Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା

ଭୁବନେଶ୍ବର: ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା। ସେମାନଙ୍କ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା…

ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ: କାର୍ଯ୍ୟକ୍ରମ ସ୍ଥାନ ହେବ ‘ନୋ ଫ୍ଲାଇଙ୍ଗ୍‌ ଜୋନ୍‌’

ଭୁବନେଶ୍ଵର:୫୯ତମ ସର୍ବଭାରତୀୟ ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଗସ୍ତରେ ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ୍ ଶାହ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି।  ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା…

ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା: ଫ୍ଲାଏ ଆଶ ପରିଚାଳନା ପାଇଁ ଆସିବ ଏସଓପି

ଭୁବନେଶ୍ଵର: ବ୍ୟବହାର ଯୋଗ୍ୟ ହେବ ଫ୍ଲାଏ ଆଶ। ଫ୍ଲାଏ ଆଶ ପରିଚାଳନା ପାଇଁ  ରାଜ୍ୟ ସରକାର ଆଣିବେ ଏସଓପି। ଏହାକୁ ନେଇ  ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା  ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ…

ଧାନମଣ୍ଡିରେ ଅବ୍ୟବସ୍ଥା ରୋକିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ , ଜାରି ହେଲା ଟୋଲ୍ ଫ୍ରି ନମ୍ବର

ଧାନ ସଂଗ୍ରହ ସମୟରେ ରହିବ ତୀକ୍ଷ୍ଣ ନଜର ଟୋଲଫ୍ରି ନଂ ୧୯୬୭ ମାଧ୍ୟମରେ କରିହେବ ଅଭିଯୋଗ ଭୁବନେଶ୍ୱର: ଆଉ ଧାନମଣ୍ଡିରେ ହେବନି ଅବ୍ୟବସ୍ଥା। ଧାନମଣ୍ଡିରେ ଅବ୍ୟବସ୍ଥା ରୋକିବାକୁ ଆରମ୍ଭ ହେଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ଆଜି ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିସରରେ ଏହି କଣ୍ଟ୍ରୋଲ…

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି

ଭୁବନେଶ୍ବର: ୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ…

ରାଗ ଶୁଝାଇବେ ନା ଚୁପ୍ ରହିବେ ?

ଭୁବନେଶ୍ବର: ୬ମାସିଆ ଛୁଟିରୁ ଫେରି କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ ସୁଜାତା କାର୍ତ୍ତିକେୟନ । ଗତକାଲି ରାଜ୍ୟ ସରକାର ସୁଜାତାଙ୍କର ଆଉ ୬ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କରି ଦେଇଥିଲେ । ଏହାପରେ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଦାୟିତ୍ବ ନେଇଛନ୍ତି ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ…

କାକଟପୁରର ମା’ ମଙ୍ଗଳା ଓ ମୟୂରଭଞ୍ଜର କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି

ଭୁବନେଶ୍ବର: ପୁରୀ ଜିଲ୍ଲା କାକଟପୁର ସ୍ଥିତ ମା’ ମଙ୍ଗଳା ମନ୍ଦିର ଏବଂ ମୟୂରଭଞ୍ଜ ଜିଲ୍ଲା ଖିଚିଂରେ ଥିବା ମା’ କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ‘ତୀର୍ଥଯାତ୍ରା କାୟାକଳ୍ପ ଏବଂ ଆଧ୍ୟାତ୍ମିକ ସମ୍ବର୍ଦ୍ଧନ ଅଭିଯାନ’ (ପ୍ରସାଦ)…

ସରିଲା ଶୀତକାଳୀନ ହାତୀ ଗଣନା, ସନ୍ଧ୍ୟାରେ ଆସିବ ରିପୋର୍ଟ

ଭୁବନେଶ୍ବର: ରାଜ୍ୟରେ କେତେ ହାତୀ ଅଛନ୍ତି ଏହାକୁ ନେଇ ଶୀତକାଳୀନ ହାତୀ ଗଣନା ଶେଷ ହୋଇଛି । ରାଜ୍ୟର ୪୮ଟି ବନଖଣ୍ଡରେ ହାତୀ ଗଣନା ଚାଲିଥିଲା । ଚଳିତ ବର୍ଷ ପ୍ରଥମଥର ପାଇଁ ଡ୍ରୋନ ସାହାଯ୍ୟରେ ହାତୀ ଗଣନା କରାଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ।…

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ବିତୀୟ ଦିନ; କିଭଳି ଚାଲିବ ଗୃହ ତା’ଉପରେ ନଜର

ଭୁବନେଶ୍ବର: ଆଜି ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ । ସ୍ବାଭାବିକ ହେବ ନା ସରଗରମ ରହିବ ଗୃହ ତା ଉପରେ ରହିଛି ସମସ୍ତଙ୍କ ନଜର । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି ।…

ଆସୁଛି ବାତ୍ୟା ‘ପେଙ୍ଗାଲ’; ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ ଗଭୀର ଅବପାତ

ଭୁବନେଶ୍ବର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ।…