Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାସନ କାର୍ଡରେ ପୂର୍ବ ଭଳି ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଏଣିକି ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ । ଖୁବଶୀଘ୍ର ରାଜ୍ୟବାସୀଙ୍କୁ ରାସନ କାର୍ଡ ମାଧ୍ୟମରେ ଗହମ ଯୋଗାଇ ଦିଆଯିବ । ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି…

ଆସୁଛି ହୋଲି; ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଇଁ ସଜାଗ କମିଶନରେଟ୍ ପୋଲିସ । ଏନେଇ ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ । ଉଭୟ ଦୋଳ ଏବଂ ହୋଲି ପାଇଁ ଟୁଇନ୍ ସିଟିର ସମସ୍ତ ଥାନା ଅଧିକାରୀଙ୍କୁ ହାଇ ଆଲର୍ଟ କରାଯାଇଛି । ନିଶା ସେବନ କରି ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସମିଟ୍‌ କରି…

ବିଧାନସଭାକୁ ମୋବାଇଲ ନେବେ ସାମ୍ବାଦିକ ହେଲେ ଭିଡିଓଗ୍ରାଫି ଉପରେ ରୋକ

ଭୁବନେଶ୍ୱର: ବିଧାନସଭାରେ ହଟିଲା ସାମ୍ବାଦିକଙ୍କ ମୋବାଇଲ କଟକଣା । ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ନିଷ୍ପତ୍ତି ବଦଳାଇଲେ ସରକାର । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି ସାମ୍ବାଦିକ ମାନେ । କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋ…

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି । ରାଜ୍ୟରେ ପ୍ରତିଦିନ ରାଜ୍ୟରେ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି ସତ ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…

ରାସନକାର୍ଡକୁ ନେଇ ବଡ ତଥ୍ୟ ରଖିଲେ ଯୋଗାଣମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୮୦ ହଜାରରୁ ଅଧିକ ଲୋକଙ୍କ ପାଖରେ ନାହିଁ ରାସନକାର୍ଡ । ରାଜ୍ୟରେ କେତେ ଭୂତ ରାସନକାର୍ଡ ଚିହ୍ନଟ ହେଲାଣି ବୋଲି ଗୃହରେ ପ୍ରଶ୍ନ ଉଠିଥିବାବେଳେ ଏନେଇ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ…

ଗୃହ ବୟକଟ୍ କରିଥିବା କଂଗ୍ରେସ ସଦସ୍ୟଙ୍କୁ ବୁଝାସୁଝା କରୁଛି ଶାସକ ଦଳ

ଭୁବନେଶ୍ଵର: ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ତାରାଙ୍କୁ ବାଚସ୍ପତି ସୁରମା ପାଢ଼ୀ ନିଲମ୍ବନ କରିଥିବାରୁ ଏହାର ପ୍ରତିବାଦରେ କଂଗ୍ରେସ ବିଧାୟକମାନେ ବିଧାନସଭା ନ ଯିବାକୁ ନିଷ୍ପତ୍ତି ନେଇଛନ୍ତି । ବିଧାନସଭା ଚାଲିଥିବାବେଳେ ଗୃହ…

ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ଶାହା

ଭୁବନେଶ୍ଵର: ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗ ଦେବେ ଗୃହ ମନ୍ତ୍ରୀ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ; ଗାନ୍ଧିମୂର୍ତ୍ତୀ ତଳେ ସାମ୍ବାଦିକଙ୍କ ଧାରଣା

ଭୁବନେଶ୍ଵର: ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ । ଗତକାଲି ଗୃହରେ ଘଟିଥିବା ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି । ଯାହାର ପ୍ରତିବାଦରେ ଆଜି ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ସାମ୍ବାଦିକମାନେ । ଏହା ସହ ପ୍ରେସ ଗ୍ୟାଲେରୀକୁ ମଧ୍ୟ ବୟକଟ…

ତାରାଙ୍କ ଉପରୁ ନିଲମ୍ଵନ ହଟାଇବାକୁ ଦାବି; ବାଚସ୍ପତିଙ୍କୁ ଭେଟିଲା ବିଜେଡି ଟିମ୍

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯିବାକୁ ନେଇ ତାଙ୍କ ସମର୍ଥନରେ ବାହାରିଛନ୍ତି ବିଜେଡି ବିଧାୟକମାନେ । ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି । ଏହା ସହ…

୨୪ ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା…