Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରବାସୀ ଭାରତୀୟ ଦିବସ: ଉଦଯାପନୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ବର: ଭୁବନେଶ୍ଵରରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ରାଷ୍ଟ୍ରପତି। ଉଦଯାପନୀ ଉତ୍ସବ ୧୦ ତାରିଖ ରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ବୈଠକ…

ପରିବେଶ ଓ ପ୍ରତିରକ୍ଷା ପାଇଁ ଅଚଳାବସ୍ଥାରେ ପୁରୀ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରକଳ୍ପ !

ନୂଆଦିଲ୍ଲୀ: ପୁରୀରେ ପ୍ରସ୍ତାବିତ ଗ୍ରୀନଫିଲ୍ଡ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ "ସାଇଟ୍ କ୍ଲିଅରାନ୍ସ" ପ୍ରଦାନ କରିବାର ବର୍ଷେ ପରେ କେନ୍ଦ୍ର ସରକାର ଏହାକୁ ପ୍ରତିରକ୍ଷା ପ୍ରତିଷ୍ଠାନ ଏବଂ ପରିବେଶ ଦୃଷ୍ଟିରୁ ଦୁର୍ବଳ ଅଞ୍ଚଳ ବୋଲି କହିଛନ୍ତି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି…

ଧାନର ମାନ ଖରାପ ଥିଲେ ବି କିଣିବେ ରାଜ୍ୟ ସରକାର: ମନ୍ତ୍ରୀ

ଭୁବନେଶ୍ଵର: ଧାନର FAQ ମାନ ଖରାପ ଥିଲେ ମଧ୍ୟ କିଣିବେ ରାଜ୍ୟ ସରକାର। ବର୍ଷା ପାଇଁ ଧାନର ମାନ କମିଯାଇଥିବାରୁ ଚିନ୍ତାରେ ରହିଛନ୍ତି ଚାଷୀ। କିନ୍ତୁ ସବୁ କୃଷକଙ୍କ ଧାନ କିଣାଯିବ ବୋଲି ଅଶ୍ଵାସନା  ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଥିପାଇଁ ସବୁ ଜିଲ୍ଲାପାଳଙ୍କୁ…

ରାଜଧାନୀରେ ବଢୁଛି କୁକୁର ଆତଙ୍କ; ପୁଣି ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ

ଭୁବନେଶ୍ୱର: ରାଜଧାନୀରେ ଅସହ୍ୟ ହୋଇପଡିଲାଣି ବୁଲାକୁକୁରଙ୍କ ଦୌରାତ୍ମ । ଯେଉଁ କାରଣରୁ ନାହିଁ ନଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ରାଜଧାନୀବାସୀ । ରାସ୍ତାଘାଟ ହେଉକି କଲୋନୀ, ବସ୍ତି ସବୁଆଡ଼େ ବଢି ଚାଲିଛି ବୁଲା କୁକୁରଙ୍କ ଆତଙ୍କ । ଗତ ଦେଢ଼ ମାସ ଭିତରେ ବିଏମସି ହସ୍ପିଟାଲରେ ୫ଶହ ଲୋକ…

୨୦୩୬ ସୁଦ୍ଧା ଆମେ ଏକ ସମୃଦ୍ଧ ଓ ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପଭୋକ୍ତା ସୁରକ୍ଷା ଅଭିଯାନକୁ ଫଳପ୍ରଦ କରିବା ପାଇଁ ସରକାରୀ, ବେସରକାରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ, ନାଗରିକ ସମାଜ ଏବଂ ସର୍ବୋପରି ଗଣମାଧ୍ୟମର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି । ସବୁ ବର୍ଗର ଉପଭୋକ୍ତା ଯେପରି ସକ୍ରିୟ ଭାବେ ଅଂଶଗ୍ରହଣ କରି ଉପଭୋକ୍ତା ସୁରକ୍ଷା ଆଇନ୍ ୨୦୧୯ର…

ଆପଣଙ୍କ ନାଁରେ ଚାଲିଛି କି ନକଲି ଲୋନ ?

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ, ଆମେ ବହୁ ପରିମାଣରେ ଟେକ୍ନୋଲୋଜି ଉପରେ ନିର୍ଭରଶୀଳ। ଆଜ୍ଞା ହଁ, ଏହା ଆମ ଜୀବନକୁ କରିଛି ସହଜ। ଯେଉଁ କାମ ପାଇଁ ପୂର୍ବରୁ ଘରୁ ବାହାରକୁ ଯିବାକୁ ପଡୁଥିଲା, ତାହା ବର୍ତ୍ତମାନ ଘରେ ବସି ଖୁବ କମ ସମୟରେ ହୋଇପାରୁଛି। ଟେକ୍ନୋଲୋଜିର ପରିସର ବିସ୍ତାର ସମୟରେ,…

ମୁଁ ବି ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିଲି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, "ଠକ ସଂସ୍ଥା ମାନଙ୍କଠାରୁ କିଏ ନ କିଏ ଠକେଇର ଶିକାର…

ରାଜଧାନୀ ରାସ୍ତାରୁ ହଟିବ ଉଠା ଦୋକାନ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ହଟିବେ ସମସ୍ତ ଉଠା ଦୋକାନୀ । ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ । ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ ।…

ରାଜଧାନୀରେ ପ୍ରଥମ: ରୋବର୍ଟ ଲିଭାଇଲା ଭୟଙ୍କର ନିଆଁ..

ଭୁବନେଶ୍ବର: ରୋବର୍ଟ ଆୟତ୍ତ କଲା ଅଣାୟତ୍ତର ନିଆଁ । ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ବରରେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲା ରୋବର୍ଟ । ଅଗ୍ନିଶମ ବାହିନୀର କର୍ମଚାରୀ ନିଆଁକୁ ଆୟତ୍ତ ନକରିପାରିବାରୁ ଏଥିରେ ଏକ ରୋବର୍ଟ ନିୟୋଜିତ କରାଯାଇ ନିଆଁକୁ ଲିଭାଯାଇଥିଲା । କିଛି…

୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ; ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଭୋଟ ଦାନ ସଂଖ୍ୟା ନେଇ ଦୁଇ ପ୍ରକାରର ତଥ୍ୟ ସାମ୍ନାକୁ ଆସିଛି । ଯାହାକୁ ନେଇ ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଅଭିଯୋଗ କରିଛନ୍ତି । ବିଜେଡି ଅଭିଯୋଗ ଆଣିଛି ଯେ,…