Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

୨୦ରୁ ଉର୍ଦ୍ଧ୍ଵ ଗାଈଙ୍କୁ ଉଦ୍ଧାର କଲା ବଜରଙ୍ଗୀ ଦଳ

ଭଦ୍ରକ : ଗୋରୁ ବୋଝେଇ ଗାଡି ଜବତ । ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଞ୍ଚଳରୁ ଦୁଇଟି ଗୋରୁ ବୋଝେଇ ଗାଡି ଜବତ ହୋଇଛି ।୨୦ ରୁ ଉର୍ଦ୍ଧ୍ଵ ଗାଇ ଉଦ୍ଧାର ହୋଇଛନ୍ତି । ସୂଚନା ଅନୁସାରେ ଦୁଇଟି ଗୋରୁ ବୋଝେଇ ପିକଅଫ୍ ଭ୍ୟାନ୍ ବାସୁଦେବପୁର ଆସୁଥିଲା ।ଏହି ସମୟରେ ବଜରଙ୍କ ଦଳ ସଦସ୍ୟ ମାନେ ଦୁଇଟି…

ଟ୍ରକ ଧକ୍କାରେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଉତ୍ତେଜନା ଜାରି

ଭଦ୍ରକ:  ଭଦ୍ରକ ବାସୁଦେବପୁର କଲେଜ ଛକରେ ଅଘଟଣ । ଆଇଟିଆଇ ଛାତ୍ରଙ୍କ ଉପରେ ଚଢିଗଲ ଟ୍ରକ ଚଢିଯିବା କାରଣରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ର ଜଣକ ହେଉଛନ୍ତି ବିନାୟକ ପୁର ଗାଁର ସୁକା ସାହୁଙ୍କ ପୁଅ ରିଙ୍କୁ କୁମାର ସାହୁ ବୋଲି ଜଣାପଡ଼ିଛି। ରିଙ୍କୁ ଆଜି ଏକ ବାଇକରେ ଆସୁଥିବା ସମୟରେ…

[ଭିଡ଼ିଓ] ନାବାଳିକା ଅପହରଣ ଘଟଣା, ନ୍ୟାୟ ପାଇଁ ଧାରଣାରେ ପରିବାର

ଭଦ୍ରକ : ଭଦ୍ରକ ଧୁଷୁରୀ ନାବାଳିକା ଅପହରଣ ଘଟଣା । ନ୍ୟାୟ ପାଇଁ ଧାରଣାରେ ନାବାଳିକା ପରିବାର । ଝିଅ ଅପହରଣ ଘଟଣାର ୮ମାସ ବିତିଗଲାଣି । ହେଲେ ଝିଅର ଏଯାଏ ପତ୍ତା ମିଳୁନି । ସେହି ଗାଁର ଜଣେ ଯୁବକ ଝିଅକୁ ଏକତରଫା ପ୍ରେମ କରୁଥିବା ବେଳେ ଅନିଚ୍ଛା ପରେ ବି ଅପହରଣ କରିନେଇଥିବା ଅଭିଯୋଗ…

ତପସ୍ୱିନୀଙ୍କୁ ବାହା ହୋଇଛନ୍ତି ବୋଲି ମାନିଲେ ଡାକ୍ତର ସୁମିତ ସାହୁ

ବ୍ରହ୍ମପୁର : ବ୍ରହ୍ମପୁର ବ୍ରହ୍ମାନଗର ଦ୍ୱିତୀୟ ଲାଇନରେ ତପସ୍ୱିନୀ ଡାକ୍ତରଙ୍କ ଘରେ ଧାରଣାରେ ବସିବା ଘଟଣାରେ ମୁହଁ ଖୋଲିଛନ୍ତି ଡାକ୍ତର ସୁମିତ ସାହୁ । ଉଭୟଙ୍କ କୋର୍ଟ ମ୍ୟାରେଜ ହୋଇଥିବା ନେଇ ସ୍ୱିକାର କରିଛନ୍ତି ସୁମିତ । ପ୍ରଥମେ ମହିଳା ଜଣକ ହିଁ ଗଣ୍ଡୋଗୋଳ କରି ୪୯୮ ମାମଲା ରୁଜୁ…

