Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବ୍ୟକ୍ତିଙ୍କ ଉପରେ ଚଢିଗଲା ୩ଟି ଟ୍ରକ୍

ଭୁବନେଶ୍ୱର: ଜଣେ ବ୍ୟକ୍ତିଙ୍କ ଉପରେ ତିନୋଟି ଟ୍ରକ ଚଢିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ଭୁବନେଶ୍ୱରରୁ । ଖବର ପାଇ ମଞ୍ଚେଶ୍ୱର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଖବର ମୁାତବକ,…

ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨ଦିନ ଯାଏଁ ରାଜ୍ୟରେ ବର୍ଷିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଆଜି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରେ…

ମହାକୁମ୍ଭରେ ବୁଡ ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହେଉଥିବା ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ । ଜାନୁଆରୀ ୧୩ ରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା ଏହି କୁମ୍ଭମେଳାରେ ବର୍ତ୍ତମାନ ସୁଦ୍ଧା ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇସାରିଛନ୍ତି। ଆସନ୍ତା ୨୬…

ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ

ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଗତକାଲି ରାତିରେ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ମହିଳାଙ୍କ ସ୍ବାମୀ ।…

ଓମାନରୁ ଫେରିଲେ ୪ ଜଣ ଓଡ଼ିଆ ଶ୍ରମିକ

ଭୁବନେଶ୍ୱର: ଓମାନରେ ଫସି ରହିଥିବା ଗଞ୍ଜାମ ଅଞ୍ଚଳର ୪ ଜଣ ଓଡ଼ିଆ ଶ୍ରମିକ ନିରାପଦ ଭାବେ ଓଡ଼ିଶା ଫେରିଆସିଛନ୍ତି । ସେମାନେ ଗୁରୁବାର ଭୋର ୪ ଟାରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ୍ ଯୋଗେ ମସ୍କଟରୁ ମୁମ୍ୱାଇ ଆସିଥିଲେ ଏବଂ ଆଜି ମୁମ୍ୱାଇରୁ ଭୁବନେଶ୍ୱରରେ ପହଞ୍ଚି ଟ୍ରେନ ଯୋଗେ…

ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପକୁ ମଞ୍ଜୁରୀ । ୨୫୦ କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି…

କିଟ୍ ନେପାଳ ଛାତ୍ରୀ ମୃତ୍ୟୁ ମାମଲା; ଉଚ୍ଚସ୍ତରୀୟ କମିଟିରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ କାଣ୍ଡ: କିଟ୍‌ ବିଶ୍ବ ବିଦ୍ୟାଳୟରେ ନେପାଳ ଛାତ୍ରୀ ମୃତ୍ୟୁ ମାମଲା । ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଅଚ୍ୟୁତଙ୍କୁ ଛାତ୍ରୀ ମୃତ୍ୟୁ ମାମଲାରେ ଚାଲିଛି ପଚରାଉଚରା । ହାଜର ହେବାକୁ ଗତକାଲି ସମନ କରିଥିଲା ଉଚ୍ଚଶିକ୍ଷା ବିଭାଗ । ସମସ୍ତ…

ହାତୀ ଚଳପ୍ରଚଳ ଅଞ୍ଚଳରେ ଟ୍ରେନ ଯାତାୟାତ ସୁଗମ ପାଇଁ ରେଳବାଇ ଓ ବନବିଭାଗ ମଧ୍ୟରେ ସମନ୍ବୟ ବୈଠକ

ଭୁବନେଶ୍ବର: ହାତୀମାନଙ୍କର ସୁଗମ ଯାତାୟାତ, ଦୁର୍ଘଟଣାକୁ ଏଡାଇବା ଏବଂ ଅତ୍ୟଧିକ ହାତୀ ସତର୍କତା କାରଣରୁ ଟ୍ରେନ୍ ବିଳମ୍ବକୁ ହ୍ରାସ କରିବା ପାଇଁ ଖୋର୍ଦ୍ଧା ରୋଡ଼ ରେଳବାଇ କର୍ତ୍ତୃପକ୍ଷ ଏବଂ ବନ ଅଧିକାରୀଙ୍କ ମଧ୍ୟରେ ଘନିଷ୍ଠ ସମନ୍ୱୟ ରକ୍ଷା କରିବା ନେଇ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣା; ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି । ଗିରଫ ମାନେ ହେଲେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ରମାକାନ୍ତ ସେଠୀ, ବାଉନସର ଅଜୟ ସ୍ବାଇଁ, ସରୋଜ…

ବିଜୁ ପଟ୍ଟନାୟକ ବିମାନବନ୍ଦରେ ଖୁବଶୀଘ୍ର ଆରମ୍ଭ ହେବ ଟର୍ମିନାଲ-୩

ଭୁବନେଶ୍ୱର: ଖୁବଶୀଘ୍ର ତୃତୀୟ ଟର୍ମିନାଲ ଆରମ୍ଭ କରିବାକୁ ଯାଉଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ଆଗାମୀ ୨ରୁ ୩ ମାସ ମଧ୍ୟରେ ଟର୍ମିନାଲ ୩ର ନିର୍ମାଣ କାର୍ଯ୍ୟ ୩୦ ହଜାର ବର୍ଗ ମିଟର ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ୨୦୨୫ ଏପ୍ରିଲରେ…