Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବଦଳିବ ହେଲଥ କାର୍ଡର ଲୋଗୋ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ହେଲଥ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ଘୋଷଣା କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏବେ ହେଲଥ କାର୍ଡର ଲୋଗରେ ପରିବର୍ତ୍ତନ କରାଯିବ । ଏହା ସହ ଖୁବଶୀଘ୍ର ୩.୫ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ଆରମ୍ଭ ହୋଇଯାଇଛି ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି

ଭୁବନେଶ୍ବର: ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ପରିମାଣକୁ ୫ଲକ୍ଷ ଟଙ୍କାରୁ ସାଢ଼େ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋଚନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ,…

ରାଜ୍ୟ ଭିଜିଲାନ୍ସର ଶକ୍ତି ବୃଦ୍ଧି, ସୃଷ୍ଟି ହେବ ନୂଆ ପଦବୀ

ଭୁବନେଶ୍ୱର: ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ହେବ। ରାଜ୍ୟକୁ ଦୁର୍ନୀତି ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ତେବେ ଭିଜିଲାନ୍ସ…

ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ଆମେ ସଫଳ ହେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିରାଡମ୍ବର ଭାବେ ନୂଆ ବର୍ଷ ପାଳନ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡ. ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିଛନ୍ତି। ତେଣୁ,…

ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ହୀରାକୁଦ ସହ ସାମିଲ ହେବ ଏହି ସବୁ ସ୍ଥାନ

ଭୁବନେଶ୍ବର: ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେବ ହୀରାକୁଦ ଡ୍ୟାମ୍ । ଏହାସହିତ ବୌଦ୍ଧ ସର୍କିଟ, ସାତକୋଶିଆ ଓ ଚିଲିକାକୁ ମଧ୍ୟ ବିଶ୍ୱ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ନିଷ୍ପତ୍ତି ନେଇଛି ମୋହନ ମାଝୀ ସରକାର ନିଷ୍ପତ୍ତି ନେଇଛନ୍ତି ।…

୧୫ ତାରିଖ ସୁଦ୍ଧା ସରିବ ରାସନକାର୍ଡର ଇ-କେୱାଇସି ପ୍ରକ୍ରିୟା: ମନ୍ତ୍ରୀ

ଭୁବନେଶ୍ବର: ଚଳିତମାସ ୧୫ତାରିଖ ସୁଦ୍ଧା ରାସନକାର୍ଡର ଇ-କେୱାଇସି  ଯାଞ୍ଚ ପ୍ରକ୍ରିୟା ଶେଷ ହେବ। ଏହା ତୁରନ୍ତ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବୃଦ୍ଧବୃଦ୍ଧା ଓ ଅସୁସ୍ଥ ହିତାଧିକାରୀଙ୍କୁ ଭେଟି କେୱାଇସି ଯାଞ୍ଚ କରିବା ନିମନ୍ତେ ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ…

ନୂଆବର୍ଷରେ ନନ୍ଦନକାନନ ବୁଲିଲେ ୩୬ ହଜାର ପର୍ଯ୍ୟଟକ

ଭୁବନେଶ୍ବର: ନୂଆବର୍ଷ ଅବସରରେ ଭୁବନେଶ୍ବର ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ତେବେ ନୂଆବର୍ଷର ଆଜିର ଦିନରେ ପ୍ରାୟ ୩୬ ହଜାର ପର୍ଯ୍ୟଟକ ପ୍ରାଣୀ ଉଦ୍ୟାନ ବୁଲିଥିବା ସୂଚନା ରହିଛି । ଖବର ମୁତାବକ, ନୂଆବର୍ଷର ପ୍ରଥମ ଦିନରେ ୩୫…

ଆଗାମୀ ୨ ବର୍ଷ ମଧ୍ୟରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୫ବର୍ଷ ମଧ୍ୟରେ ଦେଢ଼ଲକ୍ଷ ସରକାରୀ ପଦବୀରେ ନିଯୁକ୍ତି ଦେବେ ସରକାର। ଏନେଇ ଅଣ୍ଟା ଭିଡିଛନ୍ତି ମୋହନ ସରକାର। ୨ବର୍ଷ ମଧ୍ୟରେ ୬୫ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିର ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧ଲକ୍ଷ ୧୦ହଜାର ୫୫୭ଟି…

ମହାକୁମ୍ଭ ମେଳା ୨୦୨୫; ଓଡିଶାରୁ ଏବଂ ଓଡିଶା ମଧ୍ୟଦେଇ ପ୍ରୟାଗରାଜକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ଆସନ୍ତା ୧୩ ରୁ ୨୬ ଧରି ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆୟୋଜିତ ହେବ । ଏଥିପାଇଁ ଓଡିଶାରୁ ଏବଂ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା ୨୦୨୫ ପାଇଁ ପ୍ରୟାଗରାଜକୁ ସ୍ୱତନ୍ତ୍ର ଟ୍ରେନ ଚାଲିବ । ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା…

୨୦୨୯ ବେଳକୁ ଦେଶରେ ଟୁରିଜିମ୍ ହବ୍ ହେବ ଓଡ଼ିଶା

ଭୁବନେଶ୍ବର: ଏବେ ଓଡିଶାର ପର୍ଯ୍ୟଟନସ୍ଥଳୀ ଗୁଡିକ ଆଉ ଲୁକ୍କାଇତ ହୋଇରହିବନି । ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । କାରଣ ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏଭଳି କିଛି…