Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ଆରମ୍ଭରୁ ହିଁ ଗର୍ଜିଲେ ଶାହା, ନବୀନ ବାବୁ ଓଡିଶାକୁ ତାମିଲ ମୁଖ୍ୟମନ୍ତ୍ରୀ ଦେବାକୁ ଚାହୁଁଛନ୍ତି

ଭଦ୍ରକ: ଆଜି ଚାନ୍ଦବାଲି ନିର୍ବାଚନୀ ସଭାରେ ଆରମ୍ଭରୁ ହିଁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହା । କହିଲେ ଓଡିଆ ଅସ୍ମିତାକୁ ବଞ୍ଚେଇବା କି ନାହିଁ ?, ତେଣୁ ଓଡିଶାରେ ବିଜେପି ସରକାର ଗଢିବା । ୨୫ ବର୍ଷ ପରେ ଓଡିଶାରେ ଓଡିଆ କହି ଆଉ ଲେଖି ପାରୁଥିବା ଲୋକ…

ଭଦ୍ରକରେ ଚାଞ୍ଚଲ୍ୟ: ୧୦ବର୍ଷ ପରେ ଗିରଫ ହେଲା ପତ୍ନୀହନ୍ତା

ଭଦ୍ରକ: ସ୍ତ୍ରୀକୁ ହତ୍ୟା କରିବା ପରେ ୧ହ ବର୍ଷ ହେବ ଫେରାର ଥିଲା ଅଭିଯୁକ୍ତ  । ଆଉ ଏବେ ବାନ୍ଧିଲା ପୋଲିସ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ମୁସ୍ତାଫାରୁର ଗାଁରେ  । ଅଭିଯୁକ୍ତ ଜଣକ ସେକ୍ ଚାନ୍ଦ ବାବୁ ବୋଲି ଜଣାପଡିଛି । ପୋଲିସ ଆଜି ସେକ୍ କୁ ଗିରଫ କରି କୋର୍ଟ…

ରୋଗୀମୃତ୍ୟୁ ଅଭିଯୋଗ, ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ସଳନ୍ଦୀ ହସ୍ପିଟାଲରେ ଉତ୍ତେଜନା। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା…

ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା: OSSC ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ

ଭଦ୍ରକ: ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ OSSC ପରୀକ୍ଷା ବେଳେ ଉତ୍ତେଜନା। ଅର୍ବାନ୍‌ ଲୋକଲ ବଡ଼ି ବା ULB ଆକାଉଣ୍ଟ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ମହାବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ପରୀକ୍ଷାର୍ଥୀ ।…

ଆଖଣ୍ଡଳମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ

ଭଦ୍ରକ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ । ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା…

ଏପ୍ରିଲରେ ଡହ ଡହ ଖରା, ମେ’ରେ ବାତ୍ୟା ସାମ୍ନା କରିବ ଓଡ଼ିଶା !

ଭୁବନେଶ୍ୱର: ଏପ୍ରିଲରେ ଡହ ଡହ ଖରାରେ ସିଝିଥିବା ଓଡିଶାବାସୀଙ୍କୁ ତାତିରୁ ମିଳିଲା ତ୍ରାହି । ହେଲେ ଆସନ୍ତାମାସରେ ଅର୍ଥାତ ଆସନ୍ତାକାଲି ପାଖରୁ ତାତି କମିବା ସହିତ ସପ୍ତାହକ ଭିତରେ ଖୁବଶୀଘ୍ର ବାତ୍ୟାକୁ ସାମ୍ନା କରିବାକୁ ଯାଉଛନ୍ତି । ଆଞ୍ଚଳିକ ପାଣିପାଗ ବିଭାଗ ଟୁଇଟ୍ କରି କହିଛି, ୪ ତାରିଖ…

ମାନସ ସ୍ୱାଇଁ ହତ୍ୟା ଘଟଣା: ଭଦ୍ରକ ଜେଲରେ ୨ ଅଭିଯୁକ୍ତଙ୍କୁ ୭ ଘଣ୍ଟା ଜେରା କଲା କ୍ରାଇମବ୍ରାଞ୍ଚ୍ ଟିମ୍

ଭଦ୍ରକ  : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା । ଆଜି ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ୭ ଘଣ୍ଟା ଧରି ଦୁଇ ଜଣଅଭିଯୁକ୍ତଙ୍କୁ ଜେରା କରିଛି । ଦିନ ୧୧ଟାରେ ଭଦ୍ରକ ସ୍ୱତନ୍ତ୍ର ପକାରାଗାରରେ ପହଁଞ୍ଚିଥିଲା କ୍ରାଇମବ୍ରାଞ୍ଚ୍ ଟିମ୍ । ତା ପରେ ବିବେକ ନାୟକ ଓ ଭାଗ୍ୟଧର…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

ଭଦ୍ରକ : ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର । ନଗଦ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ମାଡି ବସିଲା ଭିଜିଲାନ୍ସ । ଭଦ୍ରକ ଧୂସୁରୀ ସଆଁଁଳପୁର ସ୍ଥିତ ଆଇ ଜି ଏମ କଲେଜରେ ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି । ତାଙ୍କଠାରୁ ୧୦ ହଜାର ଟଙ୍କା…

ଔଷଧ କିଣିବାକୁ ଯାଇଥିବା ବେଳେ ଯୁବକଙ୍କୁ ଏସିଡ଼୍ ମାଡ଼

ଭଦ୍ରକ  : ଔଷଧ କିଣିବାକୁ ଯାଇ ଏସିଡ୍‌ ମାଡ଼ର ଶିକାର ହେଲେ ଯୁବକ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଏସିଡ ମାଡ଼ ଅଭିଯୋଗ ହୋଇଛି । ଭଦ୍ରକ ବନ୍ତ ଥାନା ସିଲନ୍ଦୀ ଗାଁରୁ ଏଭଳି ଅଭିଯୋଗ ଆସିଛି । ଜମି ବାଡ଼ି ଓ ମଦ ବିକ୍ରିକୁ ବିରୋଧ କରିବାରୁ ଗାଁର ଜଣେ ଯୁବକଙ୍କୁ ଏସିଡ ମାଡ଼…

ଭଦ୍ରକରେ ବଢୁଛି ବିଜେଡିର ବଳ ,ସ୍ୱାଧୀନ କାଉନସିଲର ବିଜେଡିରେ ମିଶିଲେ

ଭଦ୍ରକ : ଭଦ୍ରକରେ ବଢୁଛି ବିଜେଡିର ବଳ । ଭଦ୍ରକ ପୌର ପାଳିକାରେ ସ୍ୱାଧିନ କାଉନସିଲର ବିଜେଡିରେ ମିଶିଲେ । ରାତି ପାହିଲେ ଭଦ୍ରକ ପୌର ପାଳିକାରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ । ସ୍ୱାଧିନ ଭାବେ ନିର୍ବାଚନରେ ଏକ ନମ୍ବର ୱାର୍ଡରୁ ବିଜୟ ଲାଭ କରିଥିବା ଜୟନ୍ତି ପୃଷ୍ଟି ଆଜି ବିଦ୍ଧି ବଦ୍ଧ…