Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ମୃତ୍ୟୁ ମାମଲାରେ ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ । ଅଭିଯୁକ୍ତ ଜଣକ ହେଲା ବିଭୂତି ଭୂଷଣ ପରିଡ଼ା । ବିଭୂତି ଭୂଷଣକୁ କଟକ ବିଡାନାସୀ ଅଞ୍ଚଳରୁ ଗିରଫ କରାଯାଇଛି । ଏହାକୁ ମିଶାଇ ଗିରଫଦାରୀ ସଂଖ୍ୟା ୧୯ରେ ପହଞ୍ଚିଛି । ସୌମ୍ୟକୁ…

ଏମବିବିଏସ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ବୟଫ୍ରେଣ୍ଡ ଭୀମସେନକୁ ନେଲା ପୋଲିସ

ଭୁବନେଶ୍ବର: ଏମବିବିଏସ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ଓଏଏସ ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ଆଜି ୨ ଦିନିଆ ରିମାଣ୍ଡରେ ଆଣିଛି ପୋଲିସ । ବାରଙ୍ଗ ଥାନା ପୋଲିସ ଭୀମସେନଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ହେଲେ କଟକ ଜେଏମଏଫସି କୋର୍ଟ…

ତାମିଲନାଡ଼ୁ ଗ୍ୟାସ୍ ଲିକ୍ ଘଟଣା; ୧୦ ଲକ୍ଷ ଟଙ୍କାକୁ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା । ଏଥିରେ ୭ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି । ଏହି…

ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍

ଭୁବନେଶ୍ୱର: ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଜୁଲାଇ ୯ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସୂତ୍ର ଅନୁଯାୟୀ, ଉପରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ…

ଓଡ଼ିଶାର ରେଳଧାରଣାରେ ଦୌଡ଼ୁଥିବା ରେଳଗାଡ଼ିକୁ ମିଳିବ ସୁରକ୍ଷା ‘କବଚ’

ଭୁବନେଶ୍ୱର: ପୂର୍ବତଟ ରେଳପଥ ପରିସୀମାରେ ୬୩୧କିମି ରୁଟ୍‌ରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କବଚ ସୁରକ୍ଷା କାର୍ଯ୍ୟକାରୀ କରିବା ଲାଗି ରେଳ ମନ୍ତ୍ରଣାଳୟ ୨୭୦ କୋଟି ଟଙ୍କା ମଞ୍ଜୁର କରିଛି । କବଚ ବ୍ୟବସ୍ଥା ଲାଗୁ ହେଲେ, ଗୋଟିଏ ଧାରଣାରେ ଦୁଇଟି ଟ୍ରେନ୍ ଧକ୍କା ହେବାର ଆଶଙ୍କାକୁ ଏଡ଼ାଇ…

‘ଏଲ୍ ନିନୋ’ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର: 'ଏଲ୍ ନିନୋ' ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏନେଇ ଲୋକସଭା ଭବନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ । ମନ୍ତ୍ରୀ କହିଛନ୍ତି ଯେ, ଏଲ୍ ନିନୋ' ମୁକାବିଲା ନେଇ…

ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ଗୁଡ଼ିକର କୌଣସି ନାମ ପରିବର୍ତ୍ତନ ହୋଇନି ବରଂ ଇଂରାଜୀ ବନାନ ବଦଳିଛି । ରାଜସ୍ୱ ଓ ବିପର୍ଯ୍ୟୟ…

ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟ, କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ସ୍ନାତକ ପାଠ୍ୟକ୍ରମ ନାମଲେଖାର (ଫେଜ୍‌-୧ ଆଡ଼ମିଶନ) ପ୍ରଥମ ମେଧା ତାଲିକା ଆଜି ପ୍ରକାଶିତ ହୋଇଛି । ପ୍ରଥମ ମେଧା ତାଲିକାରେ ରାଜ୍ୟର ୧ ଲକ୍ଷ ୭୮ ହଜାର ୭୮୨ ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି । ରାଜ୍ୟର ବିଭିନ୍ନ ଉଚ୍ଚ…

ଶିକ୍ଷା ବିଭାଗର ନୂଆ ପଦକ୍ଷେପ; ପାଠ୍ୟପୁସ୍ତକରେ ତ୍ରୁଟିକୁ ରୋକିବାକୁ ଏଣିକି ବହିରେ ରହିବ ବାରକୋଡ୍

ଭୁବନେଶ୍ୱର: ପାଠ୍ୟପୁସ୍ତକରେ ଏକାଧିକ ତ୍ରୁଟି ନେଇ ବିବାଦ ସୃଷ୍ଟି ହେବା ପରେ ସଜାଗ ହୋଇଛି ଶିକ୍ଷା ବିଭାଗ । ପାଠ୍ୟପୁସ୍ତକରେ ତ୍ରୁଟି ରୋକିବା ଏବଂ ପାଠପଢ଼ାକୁ ଅଧିକ ଆଧୁନିକ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ପଦକ୍ଷେପ । ଏଣିକି ପାଠ୍ୟପୁସ୍ତକରେ ରହିବ ବାରକୋଡ୍ ବ୍ୟବସ୍ଥା । ବାରକୋଡ୍…

ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା; କଂଗ୍ରେସର ୩ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର: ରାଜ୍ୟସଭା କ୍ରସ୍ ଭୋଟିଂ ଘଟଣା । ବିଜେଡି ସହ କଂଗ୍ରେସ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ମଧ୍ୟ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ । ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୩ ବିଧାୟକଙ୍କ ସଦସ୍ୟତା ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିଥିଲା ।…