Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ଏଟିଏମ୍ ଲୁଟ୍: ଟଙ୍କା ସହ ତାଡ଼ି ନେଲେ ମେସିନ୍

ଭୁବନେଶ୍ବର: ଟଙ୍କା ସହ ତାଡ଼ି ନେଇଗଲେ ଏଟିଏମ୍। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଶ୍ରୀରାମନଗର ସ୍ଥିତ ଏସବିଆଇ ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ। ଏଟିଏମ ମେସିନ୍ ତାଡି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସର ଛାନବିନ ଆରମ୍ଭ କରିଛି ।…

ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର: ଜାନୁଆରୀ ୨୭ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ…

ନିଶା କାରବାର ଉପରେ ଲାଗିବ ରୋକ; କମିଶନରେଟ ପୋଲିସର ସ୍ୱତନ୍ତ୍ର ଅଭିଯାନ ଆରମ୍ଭ

ଭୁବନେଶ୍ବର: ରାଜ୍ୟ ସମେତ ରାଜଧାନୀରେ ଦିନକୁ ଦିନ ବ୍ୟାଧି ପରି ବ୍ୟାପିଲାଣି ନିଶା ସେବନ । ବିଶେଷ କରି ଶିକ୍ଷାନୁଷ୍ଠାନ ବାହାରେ ଏହାର ବହୁଳ କାରବାର ଚାଲିଛି । ଯାହାକୁ ମୂଳପୋଛ କରିବାକୁ ତତପରତା ଦେଖାଇଛି କମିଶନରେଟ୍ ପୋଲିସ । ଷ୍ଟ୍ରିଟ କ୍ରାଇମ ଉପରେ ଅଧିକ ନଜର ରଖିବ ପୋଲିସ । ଯାହା…

କଲବଲ କରୁଛି ରାଜଧାନୀ ଟ୍ରାଫିକ୍

ଭୁବନେଶ୍ବର: ରସୁଲଗଡ଼ ହେଉ କି ଡମଣା, ନୟାନ୍ତ କରୁଛି ଭୁବନେଶ୍ବର ଟ୍ରାଫିକ୍ । ବିଶେଷ କରି ରବିବାର ଓ ଛୁଟିଦିନରେ ଟ୍ରାଫିକ୍ ଜାମ ବଢି ଯାଉଛି । ଫଳରେ ରାସ୍ତା ଉପରେ ଅଟକୁଛି ଗାଡି । ୧୦ମିନିଟର ରାସ୍ତା ପାର ହେବାକୁ ଲାଗୁଛି ଘଣ୍ଟାଏ ସମୟ । କେବଳ ସହର ଭିତର ରାସ୍ତା ନୁହେଁ ଜାତୀୟ ରାଜପଥ ଓ…

ନବ ଦାସ ହତ୍ୟାକାଣ୍ଡ ମାମଲା; ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର…

ରାଜଧାନୀରେ ଦୁର୍ଘଟଣା ଘଟାଇଲା ମୋ’ ବସ୍‌; ୩ ଗାଡ଼ି କ୍ଷତିଗ୍ରସ୍ତ, ୪ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସିରିଜ୍‌ ଦୁର୍ଘଟଣା । ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ରାସ୍ତାରେ ପଛକୁ ପଛ ପିଟି ହେଲା ମୋ ବସ୍‌ । ଏହି ମୋ ବସ୍‌ ଧକ୍କାରେ ୩ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।…

ଗଠନ ହେଲା ଷଷ୍ଠ ଅର୍ଥ ଆୟୋଗ; ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ

ଭୁବନେଶ୍ବର: ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି । ଏହାର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତ କରାଯାଇଛି । ସେହିପରି ସଦସ୍ୟ ଭାବେ ଏକ୍ସଆଇଏମବି ପ୍ରଫେସର ଅସିତ୍ ରଞ୍ଜନ ମହାନ୍ତି, ପୁଡୁଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି…

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା

ଭୁବନେଶ୍ବର: ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା । ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍‌ କୁ ଓଡ଼ିଶା…

୫ ହଜାର ଡାକ୍ତରଙ୍କୁ ମିଳିବ ଶୀଘ୍ର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଥିମଧ୍ୟରୁ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି ।…

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉପସ୍ଥିତ…