Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦୁଇ ବର୍ଷରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢୁଛି ସାପ କାମୁଡା ଜନିତ ମୃତ୍ୟୁ । ତେବେ ଗତ ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ । ରାଜ୍ୟରେ କେତେ ପରିମାଣ ଲୋକ ସାପ କାମୁଡ଼ାରେ ମରିଛନ୍ତି ସେନେଇ ଆଜି ଗୃହରେ ବସ୍ତା ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ ପଚାରିଥିଲେ ଯାହାର ଉତ୍ତରରେ…

ଏଣିକି ଯୁକ୍ତ୨ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏବେ ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି । ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ବରଂ…

ଗିରଫ ହୋଇପାରନ୍ତି ରାଜା! ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ

ଭୁବନେଶ୍ବର: ଗିରଫ ହୋଇପାରନ୍ତି ବିଜେଡି ନେତା ରାଜା ଚକ୍ର । ରାଜା ଚକ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ହଟାଇ ଦେଲେ ହାଇକୋର୍ଟ । ଇଡି ଯାଞ୍ଚ ବେଳେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା ଚକ୍ର । ରାଜାଙ୍କ ସହ ତାଙ୍କର ୪ ଜଣ ସହଯୋଗୀଙ୍କ…

ରାସନ କାର୍ଡରେ ପୂର୍ବ ଭଳି ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଏଣିକି ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ । ଖୁବଶୀଘ୍ର ରାଜ୍ୟବାସୀଙ୍କୁ ରାସନ କାର୍ଡ ମାଧ୍ୟମରେ ଗହମ ଯୋଗାଇ ଦିଆଯିବ । ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି…

ଆସୁଛି ହୋଲି; ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଇଁ ସଜାଗ କମିଶନରେଟ୍ ପୋଲିସ । ଏନେଇ ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ । ଉଭୟ ଦୋଳ ଏବଂ ହୋଲି ପାଇଁ ଟୁଇନ୍ ସିଟିର ସମସ୍ତ ଥାନା ଅଧିକାରୀଙ୍କୁ ହାଇ ଆଲର୍ଟ କରାଯାଇଛି । ନିଶା ସେବନ କରି ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସମିଟ୍‌ କରି…

ବିଧାନସଭାକୁ ମୋବାଇଲ ନେବେ ସାମ୍ବାଦିକ ହେଲେ ଭିଡିଓଗ୍ରାଫି ଉପରେ ରୋକ

ଭୁବନେଶ୍ୱର: ବିଧାନସଭାରେ ହଟିଲା ସାମ୍ବାଦିକଙ୍କ ମୋବାଇଲ କଟକଣା । ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ନିଷ୍ପତ୍ତି ବଦଳାଇଲେ ସରକାର । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି ସାମ୍ବାଦିକ ମାନେ । କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋ…

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି । ରାଜ୍ୟରେ ପ୍ରତିଦିନ ରାଜ୍ୟରେ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି ସତ ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…

ରାସନକାର୍ଡକୁ ନେଇ ବଡ ତଥ୍ୟ ରଖିଲେ ଯୋଗାଣମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୮୦ ହଜାରରୁ ଅଧିକ ଲୋକଙ୍କ ପାଖରେ ନାହିଁ ରାସନକାର୍ଡ । ରାଜ୍ୟରେ କେତେ ଭୂତ ରାସନକାର୍ଡ ଚିହ୍ନଟ ହେଲାଣି ବୋଲି ଗୃହରେ ପ୍ରଶ୍ନ ଉଠିଥିବାବେଳେ ଏନେଇ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ…

ଗୃହ ବୟକଟ୍ କରିଥିବା କଂଗ୍ରେସ ସଦସ୍ୟଙ୍କୁ ବୁଝାସୁଝା କରୁଛି ଶାସକ ଦଳ

ଭୁବନେଶ୍ଵର: ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ତାରାଙ୍କୁ ବାଚସ୍ପତି ସୁରମା ପାଢ଼ୀ ନିଲମ୍ବନ କରିଥିବାରୁ ଏହାର ପ୍ରତିବାଦରେ କଂଗ୍ରେସ ବିଧାୟକମାନେ ବିଧାନସଭା ନ ଯିବାକୁ ନିଷ୍ପତ୍ତି ନେଇଛନ୍ତି । ବିଧାନସଭା ଚାଲିଥିବାବେଳେ ଗୃହ…

ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ଶାହା

ଭୁବନେଶ୍ଵର: ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗ ଦେବେ ଗୃହ ମନ୍ତ୍ରୀ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।…