Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରେ: ପ୍ରଧାନମନ୍ତ୍ରୀଙ୍କୁ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି ଏହି…

ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା…

୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ  ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀ ବୁଲି ଦେଖିପାରିବେ।…

ଫେବୃଆରୀରେ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ ଡାକରା

ଭୁବନେଶ୍ବର: ଆସନ୍ତା ଫେବୃଆରୀରେ ଦୁଇ ଦିନ ବନଦ ରହିବ ବ୍ୟାଙ୍କ । ଫେବୃଆରୀ ୨୪ ଓ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ବନ୍ଦ ରହିବ । ସର୍ବ ଭାରତୀୟ ଅଫିସର ମହାସଂଘ (ଏଆଇବିଓସି) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ବିଭିନ୍ନ ଦାବି ନେଇ ଏହି ଆନ୍ଦୋଳନ କରାଯିବ । ତେବେ ମହାସଂଘ ପକ୍ଷରୁ…

ଫିଟୁଛି ଠକରାଣୀ ହଂସିକାଙ୍କ ଗୁମର, Z1ରେ ରହିଛି ୩ଟି ଫ୍ଲାଟ୍‌

ଭୁବନେଶ୍ବର: ଦିନକୁ ଦିନ ହଂସିକା ଅଭିଲିପ୍ସାଙ୍କ ସମ୍ପର୍କରେ ମିଳୁଛି ନୂଆ ନୂଆ ତଥ୍ୟ। ରାଜଧାନୀ ଭୁବନେଶ୍ୱରରେ ଥିବା Z1ରେ ଠକ ହଂସିକାଙ୍କର ରହିଛି ୩ଟି ଫ୍ଲାଟ୍‌। ସେ ୭୦୩ ନମ୍ୱର ଫ୍ଲାଟ୍‌ରେ ଅନୀଲ ମହାନ୍ତିଙ୍କ ସହ ରହୁଥିବା ଅଭିଯୋଗ ହେଉଛି। ଗୁରୁବାର ଅପରାହ୍ନରେ ସେହି ଫ୍ଲାଟ୍‌ରେ ଚଢ଼ଉ…

ମନ ମୋହୁଛି ଫ୍ଲୀ ମାର୍କେଟ, ଆକର୍ଷିତ ହେଉଛନ୍ତି ଯୁବବର୍ଗ

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଉତ୍ସବମୁଖର ହୋଇଛି ରାଜଧାନୀ ଭବନେଶ୍ଵର। ଏହାକୁ ଦ୍ବିଗୁଣିତ କରୁଛି ଏକାମ୍ର ଉତ୍ସବର ଓ ଫ୍ଲୀ ମାର୍କେଟ। ଫ୍ଲୀ ମାର୍କେଟର ପାରମ୍ପରିକ ହସ୍ତକଳା, କୁଟୀରଶିଳ୍ପ ସାମଗ୍ରୀର ସମ୍ଭାର ଦେଖିବା ପାଇଁ ବଢୁଛି ଦର୍ଶକଙ୍କ ଭିଡ଼। ସାଂସ୍କୃତିକ ସନ୍ଧ୍ୟାରେ…

ଓଡ଼ିଶା ହେବ ଆଇଟି ହବ୍: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା । ଆସନ୍ତା ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ । ସେମିକଣ୍ତକ୍ଟର, ଏଆଇ କ୍ଷେତ୍ର ପାଇଁ ଯୁବକ ଏବଂ ଯୁବତୀଙ୍କୁ ପ୍ରଶିକ୍ଷଣ ଦିଆଯିବ । ତେବେ ଆଇଟି ହବ ନେଇ…

ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ…

ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣା: ଗିରଫ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର: ବୁଧବାର ଘଟିଥିବା ରସୁଲଗଡ ଫ୍ଲାଏଓଭର ହତ୍ୟାକାଣ୍ଡରେ ଆଉ ଦୁଇ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ସଦ୍ୟ ଗିରଫ ଦୁଇ ଜଣଙ୍କ ମଧ୍ୟରେ ମଧ୍ୟ ଜଣେ ମହିଳା ଅଭିଯୁକ୍ତ ରହିଛନ୍ତି । ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ପୋଲିସ ଦୁଇଟି ବାଇକ୍‌ ସହ…

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ପର୍ଯ୍ୟଟନ କ୍ଷେତ୍ର ବୁଲିବେ ପ୍ରବାସୀ ଅତିଥି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ…