Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର: କୋଲ୍ଡ ଷ୍ଟୋରେଜ୍ କନକ୍ଲେଭ୍ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । APICOL, ASSOCHAMର ମିଳିତ ସହଯୋଗରେ ଏହି ସମ୍ମିଳନୀ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ…

ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର

ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…

ଭୁବନେଶ୍ବର: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ରେଳ ଭବନରେ ଅଧିକାରୀମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଥିଲେ । କେନ୍ଦ୍ରମନ୍ତ୍ରୀ ଅଧିକାରୀମାନଙ୍କୁ ବନ୍ଦେ ଭାରତ ଟ୍ରେନରେ ସ୍ଥାନୀୟ ଖାଦ୍ୟ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ଖାଦ୍ୟ ପରିବେଷଣ ଦ୍ୱାରା…

Police SI Job Scam: ଆଉ ଜଣଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଉ ଜଣଙ୍କୁ ଗିରଫ କଲା ସିବିଆଇ । ଗୁଜୁରାଟ ବଡୋଦ୍ରାରୁ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣଙ୍କ ପରିଚୟ ହେଉଛି ନିତୁ ଆରୋରା । ଗୁଜୁରାଟରୁ ଗିରଫ ପରେ ଟ୍ରାନଜିଟ ରିମାଣ୍ଡରେ ଆଣିଛି ସିବିଆଇ‌ । ନିତୁ ଆରୋରା ପୋଲିସ ଏସ…

ମହାନଦୀ ସଂକଟର ସମାଧାନ କେବେ, ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ: ବିଜେଡି

ଭୁବନେଶ୍ୱର: ମହାନଦୀ ହେଉଛି ଓଡିଶାର ଜୀବନ ସ୍ରୋତ । ଗତ କିଛି ଦଶନ୍ଧି ହେଲା ଓଡିଶାବାସୀଙ୍କ ମା' ସମାନ ମହାନଦୀର ଜୀବନସ୍ରୋତକୁ ସଂକୁଚିତ କରି ମା’କୁ ବିକଳାଙ୍ଗ କରିଦେବାର ହୀନ ଚକ୍ରାନ୍ତ ସମଗ୍ର ଓଡିଶାବାସୀଙ୍କ ପାଇଁ ବେଦନା ଦାୟକ ହୋଇପଡିଛି ବୋଲି ବିଜେଡିର ବରିଷ୍ଠ ନେତା ତଥା ବିରୋଧୀ ଦଳର…

Tata Steel: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପିତ

ଭୁବନେଶ୍ୱର: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଭୁବନେଶ୍ୱରରେ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପଣ କରାଯାଇଛି । ଅତ୍ୟାଧୁନିକ ଲାଇଟ୍ ଗେଜ୍ ଇସ୍ପାତ ଫ୍ରେମ୍ (ଏଲ୍‌ଜିଏସଏଫ୍‌) ପ୍ରଯୁକ୍ତି ବ୍ୟବହାର କରି ଏହାକୁ ନିର୍ମାଣ କରାଯାଇଛି । କନଷ୍ଟ୍ରକ୍ଟଷ୍ଟିଲ୍ ହେଉଛି…

Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ…

ଏକାମ୍ର ଓ୍ଵାକ୍ସରେ ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର: ଏକାମ୍ର ଓ୍ଵାକ୍ସରେ ଆସନ୍ତା ରବିବାର ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ସାଂସ୍କୃତିକ ଅନୁଭୂତି ପ୍ରଦାନ କରୁଥିବା ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସକାଳ ୧୧ଟା ୩୦ରେ ଓଡିଆ ଭାଷାର ଗୌରବ ଗାଥା ସାହିତ୍ୟ ସହିତ ଆରମ୍ଭ…

Indigo Flights Cancelled: ଭୁବନେଶ୍ବରରୁ ୮ଟି ଇଣ୍ଡିଗୋ ବିମାନ ବାତିଲ

ଭୁବନେଶ୍ୱର: ଏବେବି ସୁଧୁରିନି ସ୍ଥିତି । ଇଣ୍ଡିଗୋ ବିମାନ ଚଳାଚଳରେ ଜାରି ରହିଛି ଅଚଳାବସ୍ଥା । ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮ଟି ବିମାନ ଉଡାଣ ବାତିଲ କରାଯାଇଛି । ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବାତିଲ ହୋଇଥିବା ଉଡ଼ାଣଗୁଡ଼ିକର ଏକ ବିବରଣୀ…

Drinking Water Project: ୭୭.୧୦ ପ୍ରତିଶତ ଲୋକଙ୍କ ଘରକୁ ପିଇବା ପାଣି ଯୋଗାଇ ଦିଆଯାଇଛି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବକୁ ନେଇ ବିଧାନସଭାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି, ଓଡ଼ିଶା ସମେତ ଝାଡ଼ଖଣ୍ଡ ଭଳି ରାଜ୍ୟରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । କାମରେ ଅବହେଳା…