Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାତି ପାହିଲେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ । ନୂଆବର୍ଷକୁ ସ୍ୱାଗତ କରିବାକୁ ସମସ୍ତଙ୍କ ମନରେ ପ୍ରବଳ ଉତ୍ସାହ ରହିଛି । ହେଲେ ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ…

ରାଜ୍ୟର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି । ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା । ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌…

ବାଘୁଣୀ ଜିନ୍ନତକୁ ଶିମିଳିପାଳ ଫେରାଇବାକୁ ଏନଟିସିଏର ନିର୍ଦ୍ଦେଶ

ଭୁବନେଶ୍ବର: ଶିମିଳିପାଳ ସୀମା ଡେଇଁ ଝାଡଖଣ୍ଡ ପରେ ପଶ୍ଚିମବଙ୍ଗ ଚାଲିଯାଇଥିଲା ମରାଠା ବାଘୁଣୀ ଜିନ୍ନତ । ହେଲେ ଏବେ ତାକୁ ଟ୍ରାଙ୍କୁଲାଇଜ୍ କରି ଆଲିପୁର ଚିଡ଼ିଆଖାନାରେ ରଖାଯାଇଛି । ଅନ୍ୟପଟେ, ଜିନ୍ନତକୁ ଶିମିଳିପାଳ ଫେରାଇବାକୁ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛି ଏନଟିସିଏ ।…

ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ

ଭୁବନେଶ୍ବର: ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ । ରେଭେନ୍ସା ବିଶ୍ବବିଦ୍ୟାଳୟ,…

ନୂଆବର୍ଷରୁ ଭୁବନେଶ୍ୱର ଓ ଝାରସୁଗୁଡାରୁ ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଓଡ଼ିଶା ବିମାନ ଯୋଗାଯୋଗ ସେବା ସହ ଯୋଡ଼ି ହେବାକୁ ଯାଉଛି ଆହୁରି ନୂଆ ସହର । ଜାନୁଆରୀ ୧ରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ସିଧାସଳଖ ବିମାନ ସେବା ଯୋଡି ହେଉଥିବାବେଳେ, ଜାନୁୟାରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।…

ଯୋଗ୍ୟ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ବୀମା କମ୍ପାନୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କିତ କ୍ଷତିପୂରଣ ଯୋଗ୍ୟ ଚାଷୀମାନଙ୍କ ହିତରେ ସମସ୍ତ ପ୍ରକ୍ରିୟାକୁ ଅତିଶୀଘ୍ର ସାରିବାକୁ ବୀମା କମ୍ପାନୀ ଗୁଡିକ ସହ ପରାମର୍ଶ କରିଛନ୍ତି କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ । ଏହା ସହ ଏଥିରେ କୌଣସି…

ଉଜୁଡ଼ା ଫସଲ ଦେଖିଲେ ନବୀନ; ତୁରନ୍ତ କ୍ଷତିପୂରଣ ପାଇଁ କଲେ ଦାବି

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଛନ୍ତି । ଏହା ସହ କ୍ଷତିଗ୍ରସ୍ତ ଶେରଗଡ଼ର ଟକରଡ଼ା, ହିଞ୍ଜିଳିର ପୋଡିଙ୍ଗି, ଆସ୍କାର ବରଗାଁ, କବିସୂର୍ଯ୍ୟନଗରର…

ଓଡିଶା ଫେରିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଆଜି ଓଡିଶା ଫେରିଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ । ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କାରଣରୁ ତାଙ୍କର ନୋଏଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ସେ ସୁସ୍ଥ ହୋଇ ଆଜି ଓଡ଼ିଶା ଫେରିଥିବା ସୂଚନା ରହିଛି । ସାଂସଦ ପ୍ରତାପ ଷଡ଼ଙ୍ଗୀ…

୩୧ ଓ ୧ ରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ

ପୁରୀ: ଆସନ୍ତା ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ। ନୂଆବର୍ଷକୁ ଆଖିଆଗରେ ରଖି ଏପରି କରାଯାଇଛି। ନୂଆବର୍ଷ ଉପଲକ୍ଷେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଆରମ୍ଭ ହୋଇଯାଇଛି। ଚଳିତ ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ…

ଦିନେ ବଢିଲା କ୍ଷୟକ୍ଷତି ଆବେଦନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦିନଟିଏ ବଢିଲା କ୍ଷୟକ୍ଷତି ଆବେଦନ ତାରିଖ। ଏନେଇ ନିଷ୍ପତ୍ତି ନେଇଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଦିନିଆ ଲଘୁଚାପ ବର୍ଷା କାରଣରୁ ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇବେ ରାଜ୍ୟ ସରକାର। ସେହିପରି କ୍ଷୟକ୍ଷତି ଆବେଦନ ନିମନ୍ତେ ସମୟ ଆଉ ଦିନେ ବୃଦ୍ଧି ହୋଇଛି। ଏହି…