Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୨୦୩୬ ସୁଦ୍ଧା ଆମେ ଏକ ସମୃଦ୍ଧ ଓ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପଭୋକ୍ତା ସୁରକ୍ଷା ଅଭିଯାନକୁ ଫଳପ୍ରଦ କରିବା ପାଇଁ ସରକାରୀ, ବେସରକାରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ, ନାଗରିକ ସମାଜ ଏବଂ ସର୍ବୋପରି ଗଣମାଧ୍ୟମର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି । ସବୁ ବର୍ଗର ଉପଭୋକ୍ତା ଯେପରି ସକ୍ରିୟ ଭାବେ ଅଂଶଗ୍ରହଣ କରି ଉପଭୋକ୍ତା ସୁରକ୍ଷା ଆଇନ୍ ୨୦୧୯ର…

ଆପଣଙ୍କ ନାଁରେ ଚାଲିଛି କି ନକଲି ଲୋନ ?

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ, ଆମେ ବହୁ ପରିମାଣରେ ଟେକ୍ନୋଲୋଜି ଉପରେ ନିର୍ଭରଶୀଳ। ଆଜ୍ଞା ହଁ, ଏହା ଆମ ଜୀବନକୁ କରିଛି ସହଜ। ଯେଉଁ କାମ ପାଇଁ ପୂର୍ବରୁ ଘରୁ ବାହାରକୁ ଯିବାକୁ ପଡୁଥିଲା, ତାହା ବର୍ତ୍ତମାନ ଘରେ ବସି ଖୁବ କମ ସମୟରେ ହୋଇପାରୁଛି। ଟେକ୍ନୋଲୋଜିର ପରିସର ବିସ୍ତାର ସମୟରେ,…

ମୁଁ ବି ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିଲି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, "ଠକ ସଂସ୍ଥା ମାନଙ୍କଠାରୁ କିଏ ନ କିଏ ଠକେଇର ଶିକାର…

ରାଜଧାନୀ ରାସ୍ତାରୁ ହଟିବ ଉଠା ଦୋକାନ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ହଟିବେ ସମସ୍ତ ଉଠା ଦୋକାନୀ । ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ । ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ ।…

ରାଜଧାନୀରେ ପ୍ରଥମ: ରୋବର୍ଟ ଲିଭାଇଲା ଭୟଙ୍କର ନିଆଁ..

ଭୁବନେଶ୍ବର: ରୋବର୍ଟ ଆୟତ୍ତ କଲା ଅଣାୟତ୍ତର ନିଆଁ । ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ବରରେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲା ରୋବର୍ଟ । ଅଗ୍ନିଶମ ବାହିନୀର କର୍ମଚାରୀ ନିଆଁକୁ ଆୟତ୍ତ ନକରିପାରିବାରୁ ଏଥିରେ ଏକ ରୋବର୍ଟ ନିୟୋଜିତ କରାଯାଇ ନିଆଁକୁ ଲିଭାଯାଇଥିଲା । କିଛି…

୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ; ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଭୋଟ ଦାନ ସଂଖ୍ୟା ନେଇ ଦୁଇ ପ୍ରକାରର ତଥ୍ୟ ସାମ୍ନାକୁ ଆସିଛି । ଯାହାକୁ ନେଇ ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଅଭିଯୋଗ କରିଛନ୍ତି । ବିଜେଡି ଅଭିଯୋଗ ଆଣିଛି ଯେ,…

ଅବିକା ୨୦୨୫ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେ; ଇପ୍ସିତା ନନ୍ଦ ‘ଫେସ୍ ଅଫ୍ ଦ ଇୟର’

ଭୁବନେଶ୍ବର: 'ଅବିକା ତରଫରୁ ଆୟୋଜିତ କ୍ୟାଲେଣ୍ଡର ମଡେଲ୍ ପ୍ରତିଯୋଗିତା-୫ରେ ‘ଫେସ୍ ଅଫ୍ ଦ ଇୟର-୨୦୨୫’ ଭାବେ ମନୋନୀତ ହୋଇଛନ୍ତି ବାଲେଶ୍ବର ଝିଅ ଇପ୍ସିତା ନନ୍ଦ । ଓଡିଶାର ପାରମ୍ପରିକ ହସ୍ତତନ୍ତ ଏବଂ ବୁଣାକାରମାନଙ୍କୁ ଉତ୍ସାହିତ କରିଥିବାରୁ ତାଙ୍କୁ ପୁରସ୍କାର ପାଇଁ ମନୋନୀତ କରାଯାଇଛି ।…

ପ୍ରଥମଥର ସାଧାରଣତନ୍ତ୍ର ଦିବସ ପରେଡ଼କୁ ବିମାନ ଯୋଗେ ଯାତ୍ରା କରିବେ ଏନସିସି କ୍ୟାଡ଼େଟ୍

ଭୁବନେଶ୍ୱର: ଏଥର ଦିଲ୍ଲୀର ରାଜପଥରେ ହେବାକୁ ଥିବା ୭୬ ତମ ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶା ନିର୍ଦ୍ଦେଶାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) କଣ୍ଟିଜେଣ୍ଟ ରାଜ୍ୟର ପ୍ରତିନିଧିତ୍ୱ କରିବ । ଓଡିଶା ଏନସିସିର ୭୫ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ…

୨୦୩୦ ସୁଦ୍ଧା ୭.୫ ଗିଗାୱାଟ୍ ଶକ୍ତି ଉତ୍ପାଦନ ଲକ୍ଷ୍ୟ: ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାର ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଦୃଢ ପ୍ରତିଶୃତିବଦ୍ଧ l ଅକ୍ଷୟ ଶକ୍ତିରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହେବ l ନିବେଶକଙ୍କ ପାଇଁ ଓଡ଼ିଶାର ଜଳବାୟୁ ମଧ୍ୟ ଅନୁକୂଳ ଏବଂ ଆବଶ୍ୟକୀୟ ସହାୟତା ମଧ୍ୟ ଆମେ ଯୋଗାଇଦେବା ପାଇଁ ପ୍ରସ୍ତୁତ l ପ୍ରଧାନମନ୍ତ୍ରୀ ମଧ୍ୟ…

ଆସୁଛି ବର୍ଷା, କାନ୍ଦୁଛି ଚାଷୀ: ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ଵର: ପୁଣି ଆସୁଛି ବର୍ଷା । ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଦୁଇ ଦିନ ଲାଗି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି…