Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୨୦୨୪ ତୁଳନାରେ ୨୦୨୫ ରେ ବଢ଼ିଛି ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା…

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ରୋକିବାକୁ ରାଜ୍ୟ ଠାରୁ କେନ୍ଦ୍ର ସରକାର ପର୍ଯ୍ୟନ୍ତ ଅନେକ ଯୋଜନା କରିବା ସହ କଟକଣା ମଧ୍ୟ ଲଗାଉଛନ୍ତି । ଏହାସହ ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ଼ କରିବାକୁ ହଜାର ହଜାର ଟଙ୍କା ଜରିମାନା ଆଦାୟ କରୁଛନ୍ତି । ତଥାପି ସଡ଼କ ଦୁର୍ଘଟଣା କମିବାର ନାଁ ନେଉନି ।…

ଓଡ଼ିଶା ପୌର ନିୟମାବଳୀରେ ସଂଶୋଧନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆର୍ଥିକ କ୍ଷମତାବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ପୌରପାଳିକାଗୁଡ଼ିକର କାର୍ଯ୍ୟଧାରାକୁ ଅଧିକ ସରଳ ଓ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର 'ଓଡ଼ିଶା ପୌର ନିୟମାବଳୀ, ୧୯୫୩'ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି । ନୂତନ 'ଓଡ଼ିଶା ପୌର (ସଂଶୋଧନ) ନିୟମାବଳୀ, ୨୦୨୫' ଅନୁଯାୟୀ, ପୌର ସଂସ୍ଥାର କାର୍ଯ୍ୟନିର୍ବାହୀ…

ଆସିଲା ୩ ବର୍ଷିଆ ନୂଆ ଅବକାରୀ ନୀତି: ବଡ଼ଦାଣ୍ଡରେ ଖୋଲିବନି ମଦ ଦୋକାନ, ଆଉ ହେବନି…

ଭୁବନେଶ୍ୱର: ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି । ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ। ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ…

ଆସନ୍ତା ସୋମବାର ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଆଜି ମଧ୍ୟ ଚାଲିପାରିନି ବିଧାନସଭା । ଆସନ୍ତା ସୋମବାର ପର୍ଯ୍ୟନ୍ତ ମୁଲତବୀ ରହିଲା ଗୃହ । ସୋମବାର ଯାଏଁ ବିଧାନସଭାକୁ ମୁଲତବୀ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ଗୁରୁବାର ଆରମ୍ଭ ହୋଇଥିଲା କାର୍ଯ୍ୟଦିବସ । ପ୍ରଶ୍ନକାଳ…

MLA Salary Hike Bill: ବଢ଼ିବନି ବିଧାୟକଙ୍କ ଦରମା, ବିଲ୍ ପ୍ରତ୍ୟାହାର ନେଇ ପ୍ରକିୟା ଆରମ୍ଭ

ଭୁବନେଶ୍ୱର: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଦରମା ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ ଆଣିଲେ ବିଧାନସଭା ସଚିବ । ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି । ବିଲ୍ ପ୍ରତ୍ୟାହାର ନେଇ…

ତିନି ବର୍ଷରେ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି 210 ଜଣ

ଭୁବନେଶ୍ୱର: ବିଗତ ତିନି ବର୍ଷରେ ରାଜ୍ୟରେ ବିଦ୍ୟୁତ ଆଘାତଜନିତ କାରଣରୁ 210 ଜଣ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି ଏବଂ ଯେଉଁ ମାନଙ୍କର ମାମଲା ସମାଧାନ ହୋଇଛି, ସେହି ପରିବାରଙ୍କୁ ମୋଟ 5,37,07,091 ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏନେଇ ଗୃହରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ…

ବିରୋଧୀଙ୍କ ହାଙ୍ଗାମା ଯୋଗୁଁ ନଷ୍ଟ ହେଲାଣି 12 କୋଟି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶୂନ୍ୟକାଳରେ ବିରୋଧୀଙ୍କୁ କଡା ଟାର୍ଗେଟ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ବିରୋଧୀଙ୍କ ହାଙ୍ଗାମା ଯୋଗୁଁ ନଷ୍ଟ ହେଲାଣି 12 କୋଟି । ସାଧାରଣ ଲୋକଙ୍କ ରାଜକୋଷର ଅର୍ଥରେ ବିଧାନସଭା ଚାଲିଛି । ପ୍ରତିଦିନ ପ୍ରାୟ 68 ରୁ 70 ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି…

ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟମାନଙ୍କୁ ପିଏନଜି, ବିଦ୍ୟୁତ ଓଭେନ୍, ଇଣ୍ଡକ୍ସନ୍, ବାଷ୍ପ ରନ୍ଧନ ପ୍ରଣାଳୀ ଇତ୍ୟାଦି ବିକଳ୍ପ ଇନ୍ଧନ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି।…

ବିଜେଡି ନିଜ ଦୋଷ ଦୁର୍ବଳତା ଲୁଚେଇବାକୁ ପ୍ରତିବାଦ କରୁଛି: ସରୋଜ ପ୍ରଧାନ

ଭୁବନେଶ୍ୱର: ବିଜେଡି ଓ କଂଗ୍ରେସ ବିଧାୟକଙ୍କ ପ୍ରତିବାଦକୁ ନେଇ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ବିଜେଡି ନିଜ ଦୋଷ ଦୁର୍ବଳତା ଲୁଚେଇବାକୁ ଏମିତି କରୁଛନ୍ତି। ତାଙ୍କ ମୁଖ୍ୟମନ୍ତ୍ରୀ ଦୁର୍ବଳ ଥିଲେ। ଆମ ମୁଖ୍ୟମନ୍ତ୍ରୀ ସବଳ ଅଛନ୍ତି। ଆମ…

ବିଜେଡିର କଳା ପୋଷାକ ପିନ୍ଧି ପ୍ରତିବାଦକୁ ନିନ୍ଦା କଲା ବିଜେପି

ଭୁବନେଶ୍ୱର: ବିଜେଡିର କଳା ପୋଷାକ ପିନ୍ଧି ପ୍ରତିବାଦକୁ ନିନ୍ଦା କଲା ବିଜେପି । ବିଜେପି ବିଧାୟକ ଅଶୋକ ମହାନ୍ତି କହିଛନ୍ତି ଯେ, ବିଜେଡି ଚାହୁଁଛି ପୁଣି ଥରେ କଳା ସାମ୍ରାଜ୍ୟ ଚଲାଇବେ। ତେଣୁ ବିରୋଧୀ କୋକେଇ ଶୋଭାଯାତ୍ରା, କଳା ପୋଷାକ ପିନ୍ଧି ପ୍ରତିବାଦ କରିବେ ହେଲେ ବିଧାନସଭାରେ ଆଲୋଚନା…