Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

‘ବନ୍ଦେ ମାତରମ୍‌’କୁ ପୁରୁଛି ୧୫୦ ବର୍ଷ; ଆସନ୍ତା ୭ରେ ସମସ୍ତ ଶିକ୍ଷାନୁଷ୍ଠାରେ ଛାତ୍ରଛାତ୍ରୀମାନେ ଗାଇବେ ଏହି ଗୀତ

ଭୁବନେଶ୍ୱର: ଆମର ଜାତୀୟ ଗୀତି ଭାବେ ପରିଚିତ ‘ବନ୍ଦେ ମାତରମ୍‌’କୁ ୧୫୦ ବର୍ଷ ପୁରୁଛି । ଏହି ଅବସରରେ ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…

ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଓ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ବସ୍‌ଷ୍ଟାଣ୍ଡରେ ଶୋଇଥିବା ଅବସ୍ଥାରେ ମା’ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ କରିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ାର ପବିତ୍ର କହଁର(୩୯) । ଖବର ପାଇ ଭରତପୁର ଥାନା ପୋଲିସ…

ନବୀନଙ୍କୁ ପ୍ରଭାତୀ ପରିଡ଼ାଙ୍କ କଡା ଟାର୍ଗେଟ: କହିଲେ, ୨୪ ବର୍ଷର ବିଶ୍ୱାସଘାତର ଜବାବ…

ଭୁବନେଶ୍ୱର: ନବୀନଙ୍କ ପ୍ରାର୍ଥୀ ଚୋରୀ ମନ୍ତବ୍ୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କଡା ଜବାବ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ…

ନବୀନଙ୍କ ନୂଆପଡ଼ା ଗସ୍ତ ପୂର୍ବରୁ ବିଜେଡିକୁ ପୁଣି ତେରଛା ବାଣ ମାରିଲେ ଶ୍ରୀମୟୀ…

ଭୁବନେଶ୍ୱର: ବିଜେଡିକୁ ପୁଣି ଟାର୍ଗେଟ କରି ଚର୍ଚ୍ଚାରେ ନେତ୍ରୀ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ବିଜେଡିକୁ ଟାଇଟନିକ୍‌ ପରି ସମ୍ପୂର୍ଣ୍ଣ ବୁଡ଼ାଇବା ପାଇଁ ବିଶ୍ୱସ୍ତରୀୟ ଯୋଜନା କରାଯାଉଥିବା କହି ଟାର୍ଗେଟ କରିଛନ୍ତି । ସେ ଏହି କମେଣ୍ଟ ସେତିକି ବେଳେ କରିଛନ୍ତି ଯେତବେଳେ କି ନବୀନ ନୂଆପଡ଼ା…

Amar Pattanaik: କଳ୍ପନା ଜଳ୍ପନାର ଅନ୍ତ… ଶଙ୍ଖ ଛାଡି ପଦ୍ମ ଧରିଲେ ଅମର ପଟ୍ଟନାୟକ

ଭୁବନେଶ୍ୱର: ପଦ୍ମ ଧରିଲେ ବରିଷ୍ଠ ରାଜନେତା ଅମର ପଟ୍ଟନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେପିରେ ବିଧିବଧ ଭାବେ ହେଲେ ସାମିଲ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…

ପଦ୍ମ ଧରିପାରନ୍ତି ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ!

ଭୁବନେଶ୍ୱର: ଆଜି ବିଜେପିରେ ମିଶି ପାରନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି ଯେଉଁଥିରେ ଅମର ପଟ୍ଟନାୟକ ସାମିଲ…

Weather Update: ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା କମିବ, ଆସନ୍ତାକାଲିଠୁ ୮ ଯାଏଁ ରାଜ୍ୟରେ ପାଗ ଶୁଖିଲା…

ଭୁବନେଶ୍ୱର: ବାତ୍ୟା ମୋନ୍ଥା ପରେ ବଦଳୁଛି ଓଡିଶାର ପାଗ । ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା ଓ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ, ମଙ୍ଗଳବାରଠାରୁ ୮ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି…

JEE Main: ନଭେମ୍ବର ୨୭ ରାତି ୯ ଯାଏଁ ଜେଇଇ ମେନ୍‌ ଆବେଦନ କରିପାରିବେ, ଏହି ଦିନ ହେବ ପରୀକ୍ଷା…

ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପାଇଁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା । ନଭେମ୍ବର ୨୭ ତାରିଖ ରାତି ୯ଟା ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ । ରାତି ୧୧ଟା ୫୦ ମଧ୍ୟରେ ଅନ୍‌ଲାଇନ ଫି ଦାଖଲ କରିପାରିବେ । କେଉଁଠାରେ ପରୀକ୍ଷା ସେଣ୍ଟର ପଡିବ…

Police SI Exam Scam: ଭୁବନେଶ୍ୱରରେ ପହଞ୍ଚିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି, ଉତ୍ତରାଖଣ୍ଡରୁ ଗିରଫ କରିଥିଲା…

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱର ଆଣିଲା କ୍ରାଇମ୍‌ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍‌ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ନେପାଳ ସୀମା ଉତ୍ତରାଖଣ୍ଡ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ନଭେମ୍ବର ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି । ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…