Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଦେବେ ଯୋଗ

ଭୁବନେଶ୍ବର: ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବାକୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦି । ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ…

ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ମାନ୍ୟବର ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ଯେ, ୱାଲଟିୟର ଡିଭିଜନ ମଧ୍ୟରେ ଆସୁଥିବା ଓଡିଶାର ସମସ୍ତ ରେଳ ନେଟୱାର୍କ ଇଷ୍ଟକୋଷ୍ଟ…

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ; ଆରପିଏଫ୍ ଏଏସଆଇ ଗିରଫ

ଭୁବନେଶ୍ୱର: ରକ୍ଷକ ସାଜିଲେ ଭକ୍ଷକ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହେଲେ ଭୁବନେଶ୍ୱର ଆରପିଏଫରେ କାର୍ଯ୍ୟରତ ଏଏସଆଇ ନିରଞ୍ଜନ ଜେନା । ଯୁବତୀଙ୍କ ଅଭିଯୋଗ ମୁତାବକ, ତାଙ୍କ ଘର ଜଗତସିଂପୁରରେ ହୋଇଥିବା ବେଳେ ଦୁଇ ଦିନ ପୂର୍ବେ ସେ…

ରସୁଲଗଡ ହତ୍ୟାକାଣ୍ଡ; ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ…

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହୋଇଛି । କେନ୍ଦ୍ର କ୍ରୀଡ଼ା…

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ ।…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ରସୁଲଗଡ଼ ଛକରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ ଦୁର୍ବୃତ୍ତ। ଅନ୍ୟପଟେ ଭୁବନେଶ୍ୱରରେ ଆଜିଠୁ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏଥିପାଇଁ ଭୁବନେଶ୍ୱରର ଛକ ଛକରେ ଜଗିଛନ୍ତି ପୋଲିସ ଏବଂ ସୁରକ୍ଷାକର୍ମୀ। ହେଲେ ଏତେ କଡ଼ା…

ନନ୍ଦନକାନନକୁ ବିଶ୍ଵସ୍ତରୀୟ କରିବେ ଡବଲ ଇଞ୍ଜିନ ସରକାର: ମନ୍ତ୍ରୀ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ମଙ୍ଗଳବାର ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ କହିଥିଲେ, ଆମ ଓଡ଼ିଶାର ଗର୍ବ ଓ ଗୌରବ ନନ୍ଦନକାନନ। ଏହାର…

ଗଡ଼ିଲା ଡବଲ ଡେକର ବସ୍‌, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଗଡ଼ିଲା ଡବଲ ଡେକର ବସ।  ଏହି ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ  କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ୫ଟି ଡବଲ ଡେକର ବସ୍‌ ରାଜଧାନୀରେ…

ଆଦିବାସୀଙ୍କୁ ବଡ ଉପହାର; ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି । ରାଜ୍ୟ ସରକାରଙ୍କ " ଓଡ଼ିଶା ଭର୍ଚୁଆଲ ଏକାଡେମୀ " ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ । ଏହାଦ୍ୱାରା…