Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କଣାସ ହଇଜା; ‘ସରକାର କୌଣସି ଦୃଢ଼ ପଦକ୍ଷେପ ଗ୍ରହଣ ନ କରିବା ବଡ଼ ପରିତାପର ବିଷୟ’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ବ୍ଲକରେ ହଇଜା ଭୟାନକ ସ୍ଥିତିରେ ପହଁଚିଛି । ଦୟା ନଦୀର ପ୍ରଦୂଷିତ ଜଳ ବ୍ୟବହାର କରି କଣାସ ବ୍ଲକର ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଘଟଣାରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ଜୀବନ ଗଲାଣି ।…

ଆହୁରି ମହଙ୍ଗା ହେଲା ସୁନା; ୮୩ ହାଜର ଟପିଲା ଦର

ଭୁବନେଶ୍ୱର: ଏବେ ଚାଲିଛି ବିବାହ ଋତୁ । ହେଲେ ଏହା ଭିତରେ ପୁଣି ଆକାଶଛୁଆଁ ହୋଇଛି ସୁନା ଦର । ୮୩ ହାଜର ଟଙ୍କା ଅତିକ୍ରମ କରିଛି ସୁନା ଦର । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍‌ ସୁନା ଦର ୧୭୦ ଟଙ୍କା ବୃଦ୍ଧି ପାଇ ୮୩,୦୨୦ ଟଙ୍କାରେ ପହଞ୍ଚିଛି ।…

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ…

କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା କୃଷ୍ଣ ବେହେରାଙ୍କ ପତ୍ନୀ ଜହ୍ନି ବେହେରା । ସେ ଡାଇରିଆରେ…

ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଶୀତଳ ଭଣ୍ଡାର ସ୍ଥାପନ କରିବାକୁ ଗୁଜୁରାଟ କମ୍ପାନୀ ଆଗ୍ରହୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ ସଫଳତାର ସହ ଶେଷ ହୋଇଛି । ହେଲେ ଏହା ପରେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କ ସୁଅ ଛୁଟିଛି । ବର୍ତ୍ତମାନ ଗୁଜୁରାଟର ଫଣିଧର ଗ୍ରୁପ ଓଡ଼ିଶାରେ ନିବେଶ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏହି ଗ୍ରୁପ ଓଡ଼ିଶାରେ ଶୀତଳ ଭଣ୍ଡାର କରିବା ସହିତ ଖାଦ୍ୟ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ମାର୍ଗଦର୍ଶିକା ଜାରି ପରେ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ପୂର୍ବ ସରକାର ସମୟରେ ‘ଆମ ଗାଁ ଓ ଆମ ବିକାଶ’ ଯୋଜନାର ନାଁ ପରିବର୍ତ୍ତନ କରି ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କରିଛି ବିଜେପି । ଏଥିପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି ହେବା ପରେ ବିଜେପିକୁ ଘେରିଛନ୍ତି ବିଜେଡି ଓ କଂଗ୍ରେସ । ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର…

ଆସନ୍ତା ୩ରେ ଜନ ଅଭିଯୋଗ ଶୁଣାଣି; କାଲିଠୁ ପଞ୍ଜୀକରଣ

ଭୁବନେଶ୍ବର: ଫେବୃୟାରୀ ୩ ତାରିଖ ସୋମବାରରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧…

ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲା ନୂଆ ଅତିଥି, ମା’ ହେଲା ସିମ୍ପାଞ୍ଜି ‘ଦୁର୍ଗା’

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲା ନୂଆ ଅତିଥି । ସିମ୍ପାଞ୍ଜି ‘ଦୁର୍ଗା’ ପ୍ରଥମ ଥର ମା’ ହୋଇଥିବା ଜଣାପଡିଛି । ସେ ଏକ ସନ୍ତାନକୁ ଜନ୍ମ ଦେଇଛି । ଫଳରେ ପ୍ରାଣୀ ଉଦ୍ୟାନରେ ସିମ୍ପାଞ୍ଜି ସଂଖ୍ୟା ୮କୁ ବୃଦ୍ଧି ପାଇଛି । ବୁଧବାରବିଳମ୍ୱିତ ରାତିରେ ଦୁର୍ଗା ଶାବକ ଜନ୍ମ…

ଉତ୍କର୍ଷ ଓଡିଶା କନକ୍ଲେଭ୍: ରାଜ୍ୟରେ ୮ ଲକ୍ଷ ୯୪ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି । ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକ ମାନେ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ପ୍ରବେଶ ଓ ପ୍ରସ୍ଥାନ ପାଇଁ ଏଲିଭେଟେଡ୍ ଡ୍ରାଇଭୱେ ନିର୍ମାଣ କାର୍ଯ୍ୟ…

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନର ପୁନର୍ବିକାଶ ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡିଶା ସରକାର ଷ୍ଟେସନର ମାଷ୍ଟର କ୍ୟାଣ୍ଟିନ ପାର୍ଶ୍ୱରେ ଏଲିଭେଟେଡ୍ ଡ୍ରାଇଭୱେ ଏବଂ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ନିର୍ମାଣ ପାଇଁ କାର୍ଯ୍ୟ ଅନୁମତି ପ୍ରଦାନ କରିଛନ୍ତି । ଏହି ବିକାଶ ଷ୍ଟେସନର…