[ଭିଡ଼ିଓ]ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ଗୁଳିମାଡ଼ କରି ମେଡ଼ିସିନ୍ ଦୋକାନରୁ ଲୁଟ୍ ହୋଇଛି। ଭଦ୍ରକ ଜିଲ୍ଲାରେ ଘଟିଛି ଏହି ଅଘଟଣ। ୩ଟି ମୋବାଇଲ ସହ ୧୫ରୁ ୨୦ହଜାର ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ସୂଚନା ଅନୁସାରେ, ଭଦ୍ରକ ଆରଡ଼ି ଛକରେ ଥିବା ମାନବଜ୍ୟୋତି ମେଡ଼ିସିନ ଷ୍ଟୋରରୁ ହୋଇଛି ଲୁଟ୍। ଗତାକଲି ରାତିରେ ମେଡ଼ିସିନ ଦୋକାନ…

ଧାନ ଚାଷରେ ଦାଉ ସାଧୁଛି ରୋଗ ପୋକ

ଭଦ୍ରକ : ଧାନ ଚାଷରେ ଦାଉ ସାଜିଛି ରୋଗପୋକ । ଅମଳ ସମୟ ଯେତିକି ପାଖଉ ଆସୁଛି , ରୋଗ ସେତିକି ପରିମାଣରେ ମାଡିଆସୁଛି । କୀଟନାଶକ ଏବଂ ଔଷଧ ମଧ୍ୟ କାମ କରୁନାହିଁ । ଚିନ୍ତାରେ ଏବେ ଚାଷୀ । ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରେ ଦେଖିବାକୁ ଲାଗିଛି ଏପରି ଘଟଣା । ଏବେ ଧାନ ଅମଳର ସମୟ।…

ମା’ ଭଦ୍ରକାଳୀଙ୍କ ମହାଲକ୍ଷ୍ମୀ ବେଶ

ଭଦ୍ରକ: ଶେଷ ହୋଇଛି ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ । ମା’କାଳୀ ଶ୍ରଦ୍ଧାଳୁ ମାନଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଶେଷ ଦିନରେ ମା’ ଭଦ୍ରକାଳୀ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ମା’ ପଦ୍ମ ଉପରେ ଉପବେଶନ କରିଥିବା ବେଳେ ଧବଳ ହସ୍ତୀ ବାହାନ ରୂପରେ…

ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: ମହା ସରସ୍ଵତୀ ବେଶରେ ମା’ ଭଦ୍ରକାଳୀ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ଷଷ୍ଠ ଦିନ ପୂଜାରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀଙ୍କ ପୀଠ । ସକାଳ ସମୟରେ ପହଡ଼ ଖୋଲିବା ପରେ ମା’ଙ୍କର ସକାଳ ରୀତିନୀତି ଅନୁଯାୟୀ…

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ଦର୍ଶନ ଦେଉଛନ୍ତି । ମା’ ୭ ଦିନରେ ୭ଟି ବେଶ ଧାରଣ କରନ୍ତି । ଶନିବାର ସପ୍ତମାତୃକା ବେଶର ତୃତୀୟ ଦିନରେ ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ମା’ । ପୃଥିବୀକୁ ଶତୃଙ୍କୁ ସଂହାର କରିବା ପାଇଁ…

ଦେବମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ : ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ଆଜି ଠାରୁ ଆରମ୍ଭ ହୋଇଛି କାଳୀପୂଜା । ମା ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଗୁରୁବାର ମା’ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କରୋନା କଟକଣା ମଧ୍ୟରେ ମା’ ଙ୍କ ପୂଜାର୍ଚ୍ଚନା ଚାଲିଛି।…