Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦିନିକିଆ କ୍ରିକେଟ ମ୍ୟାଚ: କମିଲା ବାରବାଟୀ ଟିକେଟ ଦର

କଟକ : କମିଲା ବାରବାଟୀ ଟିକେଟ ଦର। ପୂର୍ବ ନିର୍ଦ୍ଧାରିତ ଟିକେଟ ଦରକୁ ନେଇ ରାଜ୍ୟବ୍ୟାପୀ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଥିଲା ଅସନ୍ତୋଷ। ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ…

ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ ଜାରି

ଭୁବନେଶ୍ବର: ସୂଚନା କମିଶନ ଅଧ୍ୟକ୍ଷ ପଦବୀ ପରେ ଆଜି ୪ଟି ସୂଚନା କମିଶନ ସଦସ୍ୟ ପଦବୀ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ସୂଚନା କମିଶନରେ ଏବେ ୨ଜଣ ସଦସ୍ୟ କାର୍ଯ୍ୟରତ ଥିବାବେଳେ ଅଧ୍ୟକ୍ଷଙ୍କ ସମେତ ମୋଟ ୫ଟି ପଦବୀ ପୂରଣ ପାଇଁ ସରକାର ବିଜ୍ଞାପନ ଜାରି କରିଛନ୍ତି ।…

ଜେଲରୁ ଏମ.ଏ ପଢିବେ ମାଓନେତା ସବ୍ୟସାଚୀ ପଣ୍ଡା

ଭୁବନେଶ୍ବର: ଜେଲରୁ ପାଠ ପଢିବେ ମାଓ ନେତା ସବ୍ୟସାଚୀ ପଣ୍ଡା। ସେ ଜେଲରେ ରହି ଏମ.ଏ ପଢିବେ। କୁଖ୍ୟାତ ମାଓ ନେତା ସବ୍ୟସାଚୀ ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ ଦେଉଛନ୍ତି। ୨୦୨୨ରେ ହ୍ୟୁମାନିଟିରେ ଇଗନୋରୁ ଡିଗ୍ରୀ ହାସଲ କରିଥିବା ସବ୍ୟସାଚୀ ପଣ୍ଡା ଏବେ ପୁଣି ପିଜି କରିବେ। ସେ ପୁରୀ…

ଭରତପୁର ଥାନା ମାମଲା; ସ୍ପଟ୍ ଭିଜିଟ୍ କରି ଉଭୟ ପକ୍ଷଙ୍କୁ ପଚରାଉଚରା କଲେ ତଦନ୍ତ କମିଶନ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣାର ତଦନ୍ତ ଜାରି ରହିଛି । ଏହି ଘଟଣାରେ ଆଜି ଥାନାରେ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାସ ତଦନ୍ତ କରିଛନ୍ତି । ପୁରା ଘଟଣାର ସିନ ରିକ୍ରିଏସନ କରାଯାଇଛି । ଥାନାର ଯେଉଁ ଯେଉଁ ସ୍ଥାନରେ ଘଟଣା ଘଟିଥିଲା ତାହାର…

ଆଉ ଦିନେ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ବର: ଆଉ ଦିନେ ବଢିଲା କଟକ ବାଲିଯାତ୍ରା ଅବଧି। ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଦିନେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ…

‘ସାଧାରଣ ଶ୍ରେଣୀର ଯାତ୍ରୀଙ୍କ ପାଇଁ ସୁବିଧା ପ୍ରଦାନ କରିବା ରେଳବାଇର ସର୍ବୋଚ୍ଚ ପ୍ରାଥମିକତା’

ଭୁବନେଶ୍ବର: ରେଳ ଯାତ୍ରା ପ୍ରତି ସାଧାରଣ ଜନତାଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ଆଗ୍ରହ ଏବଂ ଆକର୍ଷଣକୁ ଦୃଷ୍ଟିରେ ରଖି ରେଳବାଇ ମଧ୍ୟ ସେହି ଅନୁଯାୟୀ ସୁବିଧା ପ୍ରଦାନର ବିସ୍ତାରକୁ ତ୍ୱରାନ୍ୱିତ କରୁଛି । ଏହି କ୍ରମରେ ରେଳବାଇ ଗତ ତିନି ମାସ ମଧ୍ୟରେ ବିଭିନ୍ନ ଟ୍ରେନରେ ଜେନେରାଲ୍ କ୍ଲାସ୍…

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା ସଂସ୍କୃତି କକ୍ଷ

ଭୁବନେଶ୍ୱର: ଷଷ୍ଠ ଦିନରେ ଜମୁଛି ବିଶ୍ବ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା । ଏହି ଅବସରରେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ସମ୍ବନ୍ଧରେ ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶେଷ ଭାବରେ ଯୁବପିଢୀମାନଙ୍କୁ ଅବଗତ କରିବା ପାଇଁ କଟକ ବାଲିଯାତ୍ରା ପଡିଆରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା,…

କୋଚିଂ ସେଣ୍ଟର ପାଇଁ ଆସିବ ସ୍ଵତନ୍ତ୍ର ଗାଇଡ୍‌ଲାଇନ୍‌, ୨୦ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟରେ କୋଚିଂ ସେଣ୍ଟର ଚାଲିବା ପାଇଁ ଆସିବ ସ୍ଵତନ୍ତ୍ର ନିୟମ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦେଖା ଦେଇଛି ତତ୍ପରତା। ଏ ସଂକ୍ରାନ୍ତରେ ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ସୂଚନା ଅନୁଯାୟୀ, ପୁସ୍ତକ ଭବନସ୍ଥିତ ଓଡ଼ିଶା…

୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ।  ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ…

ଓଡ଼ିଶା ପିସିସି ଷ୍ଟିୟରିଂ କମିଟି ପକ୍ଷରୁ ରାଜ୍ୟ ପଦୂଷଣ ବୋର୍ଡ ସଦସ୍ୟଙ୍କୁ ସ୍ମାରକ ପତ୍ର ପ୍ରଦାନ

ଭୁବନେଶ୍ୱର: ଜିନ୍ଦଲ କମ୍ପାନୀ ଦେଶର ସର୍ବାଧିକ ପ୍ରଦୂଷଣ କରୁଥିବା ଶିଳ୍ପସଂସ୍ଥା । ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଏବଂ ଅନୁଗୁଳ ସହରର ପ୍ରାୟ ୬୦ଟି ଗ୍ରାମର ଜନସାଧାରଣ ଜିନ୍ଦଲ କମ୍ପାନୀ ଦ୍ୱାରା ନିର୍ଗତ ପାଉଁଶ ପୋଖରୀ ପାଣିଦ୍ୱାରା ମାରାତ୍ମକ ରୋଗର ଶୀକାର ହେଉଛନ୍ତି । ଏହି…