Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ ଡିଣ୍ଡିମ ପିଟପୁଛନ୍ତି ଯେ, ଗତ ୨୫ ବର୍ଷ ଭିତରେ ରାଜ୍ୟ ବହୁତ ଆଗକୁ…

ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’

ଖୋର୍ଦ୍ଧା: ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି । ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି । ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ…

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ…

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ…

ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀ ପାଇଁ ସୁରକ୍ଷା ସମୀକ୍ଷା; ଚୂଡ଼ାନ୍ତ ହେଲା କାର୍ଯ୍ୟସୂଚୀ

ଭୁବନେଶ୍ୱର: ମହାଶିବରାତ୍ରୀ ଉତ୍ସବରେ ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜ ମନ୍ଦିରର ମହାଦୀପ ରାତି ୧୦ଟା ରେ ଉଠିବ । ଏନେଇ ସୋମବାର ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଇନ ମନ୍ତ୍ରୀ ପୃଥ୍ବୀ ରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ଏହି…

ମାନବବାଦର ପ୍ରଥମ ପ୍ରବକ୍ତା କୃଷ୍ଣପ୍ରସାଦ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ସ୍ନାତକୋତ୍ତର ବିଭାଗରେ କୃଷ୍ଣପ୍ରସାଦ ମିଶ୍ର ସ୍ମୃତି ପରିସଦ ପକ୍ଷରୁ ଏକ ସଭା ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସୁସାହିତ୍ୟିକ ଅଧ୍ୟାପକ ବିଶ୍ବ ରଞ୍ଜନ ନିଜର ମତ ପ୍ରକାଶ କରି କହିଛନ୍ତି ଯେ, ଲେଖକଟିଏ ଏବେ କଣ ଲେଖିବ ତାହା…

ବଜେଟକୁ ନବୀନଙ୍କ ସମାଲୋଚନା; ରାଜ୍ୟ ବିକାଶରେ ଫେଲ୍ ମାରିଛି ଡବଲ ଇଞ୍ଜିନ ସରକାର

ଭୁବନେଶ୍ୱର: ସୋମବାର ବିଧାନସଭାରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି ଚଳିତ ବଜେଟ୍ । ରାଜ୍ୟ…

ବଜେଟରେ ଓଡିଆ ଅସ୍ମିତା: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ ଓ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟ ବଜେଟ୍‌ ୨୦୨୫-୨୬ ଉପସ୍ଥାପନ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବଜେଟରେ ଓଡ଼ିଆ ଅସ୍ମିତା ପାଇଁ ବ୍ୟୟ ବରାଦ କରାଯାଇଛି । ଆଗାମୀ ଆର୍ଥିକ ବର୍ଷ ପାଇଁ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ…

କିଟରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: କିଟ୍‌ କ୍ୟାମ୍ପସ୍ ହଷ୍ଟେଲରେ ଜଣେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଛାତ୍ରକୁ ଗିରଫ କଲା ପୋଲିସ । ଛାତ୍ର ଜଣକ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ବୋଲି ଜଣାପଡିଛି । ସେ ଖସି ପଳାଇବାକୁ ଉଦ୍ୟମ କରିବା…

୨୦୨୫-୨୬ ବଜେଟ୍‌: ଜାଣନ୍ତୁ କେଉଁ ଯୋଜନା ପାଇଁ କେତେ

ଭୁବନେଶ୍ଵର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି । ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି । ହସ୍ତତନ୍ତ ଓ ବୟନ ପାଇଁ ୧୨୨ କୋଟି…