Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୮୪ ପ୍ରତିଶତ ମାମଲାର ସମାଧାନ ହୋଇଛି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି । ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି । ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି । ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା…

ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦

କଟକ: ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା ରୁଜୁ କଲେ ଏପ୍ରିଲ ୧ରୁ ଲାଗିବ ୧୦୦ ଟଙ୍କାର କର୍ପସ ଷ୍ଟାମ୍ପ । ଏହି ଟଙ୍କା ରାଜ୍ୟର ଆଇନଜୀବୀଙ୍କ କଲ୍ୟାଣ…

ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା, ଏତିକି ଟଙ୍କାରେ ମିଳିବ..

ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ…

ଚଳିତଥର ମଧ୍ୟ ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ

ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଶନିବାର…

ମିଳିବ ୫ମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ଟଙ୍କା, ଉପକୃତ ହେବେ ୧ କୋଟିରୁ ଉର୍ଦ୍ଧ୍ବ ମହିଳା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ମାର୍ଚ୍ଚ ୬ରେ ମିଳିବ । ୬ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଏହି ପର୍ଯ୍ୟାୟରେ ରାଜ୍ୟର ପ୍ରାୟ ୧.୭ ଲକ୍ଷ ମହିଳା ପ୍ରଥମ କିସ୍ତି ପାଇବେ । ବିଭିନ୍ନ କାରଣ ପାଇଁ ଯେଉଁମାନେ…

ରେକର୍ଡ କଲା ତାତି; ରାଜ୍ୟରେ ୩୮ ଡ଼ିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ତାତି । ରାଜ୍ୟରେ ୩୮ ଡ଼ିଗ୍ରୀ ଟପିଲା ତାପମାତ୍ରା । ଟିଟିଲାଗଡ଼ ଓ ଝାରସୁଗୁଡ଼ା ଓ ବଲାଙ୍ଗିରେ ରେକର୍ଡ କରିଛି ତାତି । ଶନିବାର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କରିଛି ଟିଟିଲାଗଡ଼ । ଟିଟିଲାଗଡ଼ରେ ୩୮.୫ ଡିଗ୍ରୀ ସେଲସିଅସ ତାପମାତ୍ରା…

ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ

ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର ଉନ୍ନୟନ ବିଭାଗକୁ ୨ଏକର ଜମି ସହିଦନଗର ସ୍ଥାୟୀ ହାଟ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ଫଳରେ…

ରାଜ୍ୟରେ ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି । ଆଜି ଏହାକୁ ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଧରି ଚାଲିବ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…

ଓଡିଶାରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ନଡ୍ଡା । ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ…

ବିଦ୍ୟୁତ ଦେୟ ୧ ପଇସା ବୃଦ୍ଧି କଲେ ରାଜ୍ୟବ୍ୟାପି ଆନ୍ଦୋଳନ ହେବ: କଂଗ୍ରେସ

ଭୁବନେଶ୍ୱର: ଓଡିଶାରେ ଯଦି ବିଦ୍ୟୁତ ଦେୟ ୧ ପଇସା ବୃଦ୍ଧି କରାଯିବ ତେବେ ରାଜ୍ୟବ୍ୟାପି ଆନ୍ଦୋଳନ ହେବେ । ସାଧାରଣ ବିଦ୍ୟୁତ ଖାଉଟିଙ୍କ ସ୍ୱାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶୃତିବଦ୍ଧ ବୋଲି ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ତଥା…