Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମହାକୁମ୍ଭର ୪୨ ଦିନରେ ୧୫ ହଜାରରୁ ଅଧିକ ଟ୍ରେନ୍ ପରିଚାଳନା କରି ରେକର୍ଡ ସୃଷ୍ଟି କଲା ରେଳବାଇ

ଭୁବନେଶ୍ୱର: ବୁଧବାର ଶେଷ ହୋଇଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଶେଷ ହୋଇଛି । ଏହି ମହାକୁମ୍ଭ ୨୦୨୫ ସମୟରେ ମାତ୍ର ୪୨ ଦିନରେ ୧୫ ହଜାରରୁ ଅଧିକ ଟ୍ରେନ୍ ପରିଚାଳନା କରି ଭାରତୀୟ ରେଳବାଇ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛି । ଯାହା ପ୍ରାରମ୍ଭିକ ଲକ୍ଷ୍ୟ ୧୩ ହଜାର ୫୦୦…

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀଲିଙ୍ଗରାଜ…

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର: ଏବେ ବର୍ଷକୁ ୨ ଥର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆୟୋଜନ କରିବ ସିବିଏସଇ । ଏନେଇ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୁପାରିସ କରାଯାଇଛି । ମଙ୍ଗଳବାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପଦକ୍ଷେପ ନିଆଯାଇଛି । ଏପରିକି ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠା ନୀତି…

ମହାଶିବରାତ୍ରି-୨୦୨୫ରେ ବିରଳ ସଂଯୋଗ: ଏହି ରାଶିଙ୍କ ଖୋଲିବ ଭାଗ୍ୟ

ଭୁବନେଶ୍ବର: ରାତି ପାହିଲେ ଦେବ ଦେବ ମହାଦେବଙ୍କ ମହା ଶିବରାତ୍ରୀ । ବାବା ଭୋଳାନାଥଙ୍କୁ ଉପାସନା କରି ଆଶୀର୍ବାଦ ପାଇଁ ଉଜାଗର ରହି ଜାଗର ଜାଳିବେ ଶ୍ରଦ୍ଧାଳୁ । ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ୱରୂପ ଶିବ ହେଉଛନ୍ତି ମହାକାଳେଶ୍ୱର । ପୌରାଣିକ କଥାବସ୍ତୁ ଅନୁଯାୟୀ, ଆଜିର ଦିନରେ ଦେବ ଓ…

ପ୍ରକାଶ ପାଇଲା ତାରିଖ; ଏହି ଦିନ ହେବ ଏସଆଇ ପରୀକ୍ଷା

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ନେଇ ପ୍ରକାଶ ପାଇଲା ତାରିଖ । ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ ପରୀକ୍ଷା । ମୋଟ ୯୩୩ ପଦବୀ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଜାରି ହୋଇଛି । ଏସଆଇ ରାଙ୍କର ଅନ୍ୟ ସବୁ ପଦବୀ ପାଇଁ ମଧ୍ୟ ପରୀକ୍ଷା ହେବ ବୋଲି ସୂଚନା ଦିଆଯାଇଛି । ବିଭିନ୍ନ ଜିଲ୍ଲା…

ମହାକୁମ୍ଭରେ ବୁଡ଼ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ । ଏହି ସମୟରେ ବୁଡ ପକାଇବାକୁ ପ୍ରତ୍ୟେକ ଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଲାଗୁଛି । ଏହି ଅବସରରେ ପବିତ୍ର ତ୍ରିବେଣୀ ସଙ୍ଗମରେ ସୋମବାର ବୁଡପକାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସପ୍ତଲୋକକୁ ସ୍ମରଣ କରି…

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୫ ପାଳିତ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି । ଚଳିତ ବର୍ଷ ଆର୍ଥିକ ସାକ୍ଷରତା ସପ୍ତାହ ଫେବୃଆରୀ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି ଯାହା କି ଏହି ଅଭିଯାନର ଦଶମ…

‘ପରମ୍ପରା ଓ ଆଂଚଳିକ ଭାଷାର ମହତ୍ତ୍ୱ ଆମ ଅସ୍ମିତାକୁ ଦୃଢ଼ କରିବ’

ଭୁବନେଶ୍ୱର: ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱ ଆମର ଅସ୍ମିତାକୁ ଦୃଢ଼ କରିବାରେ ସମର୍ଥ । ଭାରତୀୟ ସାହିତ୍ୟରେ ଓଡ଼ିଆ ଭାଷାର ମର୍ଯ୍ୟାଦା ଉଲ୍ଲେଖନୀୟ ବୋଲି ସାହିତ୍ୟ ଏକାଡେମୀ ଉପସଭାପତି ପ୍ରଫେସର କୁମୁଦ ଶର୍ମା ଉଲ୍ଲେଖ କରିଛନ୍ତି । ଶନିବାର ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ…

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ…

୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ; କୁମ୍ଭମେଳାରେ ପକାଇବେ ବୁଡ଼

ଭୁବନେଶ୍ୱର: ଆଜିଠୁ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭର ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ । ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାକୁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ…