Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ‌ବୋର୍ଡର ବଡ଼ ପଦକ୍ଷେପ

କଟକ: ମ୍ୟାଟ୍ରିକ୍ ହେଉ କିମ୍ବା ଦ୍ବାଦଶ ପରୀକ୍ଷା ଅନେକ ସମୟରେ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ୍ ହେଉଥିବା ଘଟଣା ସାମ୍ନାକୁ ଆସୁଛି । ହେଲେ ଏହା ଉପରେ ଏବେ ରୋକ୍ ଲଗାଇବାକୁ ନିଷ୍ପତ୍ତି ନେଇଛି ମାଧ୍ୟମିକ ଶିକ୍ଷା ‌ବୋର୍ଡ । ତେବେ ମାଟ୍ରିକ୍ ପ୍ରଶ୍ନପତ୍ରରେ ଏଣିକି ବାରକୋଡ୍ ରହିବ । ବୋର୍ଡ…

ଖଣ୍ଡଗିରି ଯାତ୍ରା ମଞ୍ଚରେ ହେବନି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ବର: ଖଣ୍ଡଗିରି ଯାତ୍ରାରେ ଏବେ ଆଉ ହେବନି ଅଶ୍ଳୀଳ ନୃତ୍ୟ । ଆଉ ନାଚି ପାରିବେନି ଆଇଟମ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଦିନକୁ ଦିନ ଯାତ୍ରା ଜଗତ ଅଶ୍ଲୀଳତା ଭିତରେ…

ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର । ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ନିରନ୍ତର ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା ।…

ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ସାମିଲ ହେବା ପରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି, ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ…

ବନ୍ଦୀଥିବା ସଂଗ୍ରାମୀମାନଙ୍କୁ ମାସକୁ ମିଳିବ ୨୦ ହଜାର ଟଙ୍କା ପେନସନ

ଭୁବନେଶ୍ୱର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ । ଆଜି ଏ…

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର…

କୁମ୍ଭମେଳା ପାଇଁ ଗଡିବ ୭ ସ୍ପେଶାଲ ଟ୍ରେନ

ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଡ଼ିଶା ଦେଇ ପ୍ରୟାଗରାଜ ଗଡିବ ସ୍ୱତନ୍ତ୍ର ଟ୍ରେନ୍। ପୂର୍ବତଟ ରେଲୱେ ପକ୍ଷରୁ ୭ଟି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା ହୋଇଛି। ଏହି ଟ୍ରେନ୍ ଗୁଡିକ ହେଲା, ଭୁବନେଶ୍ବର-ତୁଣ୍ଡଲା-ଭୁବନେଶ୍ବର କୁମ୍ଭ ମେଳା ସ୍ପେଶାଲ। ଏହି ଟ୍ରେନ୍ ଖୋର୍ଦ୍ଧା, କଟକ, ଯାଜପୁର ଏବଂ କେନ୍ଦୁଝର…

ଗବେଷଣାରେ ସଠିକ୍‌ ଫଳାଫଳ ଦେବ ମେଟାହ୍ୟୁରିଷ୍ଟିକ୍‌ ଆଲଗୋରିଥିମ

ଭୁବନେଶ୍ୱର:  ମେଟାହ୍ୟୁରିଷ୍ଟିକ୍‌ ଆଲଗୋରିଥିମର ବ୍ୟବହାର କରି ଗବେଷଣା କ୍ଷେତ୍ରରେ କମ୍‌ ସମୟ ମଧ୍ୟରେ ସଠିକ୍‌ ଫଳାଫଳ ମିଳିପାରିବ। ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆୟୋଜିତ ଏକ ଦୁଇ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ଏହି ପ୍ରସଙ୍ଗରେ ବିଶେଷଜ୍ଞମାନେ ମତ ଦେଇଥିଲେ। ସୋଆ ଦ୍ୱାରା ପରିଚାଳିତ…

ସହଦେବ ନାୟକଙ୍କ ୨ ଝିଅଙ୍କ ପାଠପଢ଼ା ଦାୟିତ୍ୱ ନେଲେ ନବୀନ

ଭୁବନେଶ୍ବର: ଅସହାୟ ସହଦେବ ନାୟକଙ୍କ ପରିବାରକୁ ସହାୟତା ପ୍ରଦାନ କରିଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସହଦେବଙ୍କ ପରିବାରକୁ ସେ  ୫୦ ହଜାର ଟଙ୍କା ନଗଦ ଦେଇଥିବା ବେଳେ ତାଙ୍କ ୨ ଝିଅଙ୍କ ପଢ଼ିବା ଦାୟିତ୍ୱ ନେଇଛନ୍ତି। ଆଜି ସହଦେବଙ୍କ ପରିବାର ପୂର୍ବତନ…

ଉଦୟଗିରି ଠାରେ ଅନୁଷ୍ଠିତ ହେବ ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ, ଯୋଗଦେବେ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ । ଗୁରୁ ପଦ୍ମସମ୍ଭବଙ୍କ ସମ୍ପର୍କରେ ଅଧିକ ଜାଣିବା ଏବଂ ଆଲୋଚନା ପାଇଁ ‘ଫାଷ୍ଟ ଗୁରୁ ପଦ୍ମସମ୍ଭବ କନକ୍ଳେଭ’ ଆରମ୍ଭ ହେବ । ଆସନ୍ତା ଜାନୁଆରୀ ୧୨ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ୫…