Latest Odisha News

BREAKING NEWS

Browsing Category

ଭଦ୍ରକ

Bhadrak

ରାସ୍ତା କଡରୁ ମିଳିଲା ମୃତଦେହ ,ପୋଲିସ ଆରମ୍ଭ କଲା ଖୋଳତାଡ

ଭଦ୍ରକ : ଭଦ୍ରକରେ ଚାଞ୍ଚଲ୍ୟ । ରାସ୍ତା କଡରୁ ମିଳିଲା ମୃତ ଦେହ । ଭଦ୍ରକ ହଳଦୀଡିହ ପଞ୍ଚାୟତରେ ରାସ୍ତା କଡରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି । ମୃତ ବ୍ୟକ୍ତି ଜଣକ ହେଲେ ପୀରହାଟ ମାଲପୁର ଅଞ୍ଚଳର ନବଘନ ସାହୁ ବୋଲି ଜଣାପଡ଼ିଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ…

ଫୁଲୁଛି ବୈତରଣୀ

ଭଦ୍ରକ: ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ । ଏଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେକେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଜଳ ସ୍ତର ୧୮.୧୭ ମିଟର ଉପରେ ପ୍ରବାହିତ ହେଉଛି । ତେବେ ଉପରମୁଣ୍ଡରେ କାନପୁର ବେରେଜ ରହିଥିବା ଏବଂ ଵର୍ତମାନ…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ବର୍ଷାରେ ବେହାଲ ଭଦ୍ରକ,ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବର୍ଷାରେ ବେହାଲ ଭଦ୍ରକ ସହର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ସହରର ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିବାରୁ ଲୋକମାନେ ଯିବା ଆସିବାରେ ହଇରାଣ ହୋଇଛନ୍ତି. । ବର୍ଷା ପବନ ଲାଗି ରହିଥିବାରୁ ୯ନଂ ୱାର୍ଡରେ ବିରାଟ ଗଛ ଉପୁଡି ରାସ୍ତା ଅବରୋଧ ହେବା ସହ…

ନକଲି ଜର୍ଦ୍ଦା ଜବତ,ଜଣେ ଗିରଫ

ଭଦ୍ରକ: ଧରା ପଡ଼ିଲା ନକଲି ଜର୍ଦ୍ଦା କାରବାର । ଅଟୋରେ ନକଲି ଜର୍ଦ୍ଦା ଯାଉଥିବା ସମୟରେ ଅଟୋ ସହ ଜର୍ଦ୍ଦାକୁ ଜବତ କରିଛି ଭଦ୍ରକ ପୁରୁଣା ବଜାର ପୋଲିସ । ପ୍ରାୟ ଦେଢ କ୍ୱିଣ୍ଟାଲ ନକଲି ଜର୍ଦ୍ଦା ଜବତ କରିବା ସହ ଏଥିରେ ସଂପୃକ୍ତ ଥିବା ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି । ସୂଚନା ଅନୁସାରେ…

ଫେଲ୍ ମାରିଲା ଇକ୍‌ମୋ ଚିକିତ୍ସା, ହାରିଗଲେ ଅଭିଷେକ

ଭୁବନେଶ୍ୱର: କରୋନା ସହ ଲଢେଇ କରି ଶେଷରେ ହାରିଲେ ଅଭିଷେକ ମହାପାତ୍ର । ବଞ୍ଚାଇପାରିଲାନି ଇକ୍‌ମୋ ଚିକିତ୍ସା । କରୋନା ଆକ୍ରାନ୍ତ ହେବା ପରେ  ମାସାଧିକ କାଳ କୋଲକାତାରେ ଚିକିତ୍ସାଧୀନ ଥିଲେ ଯୁବ ଇଞ୍ଜିନିୟର ଅଭିଷେକ। ଏୟାର ଆମ୍ବୁଲାନ୍ସରେ ଅଭିଷେକଙ୍କୁ ଭୁବନେଶ୍ୱରରୁ କୋଲକାତା ନିଆଯାଇଥିଲା ।…

ଟ୍ରେନ୍ ଦୁର୍ଘଟଣାରେ ଯୁବକ ଆହତ

ଭଦ୍ରକ: ଭଦ୍ରକ ରେଲୱେ ଷ୍ଟେସନରେ ଅଘଟଣ। ଟ୍ରେନ ଦୁର୍ଘଟଣାରେ ହାତ କଟିଯିବା ଫଳରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତି କରାଯାଇଛି। ଯୁବକ ଜଣକ ଭଦ୍ରକ ୧୪ ନମ୍ବର ୱାର୍ଡର ନୀଳକଣ୍ଠପୁର ଗାଁ ର କାଳିଆ ସିଂ ଙ୍କ ପୁଅ ଜିତେନ୍ଦ୍ର ବୋଲି ଜଣାପଡ଼ିଛି।…

ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର

ଭଦ୍ରକ: ପୁଣି ଗୋରାମାଟି ସରପଞ୍ଚ ପରିବାରର ଦବଙ୍ଗଗିରି । ଭଦ୍ରକ ସାବରଙ୍ଗ ଥାନା ତୋରଣପଦା ଗାଁରେ ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର । ଇଟାଭାଟି ମାଲିକକୁ ଆକ୍ରମଣ ଘଟଣାର ତଦନ୍ତ ଓ ଆସାମୀ ଧରିବା ପାଇଁ ଯାଇଥିବା ବେଳେ ପୋଲିସ ଉପରେ ଆକ୍ରମଣ । ଘର ଭିତରେ ପୂର୍ବ…

ରେଳ ଷ୍ଟେସନରୁ ଲୁଟେରା ଗିରଫ

ଭଦ୍ରକ:  ଭଦ୍ରକ ରେଳ ଷ୍ଟେସନରୁ ଗିରଫ ହେଲା ଜଣେ ଆନ୍ତଃରାଜ୍ୟ ମୋବାଇଲ୍ ଲୁଟେରା | ଗିରଫ ଅଭିଯୁକ୍ତ ଠାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ ଜବତ କରିଛି ରେଳବାଇ ସୁରକ୍ଷା ପୁଲିସ | ଭଦ୍ରକ ରେଳ ଷ୍ଟେସନରେ ଜଣେ ଯୁବକ ସନ୍ଦେହ ଜନକ ଅବସ୍ଥାରେ ଷ୍ଟେସନରେ ବୁଲୁଥିବା ବେଳେ ଆରପିଏଫ୍ ପୁଲିସର ସଦ୍ଦେହ…

ଗାଁରେ ଦନ୍ତା ଆତଙ୍କ

ଭଦ୍ରକ : ଗାଁରେ ଦନ୍ତା ଆତଙ୍କ । ଭଦ୍ରକ ଜିଲ୍ଲାର ବିଭିନ୍ନ ଗାଁ ଗୁଡିକରେ ହାତୀ ପଶି ଆତଙ୍କ ଖେଳାଇଛି । ଆଉ ହାତୀ ଭୟରେ ଲୋକେ ତାଟି କବାଟ ପକାଇ ରହିଛନ୍ତି । ଦିନ ଦିପହରରେ ବି ହାତୀ ଆତଙ୍କ ଖେଳାଇଛିି । ଆଖପାଖ ଗାଁ ବନ୍ତରୁ ନେଇ ଆଗରପଡ଼ାରେ ହାତୀ କିଛି ଦିନ ହେଲା ଗାଁ ଛାଡି ଯିବାର ନାଁ…