍ମପୁର ମୀନାକ୍ଷିନଗରର ସୀମାଞ୍ଚଳ…

ବ୍ରହ୍ମପୁରରେ ଘରୋଇ ହସପିଟାଲରେ ଜିଲାପାଳ, ଏସ୍‌ପିଙ୍କ ଚଢ଼ଉ

ବ୍ରହ୍ମପୁର: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ) କାର୍ଡର ସୁପରିଚାଳନାକୁ ନେଇ ପ୍ରଶାସନ ଓ ପୁଲିସ ପକ୍ଷରୁ ସହରର ବିଭିନ୍ନ ଘରୋଇ ହସପିଟାଲରେ ପୁଣି ଥରେ ଯାଞ୍ଚ କରାଯାଇଛି। ରବିବାର ଅପରାହ୍ନରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ,…

ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୂମି ପରିସରରେ ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌ ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଗୋପାଳପୁର ବେଳାଭୂମି ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବା ଅବସରରେ ଏହି ବିରଳ କଳାକୃତି ପ୍ରସ୍ତୁତ…

ହିନ୍ଦୀ ଶିକ୍ଷକଙ୍କ ଘରେ ମଦ ଫ୍ୟାକ୍ଟ୍ରି

ବ୍ରହ୍ମପୁର:ପେଶାରେ ହିନ୍ଦୀ ଶିକ୍ଷକ। ହେଲା ଘରେ କରିଥିଲେ ଦେଶୀ ମଦ ଫ୍ୟାକ୍ଟ୍ରି। ଦୀର୍ଘ 15 ବର୍ଷ ଧରି ଏହି ବ୍ୟବସାୟ କରି ପୋଲିସ ଓ ଅବକାରି ବିଭାଗର ଅଧିକାରୀମାନେ ସୁରାକ୍ ପାଉନଥିଲେ।ଶେଷରେ ଅବକାରୀ ଗୁଇନ୍ଦା ବିଭାଗ ଏଏସଆଇ ସୁରେନ୍ଦ୍ର ପ୍ରଧାନ ଓ ତାଙ୍କ ଟିମ ଶନିବାର ମଦ ବିକ୍ରି କରୁଥିବା…

ଭାଉଜଙ୍କ ଘରେ ଦିଅରଙ୍କ ସନ୍ଦେହଜନକ ମୃତ୍ୟୁ; ହତ୍ୟା ମାମଲା ପରେ ତଦନ୍ତ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ହରିଡାଖଣ୍ଡି ନିକଟ ତୃପ୍ତିନଗର ତୃତୀୟ ଲେନ୍‌ରେ ଗୁରୁବାର ରାତିରେ ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ବୁରୁକୁଦି ଗ୍ରାମର ରଞ୍ଜିତ ପାତ୍ର। ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି…

ବ୍ରହ୍ମପୁର ଉପକଣ୍ଠରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ କରିବା ସହିତ ତିନି ଜଣଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଗଜପତି ଜିଲା ଅନ୍ତରବା ଅଞ୍ଚଳର ପ୍ରଫୁଲ୍ଲ ସାହୁ (୫୯), ନକୁଳ ଗମାଙ୍ଗ (୨୮) ଓ ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳର ତାରିଣୀ ଜେନା…

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଅଧ୍ୟାପକ କ୍ବାର୍ଟରରୁ ଅଜଗର ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଅଧ୍ୟାପକ କ୍ବାର୍ଟର ପରିସରରୁ ଏକ ଅଜଗର ସାପକୁ ମଙ୍ଗଳବାର ବିଳମ୍ବିତ ରାତିରେ ସ୍ନେକ୍‌ ହେଲପ ଲାଇନର ସଦସ୍ୟ ଉଦ୍ଧାର କରିଛନ୍ତି। ସୂଚନା ମୁତାବକ କ୍ବାର୍ଟର ନମ୍ବର ବି-୬ ପରିସରରେ ଏକ ବିରାଟକାୟ ସାପକୁ ଦେଖି ସ୍ନେକ ହେଲ୍ପ ଲାଇନକୁ…