Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଶନିବାର ଓଏଏସ୍ କ୍ୟାଡରରେ ଏକ ଅଦଳବଦଳ କରାଯାଇଛି । ଓଏଏସ୍ ଅଧିକାରୀଙ୍କୁ ନୂତନ ପଦବୀରେ ନିଯୁକ୍ତ କରାଯାଇଛି । ମୃଣାଳ କାନ୍ତି ଦାସଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ), ଓଡ଼ିଶାର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ମୃଣାଳ କାନ୍ତି ଦାସ…

ମାର୍ଚ୍ଚ ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ

ଭୁବନେଶ୍ବର: ଆସନ୍ତା ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ । ଉକ୍ତଦିନ ସରକାରୀ ଛୁଟି ଦିନ ଥିବା କାରଣରୁ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ବନ୍ଦ ରହିବ । ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ…

ରାଜ୍ୟରେ ଶିଶୁ କୁପୋଷଣକୁ ବଡ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୯୫ ହଜାର ୪୪୩ ଜଣ ଶିଶୁ ଗୁରୁତର କୁପୋଷଣ (ଏନଏଏମ)ରେ ପୀଡିତ ହୋଇଛନ୍ତି । ୨୦୧୯-୨୦ରେ ଓଡ଼ିଶାରେ ମୋଟ ୨୬,୮୨୭ ଜଣ ଶିଶୁ ଏସଏଏମରେ ପୀଡିତ ଥିଲେ । ୨୦୨୦-୨୧ରେ ଏହି ସଂଖ୍ୟା ୨୨,୬୪୧ ଥିଲା; ୨୦୨୧-୨୨ରେ ୧୬,୮୧୩ ଜଣ ଶିଶୁ; ୨୦୨୨-୨୩ରେ…

ଆହୁରି ବିଳମ୍ୱ ହେବ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଆହୁରି କିଛି ଦିନ ଅପେକ୍ଷା କରିବାକୁ ପଡିବ ଭକ୍ତଙ୍କୁ । କାରଣ ଏଯାଏଁ ଆରମ୍ଭ ହୋଇନି ଧାଡି ଦର୍ଶନ ବ୍ୟବସ୍ଥା । ପରିଚାଳନା କମିଟିର ଅନୁମୋଦନ ଲୋଡା ରହିଛି । ନୂତନ କମିଟି ଗଠନ ହିଁ ରାମ୍ପ ଓ କାଠ ବ୍ୟାରିକେଡ୍ ସଂସ୍ଥାପନକୁ ଅନୁମତି ଦେବ ।…

ଆହୁରି ୨୪ ଘଣ୍ଟା ସିଝିବ ଓଡିଶା: ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀ । ଆହୁରି ୨୪ ଘଣ୍ଟା ଗ୍ରୀଷ୍ମ ପ୍ରବାହ ବଢିବ । ଫଳରେ ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ୮ ଜିଲ୍ଲାକୁ ହିଟ୍ ୱେଭ୍ ଜାରି କରିଛି ପାଣିପାଗ ବିଭାଗ । ସେହି…

ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାରରୁ ଉର୍ଦ୍ଧ୍ବ ମହିଳା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି…

ରାଶନ କାର୍ଡକୁ ନେଇ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦…

ବଜ୍ରପାତ ରୋକିବାକୁ ପ୍ରୟାସ; ୧୯ ଲକ୍ଷ ତାଳଗଛ ରୋପଣ

ଭୁବନେଶ୍ଵର: ବର୍ତ୍ତମାନ ସମୟରେ ବ୍ରଜପାତ ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ସାରା ଦେଶ ଭିତରେ ଓଡିଶାରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ସବୁଠୁ ଅଧିକ । ଗତ ୫ ବର୍ଷରେ ରାଜ୍ୟରେ ବଜ୍ରପାତରେ ଯାଇଛି ୧୪୧୮ ଜୀବନ । ୨୦୨୦-୨୦୨୫ ମସିହା ୫ ବର୍ଷ ମଧ୍ୟରେ ୧୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ…

ପ୍ରବଳ ଖରା ପାଇଁ ଏହି ସମୟରେ ମିଳିବ ରାସନ ସାମଗ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ପିଡ଼ିଏସ ସାମଗ୍ରୀ ସକାଳ ୭…

ସଂଶୋଧନ ହେଲା ରାଉରକେଲା-ପୁରୀ ବନ୍ଦେ ଭାରତ ସେବା, ମଙ୍ଗଳବାର ଛାଡ଼ି ସବୁଦିନ ଚାଲିବ

ଭୁବନେଶ୍ବର: ରାଉରକେଲା-ପୁରୀ ବନ୍ଦେ ଭାରତ ସେବାରେ ସଂଶୋଧିତ କରାଯାଇଛି । କେବଳ ମଙ୍ଗଳବାରକୁ ବାଦ୍ ଦେଲେ ଅନ୍ୟ ଦିନ ମାନଙ୍କରେ ଜାରି ରହିବ ଟ୍ରେନ୍ ସେବା । ପୂର୍ବରୁ ଶନିବାର ବ୍ୟତିତ ସବୁ ଦିନ ଚଳାଚଳ କରୁଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ସଂଶୋଧିତ ହୋଇଥିବା ସମୟ ସୂଚୀ:-…