Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

Ev Bus: ୬ଟି ନୂଆ ସହରରେ ଗଡ଼ିବ ଇଭି ବସ୍‌: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ଖୁବଶ୍ରୀଘ୍ର ୬ଟି ନୂତନ ସହରରେ ଗଡ଼ିବ ଇଲେକ୍ଟ୍ରିକ୍ ବସ୍ । ବର୍ତ୍ତମାନ ସାରା ଓଡ଼ିଶାରେ ୬୭୦ଟି ଆମ ବସ୍ ଚାଲୁଛି, ଯେଉଁଥିରେ ୨୨୦ଟି ଇଲେକ୍ଟ୍ରିକ୍ ବସ୍ ସାମିଲ ଅଛି । ବହୁତ ଶୀଘ୍ର, ସହରାଞ୍ଚଳ ସଂଯୋଗୀକରଣକୁ ଆହୁରି ଉନ୍ନତ କରିବା ପାଇଁ ୬ଟି ନୂତନ ସହରକୁ ଇଲେକ୍ଟ୍ରିକ୍ ବସ୍…

ବିଧାନସଭାରେ ଅତିରିକ୍ତ ବଜେଟ ଆଗତ: କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି ବ୍ୟୟବରାଦ

ଭୁବନେଶ୍ୱର: ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି । ଶୁକ୍ରବାର ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଅତିରିକ୍ତ ବଜେଟ ଆଗତ କରିଛନ୍ତି । କୃଷି ଜଳସେଚନ ପାଇଁ ୧୬୭୩ କୋଟି ବ୍ୟୟବରାଦ କରାଯାଇଛି । ଏଥିମଧ୍ୟରେ ସାଧାରଣ ବଣ୍ଟନ ବ୍ୟବସ୍ଥା ଅଧୀନରେ ଧାନ କ୍ରୟ ପାଇଁ…

Supplementary Budget: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ: ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ପାଇଁ ଏତିକି କୋଟିର…

ଭୁବନେଶ୍ୱର: ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୁମୀର ବିକାଶ ପାଇଁ…

Budget: ଅତିରିକ୍ତ ବଜେଟ୍ ଉପସ୍ଥାପନ, ଆହାର ଯୋଜନା ପାଇଁ ୧୫ କୋଟି ଆବଣ୍ଟନ

ଭୁବନେଶ୍ୱର: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ । ବିଭିନ୍ନ ଯୋଜନା ପାଇଁ ଭିନ୍ନ ଭିନ୍ନ ବ୍ୟୟବରାଦ ହୋଇଥିବା…

ଆଧୁନିକ ଅଡିଟିଂ ବ୍ୟବସ୍ଥା ସୁଶାସନର ଚାବିକାଠି: ରାଜ୍ୟପାଳ

ଭୁବନେଶ୍ୱର: ଆଜି ଜୟଦେବ ଭବନରେ ପଞ୍ଚମ ଅଡିଟ୍ ସପ୍ତାହ ପାଳନର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ କହିଛନ୍ତି ଯେ, ଆଧୁନିକ ଅଡିଟିଂ ଅଭ୍ୟାସ ସୁଶାସନର ଚାବିକାଠି । ଶାସନର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଅଡିଟିଂ ଅଭ୍ୟାସକୁ…

Barabati Stadium: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରିବାକୁ ଦାବି କଲେ ବିଧାୟିକା

ଭୁବନେଶ୍ଵର: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରାଯାଉ । ଆଜି ବିଧାନସଭାରେ ଏଭଳି ଦାବି ଉଠାଇଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ସେ କହିଛନ୍ତି ଯେ, ପୂର୍ବତନ ସରକାରରେ ବିଶ୍ୱସ୍ତରୀୟ ଷ୍ଟାଡିୟମ୍ କରିବାକୁ ଘୋଷଣା କରାଯାଇଥିଲା । ହେଲେ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ପାରିନାହିଁ ।…

ମହାବିଦ୍ୟାଳୟଗୁଡିକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ । ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ…

BJD: ‘ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନ ସଭାରେ ସ୍ୱର ଉଠାଇବ ବିଜେଡି’

ଭୁବନେଶ୍ୱର: ବିଜେଡି ବିଧାୟକ ଦଳର ବୈଠକ ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଉଦ୍‌ବୋଧନ ଦେଇ ବିରୋଧୀ ଦଳ…

Drug Control Team: ବେଆଇନ ଗର୍ଭ ନିରୋଧକ ବଟିକା ବିକ୍ରି ନେଇ ଡ୍ରଗସ କଣ୍ଟ୍ରୋଲ ଟିମ୍ ଚଢ଼ାଉ

ଭୁବନେଶ୍ୱର: ରାଜଧାନୀରେ ଡ୍ରଗସ କଣ୍ଟ୍ରୋଲ ଟିମ୍ ର ଚଢାଉ । ବେଆଇନ ଗର୍ଭ ନିରୋଧକ ବଟିକା ବିକ୍ରି ନେଇ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରର ବିଭିନ୍ନ ମେଡ଼ିସିନ ଦୋକାନରେ ଏହି ଚଢାଉ କରାଯାଇଛି । ଏନେଇ ଦୋକାନର ଷ୍ଟକ ରିପୋର୍ଟ ଯାଞ୍ଚ ସହସେଲ ରିପୋର୍ଟ ମଧ୍ୟ ଯାଞ୍ଚ କରାଯାଉଛି ।…

୬ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର । ସେହିପରି,…