Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା

ଭୁବନେଶ୍ବର: ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା । ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍‌ କୁ ଓଡ଼ିଶା…

୫ ହଜାର ଡାକ୍ତରଙ୍କୁ ମିଳିବ ଶୀଘ୍ର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଥିମଧ୍ୟରୁ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି ।…

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉପସ୍ଥିତ…

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମିଳିବ ୫ ଲକ୍ଷ ଟଙ୍କା, ଉପକୃତ ହେବେ ଚାଷୀ

ଭୁବନେଶ୍ୱର: ରାଜ୍ୟରେ ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ । ଏହାଦ୍ୱାରା ନବଗଠିତ ୧୫୪୨ଟି ସଂସ୍ଥାକୁ ମିଳିବ ୭୬ କୋଟି ୮୦ ଲକ୍ଷ ଟଙ୍କା । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁରୀ ପ୍ରଦାନ…

ବଢ଼ିଲା ପାଚକ-ପାଚିକାଙ୍କ ପାରିଶ୍ରମିକ; ଏଣିକି ମାସକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର: ପାଚକ, ପାଚିକା ମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ…

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ଅଧିବେଶନ, ୧୭ରୁ ବଜେଟ୍

ଭୁବନେଶ୍ୱର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଫେବୃଆରୀ ୧୭ରେ ଉପସ୍ଥାପନ ହେବ ବଜେଟ୍ । ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ । ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ…

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ‘ଚିକିତ୍ସା ସେବା ଠିକରେ ଚାଲିଛି, ସରକାର ସଜାଗ ଅଛନ୍ତି’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏଥିରେ ୩ ଜଣଙ୍କର ଜୀବନ ଯାଇଥିବା ବେଳେ, ଅନେକ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ; ପ୍ରତାପ ଦେବ ବିଜେଡି ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ସୋମବାର ନିର୍ବାଚନ ଅଧିକାରୀ ନିଯୁକ୍ତ ହୋଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…

ରାଜ୍ୟରେ ରୁଫ୍‌ଟପ୍ ସୋଲାର ଗ୍ରହଣୀୟତା ପାଇଁ ଟାଟା ପାୱାର ରିନ୍ୟୁଏବଲ ଓ ଓରେଡା ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ଟାଟା ପାୱାରର ସହାୟକ ସଂସ୍ଥା ଟାଟା ପାୱାର ଅକ୍ଷୟ ଶକ୍ତି ଲିମିଟେଡ୍ (ଟିପିଆରଇଏଲ) ଆବାସିକ ଗ୍ରାହକଙ୍କ ମଧ୍ୟରେ ରୁଫ୍‌ଟପ୍ ସୋଲାର ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ଆଗେଇ ଆସିଛି । ଅକ୍ଷୟ ଶକ୍ତି ଲାଗି ରାଜ୍ୟର ନୋଡାଲ ଏଜେନ୍ସି ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି ଲିମିଟେଡ…